ଦିଗପହଣ୍ଡିରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ, ସରକାରଙ୍କ ଜନ କଲ୍ୟାଣ ଯୋଜନାରେ ସାମିଲ ପାଇଁ ବିଧାୟକଙ୍କ ଆହ୍ବାନ
ଦିଗପହଣ୍ଡି,୩୦।୬(ଅଶେଷ ନାଥ ମିଶ୍ର): ରାଜ୍ୟରେ ଭାଜପା ସରକାର ଗଠନର ଦୁଇବର୍ଷ ପୂର୍ତ୍ତି ଅବସରରେ ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ବିକାଶର ଧାରା ଓଡ଼ିଶା ସାରା ବ୍ଲକ ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…
ଆମେରିକା ସହ ବୈଷୟିକ ଆଲୋଚନା ହେବ ନାହିଁ: ଇରାନ
ତେହରାନ୍,୩୦ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ କରିବା ଲାଗି ଚୁକ୍ତିନାମା କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ନିମନ୍ତେ ଆଗାମୀ ଦିନରେ ଆମେରିକା ଏବଂ ଇରାନର ବୈଷୟିକ ଟିମ୍ ମଧ୍ୟରେ ଆଲୋଚନା ହେବା ଖବରକୁ ତେହରାନ୍ ସୋମବାର ଖଣ୍ଡନ କରିଛି। ଚଳିତ ସପ୍ତାହରେ କାର୍ଯ୍ୟକାରୀ ଗ୍ରୁପ୍…
ଶିଶୁଙ୍କୁ ADHD ରୁ ରକ୍ଷା କରିପାରେ ମା’ କ୍ଷୀର, ଜାଣନ୍ତୁ କଣ କହୁଛି ନୂଆ ଗବେଷଣା
ନୂଆଦିଲ୍ଲୀ,୩୦।୬ (ପି.ଟି.): ଆଜିକାଲି ଅନେକ କ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ଶିଶୁଙ୍କୁ ସ୍ତନ୍ୟପାନ କରାଇବା ହ୍ରାସ ପାଉଥିବା ଦେଖାଯାଉଛି। କେତେକ ସ୍ଥଳରେ ମା’ର ସ୍ବାସ୍ଥ୍ୟଗତ କାରଣ ଏବଂ ଅନ୍ୟ କେତେକ ସ୍ଥଳରେ ସ୍ତନ୍ୟପାନ ପାଇଁ ଅନିଚ୍ଛାଜନିତ କାରଣକୁ ନେଇ ସ୍ତନ୍ୟପାନ ହାର…
ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର
ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍ ମିଳିଲା ସୁନା
ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍, ରାୟଗଡ଼ା ତହସିଲ ପ୍ରଶାସନ,ପୋଲିସ ଏବଂ ମନ୍ଦିର ପରିଚାଳନା କମିଟିର ଉପସ୍ଥିତିରେ ହୁଣ୍ଡିଗୁଡ଼ିକ ଖୋଲାଯାଇଛି।…
ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ
ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଗୁଦେରପାଲି ଗ୍ରାମର ମୂଳ ବାସିନ୍ଦା ତଥା ବର୍ତ୍ତମାନ ବରଗଡ ପୌର ପରିଷଦ…
ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ କଟକଣା ଉଠାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ୧ ଜୁଲାଇ, ୨୦୨୬ରୁ କାର୍ଯ୍ୟକାରୀ…
ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…
ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର ଅଞ୍ଚଳର ଜଣେ ବିବାହିତା ମହିଳା ନିଜ ସ୍ବାମୀକୁ ଛାଡି ହାଟଡିହୀ ଅଞ୍ଚଳର ଜଣେ…
ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ
ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା ଓ ଜିଲା ଭାଜପା ସଭାପତି ନୀଳମାଧବ ପାତ୍ରଙ୍କ ଅନୁମୋଦନ କ୍ରମେ…
ହଠାତ୍ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା
ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି ଫର୍ମାଟରେ ଆୟର୍ଲାଣ୍ଡ ବିପକ୍ଷରେ ଭାରତର ପ୍ରଥମ ସିରିଜ ପରାଜୟ। ଲଜ୍ଜାଜନକ ସିରିଜ ପରାଜୟ…
ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….
ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ତଥା ଜାତୀୟ ରାଜପଥ ପାର୍ଶ୍ଵ ଡ୍ରେନେଜ ବ୍ୟବସ୍ଥା ନଥିବା ଯୋଗୁଁ ନାହିଁ ନଥିବା…
ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…
ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ ୪ରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ବରଗଡ଼ ଯିବେ। ବରଗଡ଼ରେ ୧୭୫୦ କୋଟି ଟଙ୍କାର…

