Home

ଇମ୍ରାନଙ୍କୁ ୧୦ ବର୍ଷ ଜେଲ୍‌

ଇସଲାମାବାଦ୍‌,୩୦।୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ବଡ଼ ଝଟ୍‌କା ଲାଗିଛି। ମଙ୍ଗଳବାର ତାଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଛି। ସାଇଫର ମାମଲାରେ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ)ର ପ୍ରତିଷ୍ଠାତା ଇମ୍ରାନଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଇମ୍ରାନ…

ରାଞ୍ଚିରେ ଥିବା ନିଜ ଘରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ସୋରେନ, ବିଧାୟକଙ୍କ ସହ କଲେ ବୈଠକ

ରାଞ୍ଚି,୩୦।୧: ଲ୍ୟାଣ୍ଡ ସ୍କାମ ମାମଲାରେ ଗତ ଦୁଇ ଦିନ ଧରି ଦିଲ୍ଲୀରେ ତାଙ୍କ ବାସଭବନ ସମେତ ରାଞ୍ଚିରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ଟିମ ଖୋଜୁଥିଲା, କିନ୍ତୁ ତାଙ୍କ ଅବସ୍ଥାନ ବିଷୟରେ କିଛି ଜଣା ପଡି ନଥିଲା। ବର୍ତ୍ତମାନ, ମଙ୍ଗଳବାର ଅପରାହ୍ନରେ…

ଶିକ୍ଷାବିତ୍‌ ସତ୍‌ନାମ ସିଂ ସାନ୍ଧୁ ରାଜ୍ୟ ସଭା ପାଇଁ ମନୋନୀତ

ନୂଆଦିଲ୍ଲୀ,୩୦।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟ ସଭାର ସଦସ୍ୟ ଭାବରେ ସତ୍‌ନାମ ସିଂ ସାନ୍ଧୁଙ୍କୁ ମନୋନୀତ କରିଛନ୍ତି। ଜଣେ କୃଷକଙ୍କ ପୁଅ ସତ୍‌ନାମ ହେଉଛନ୍ତି ଭାରତର ଅଗ୍ରଣୀ ଶିକ୍ଷାବିତ୍‌। ସେ ଆଜି ରାଜ୍ୟ ସଭା ସଦସ୍ୟତା ପାଇଁ ମନୋନୀତ ହୋଇଛନ୍ତି। ସାନ୍ଧୁ…

ଭାଜପାର ବଡ଼ ବିଜୟ: ଏଏପି-କଂଗ୍ରେସକୁ ଝଟ୍‌କା

ଚଣ୍ଡିଗଡ,୩୦।୧: ଚଣ୍ଡିଗଡ଼ ମେୟର ନିର୍ବାଚନରେ ଏଏପି-କଂଗ୍ରେସ ମିଳିତ ମେଣ୍ଟକୁ ଏକ ବଡ଼ ଝଟ୍‌କା ଲାଗିଛି। ଏହି ନିର୍ବାଚନରେ ଭାଜପା ପ୍ରାର୍ଥୀ ମନୋଜ କୁମାର ସୋନକର ବିଜୟୀ ହୋଇଛନ୍ତି। ଲୋକସଭା ନିର୍ବାଚନ ପୂର୍ବରୁ ଆସିଥିବା ଏହି ଫଳାଫଳକୁ ଇଣ୍ଡିଆ ସହଯୋଗୀ ଦଳ ପାଇଁ…

ବିହାରରେ ଭାରତ ଯୋଡୋ ନ୍ୟାୟ ଯାତ୍ରା ସମୟରେ ବାପୁଙ୍କୁ ମନେ ପକାଇଲେ ରାହୁଲ

ପାଟନା,୩୦।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡୋ ନ୍ୟାୟ ଯାତ୍ରା ଜାରି ରହିଛି। ତେବେ ବିହାରରେ ଏହି ଯାତ୍ରା ସମୟରେ ରାହୁଲ ଗାନ୍ଧୀ ବାପୁଙ୍କୁ ମନେ ପକାଇଛନ୍ତି। ସେ କହିଛନ୍ତି, ବାପୁ ସମଗ୍ର ଦେଶକୁ ପ୍ରେମ ସହ ବଞ୍ଚିବାକୁ…

