Home

ପୁଟିନଙ୍କ ବଡ଼ ଚାଲ୍‌: ନୂଆଦିଲ୍ଲୀରୁ ଫେରିବା ପରେ ଭାରତର ୨ ଶତ୍ରୁଙ୍କୁ ଭେଟିବେ

ମସ୍କୋ,୧୨।୧୨: ଭାରତ ଗସ୍ତର ୮ ଦିନ ପରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତୁର୍କମେନିସ୍ତାନ ଗସ୍ତ କରୁଛନ୍ତି। ଏହି ଦୁଇ ଦିନିଆ ଗସ୍ତ ସମୟରେ, ପୁଟିନ ତୁର୍କମେନିସ୍ତାନ ଏବଂ ତୁର୍କୀ ଉଭୟଙ୍କୁ ଆକର୍ଷିତ କରିବେ। ତୁର୍କୀ ଗଣମାଧ୍ୟମ ଅନୁଯାୟୀ, ରାଷ୍ଟ୍ରପତି ଏର୍ଡୋଗାନ…

ପାଠ ନପଢି ୩ବର୍ଷ ହେଲା କରୁଥିଲେ ହୃଦରୋଗ ଚିକିତ୍ସା, ପୋଲ୍ ଖୋଲିବା ପରେ ନକଲି ଡାକ୍ତର ଫେରାର

ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସାରା ଦେଶରେ ନକଲି ଡାକ୍ତରଙ୍କ ସଂଖ୍ୟା ବଢିବାରେ ଲାଗିଛି । ପାଠ ନପଢି ଡାକ୍ତର ହେବା ସହିତ ହସ୍ପିଟାଲରେ ରୋଗୀ ଚିକିତ୍ସା କରୁଛନ୍ତି । ବର୍ତ୍ତମାନ ଉତ୍ତରପ୍ରଦେଶରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ଉତ୍ତରପ୍ରଦେଶ ଲଲିତପୁର…

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ହୋଇଛି ବୋଲି କଂଗ୍ରେସ ପକ୍ଷରୁ ଖବରଦାତା ସମ୍ମିଳନୀରେ…

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ୫୧ ରନରେ…

ହଜିବ ପାକିସ୍ତାନର ନିଦ, ଭାରତକୁ ମିଳିବ R-37M ମିଶାଇଲ, ବ୍ରହ୍ମୋସଠାରୁ ବି ଶକ୍ତିଶାଳି

ନୂଆଦିଲ୍ଲୀ,୧୨।୧୨: ଭାରତର ବାୟୁ ଶକ୍ତିକୁ ଏକ ନୂଆ ଶକ୍ତି ମିଳିବାକୁ ଯାଉଛି। ଭାରତୀୟ ବାୟୁସେନା ଏବଂ ରୁଷିଆ ମଧ୍ୟରେ R-37M ଅଲ୍ଟ୍ରା-ଲମ୍ବା-ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ ପାଇଁ ଚୁକ୍ତିନାମା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦି ୱିକରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ପ୍ରାୟ…

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଦକ୍ଷିଣ ଆଫ୍ରିକା ଏହି ମ୍ୟାଚ ