Home

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ ଛୁରିରେ ଭୁଷି ହତ୍ୟା ଉଦ୍ୟମ କରିଥିବା ଚୁଡୁଙ୍ଗପୁର ଗ୍ରାମର ବି. କୃଷ୍ଣ ପାତ୍ର…

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ ଜେଲ୍‌ ଦଣ୍ଡ ଦିଆଯାଇଛି। ଏହି ରାୟ ଶୁଣାଇଛନ୍ତି ଯାଜପୁର ଅତିରିକ୍ତ ଜିଲା ଜଜ।…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ ସମ୍ମୁଖରେ ଏକ ଦୁର୍ଘଟଣା ହୋଇଛି । ସୋମବାର ସ୍କୁଲ ଛୁଟି ହେବା ପରେ…

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ ଉଠାଇଛନ୍ତି । ସେ କହିଛନ୍ତି ଯେ, ସରକାର ପାଞ୍ଚ ବର୍ଷର କାର୍ଯ୍ୟକାଳ ପୂରଣ…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ ଜିତିଥିଲା। ଏହି ଐତିହାସିକ ବିଜୟ ପରେ, ଆୟର୍ଲାଣ୍ଡକୁ ଏକ ବଡ଼ ଝଟକା ଲାଗିଲା।…

ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା ସମ୍ପର୍କରେ ଗାଁ ଗାଁ ରେ ଲୋକଙ୍କୁ ଭେଟି ଓ ସଭା ମାଧ୍ୟମରେ ଲୋକଙ୍କୁ…

ଖାମେନେଇଙ୍କ ଶେଷକୃତ୍ୟରେ ସାମିଲ ହେବ ଭାରତ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ….

ତେହରାନ,୨୯।୬: ବିହାର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟଦ ଆତା ହାସନେନ୍ ଏବଂ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା ଭାରତ ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ। ଇରାନୀ ସୂତ୍ର ଅନୁଯାୟୀ ଏହି…

ଥ୍ରୀ-ଲାଙ୍ଗୁଏଜ୍ ପଲିସି ଉପରେ CBSEର ବଡ଼ ନିଷ୍ପତ୍ତି! ତୃତୀୟ ଭାଷାରେ ଦେବାକୁ ପଡ଼ିବନି…

ନୂଆଦିଲ୍ଲୀ,୨୯।୬: CBSEର ଥ୍ରୀ-ଲାଙ୍ଗୁଏଜ ପଲିସି ସମ୍ପର୍କରେ ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକମାନଙ୍କର ଅନେକ ପ୍ରଶ୍ନ ଥିଲା, ଯାହାକୁ ବୋର୍ଡ ଏବେ ସମାଧାନ କରିଛି। ବୋର୍ଡ କହିଛି ଯେ ବର୍ତ୍ତମାନ ୭ମ, ୮ମ, ୯ମ ଏବଂ ୧୦ମ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ…

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ ମଧ୍ୟପ୍ରଦେଶରୁ ରାଜ୍ୟ ସଭା ପ୍ରାର୍ଥୀ ଭାବରେ ମନୋନୀତ କରିଥିଲା। ତରୁଣ ଚୁଗ ଭାଜପାର…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭ ଏଏସ -୫୬୨୨) ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ ଏହା ହର୍ମୁଜ ପ୍ରଣାଳୀ ଉପରେ ନିୟନ୍ତ୍ରଣ ବଜାୟ ରଖିବ। ଇରାନର ବୈଦେଶିକ ମନ୍ତ୍ରୀ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ ଦୃଢ଼ ନିନ୍ଦା କରିଛନ୍ତି। ଏ ନେଇ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?