ଆରଏସଏସ ନେତା ରଣଜିତ୍‌ ଶ୍ରୀନିବାସଙ୍କ ହତ୍ୟା ମାମଲାରେ ପିଏଫ୍‌ଆଇର ୧୫ ସଦସ୍ୟଙ୍କୁ ମୃତ୍ୟୁଦଣ୍ଡ

ଥିରୁଭାନନ୍ତପୁରମ୍‌,୩୦।୧: ଆରଏସଏସ ନେତା ରଣଜିତ୍‌ ଶ୍ରୀନିବାସଙ୍କ ହତ୍ୟା ମାମଲାରେ କେରଳର ଏକ ସ୍ଥାନୀୟ କୋର୍ଟ ୧୫ ଜଣ ପିଏଫ୍‌ଆଇ କାର୍ଯ୍ୟକର୍ତ୍ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ଏହି ସମସ୍ତ ଅଭିଯୁକ୍ତ ଓକିଲ ତଥା ଆରଏସଏସ ନେତାଙ୍କ ହତ୍ୟା ମାମଲାରେ କୋର୍ଟ ଦୋଷୀ ସାବ୍ୟସ୍ତ…

କୁଆଡେ ଗଲେ ମୁଖ୍ୟମନ୍ତ୍ରୀ ସୋରେନ, ବିଏମଡବ୍ଲୁ କାର୍‌ ସହ ୩୬ ଲକ୍ଷ ଟଙ୍କା ଜବତ

ରାଞ୍ଚି,୩୦।୧: ଜମି ଦୁର୍ନୀତି ମାମଲାରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମସ୍ୟା ବଢିବାରେ ଲାଗିଛି। ତାଙ୍କ ବିବୃତ୍ତି ରେକର୍ଡ କରିବା ପାଇଁ ଇଡି ତାଙ୍କୁ ଖୋଜୁଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ସୋରେନ ଇଡିଙ୍କୁ ଏକ ଚିଠି ଲେଖି ରାଜନୈତିକ ଏଜେଣ୍ଡା ଅନୁଯାୟୀ…

ଭୂକମ୍ପରେ ଥରିଲା ଲଦାଖ

ଲଦାଖ,୩୦।୧:ଜମ୍ମୁକଶ୍ମୀରର ଲଦାଖରେ ମଙ୍ଗଳବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୪ ରହିଛି। ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ସମ୍ପର୍କରେ ଖବର ମିଳିନାହିଁ ବୋଲି ନ୍ୟାଶନାଲ ସେଣ୍ଟର ଅଫ ସେସମୋଲୋଜି (ଏନସିଏସ) ଅନୁଯାୟୀ, ଲେହରେ ୫ କିଲୋମିଟର…

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ, ଡାକ୍ତରଙ୍କୁ ନିସ୍ତୁକ ଛେଚିଲେ ସମ୍ପର୍କୀୟ

ବଲାଙ୍ଗୀର, ୩୦।୧- (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁକୁ ନେଇ ରେ ଜଣେ ଡାକ୍ତରଙ୍କୁ ନିସ୍ତୁକ ମାଡ଼ ମରାଯାଇଛି । ଚିକିତ୍ସା ଅବହେଳାରୁ ରୋଗୀର ମୃତ୍ୟୁ ଅଭିଯୋଗ ଆଣି ପରିବାର ଲୋକେ…

ସେଲିବ୍ରେଶନ ପାଇଁ ପ୍ରସ୍ତୁତ ହୁଅ: କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୩୦।୧: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ଭାରତୀୟ ଦଳରେ ସରଫରାଜ ଖାନଙ୍କୁ ସାମିଲ କରାଯାଇଛି। କେଏଲ ରାହୁଲ ଏବଂ ଜାଡେଜା ଆହତ ହେବାରୁ ସରଫରାଜ ଖାନ, ୱାଶିଂଟନ ସୁନ୍ଦର ଏବଂ ସୌରଭ କୁମାରଙ୍କୁ ଦଳରେ ସାମିଲ କରାଯାଇଛି। ଦଳରେ ସରଫରାଜଙ୍କୁ…

ସୁଖଦ ଅନୁଭୂତି ନେଇ ଫେରିଲେ ଭକ୍ତ

ପୁରୀ,୩୦ା୧(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହେବା ପରେ ପୁରୀକୁ ଭକ୍ତଙ୍କ ସୁଅ ଛୁଟିବାରେ ଲାଗିଛି। ଯେପରି ରାଜ୍ୟର ସମସ୍ତ ଜିଲାରୁ ଭକ୍ତମାନେ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପ ବୁଲି ସୁଖଦ ଅନୁଭୂତି ନେଇ ଫେରିବେ ସେ…

ମୋ ସ୍କୁଲ୍‌ର ବିଶ୍ୱ ରେକର୍ଡ ଯୋଜନା

ଭୁବନେଶ୍ୱର, ୩୦।୧(ଅସମାପିକା ସାହୁ):ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ୩ ରୁ ୫ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ମୋ ସ୍କୁଲ ଅଭିଯାନ ପକ୍ଷରୁ ଏକ ଅଭିନବ ପ୍ରୟାସ ଆରମ୍ଭ କରାଯାଇଛି। ମୋ ସ୍କୁଲ ଅଭିଯାନ ଏକ ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?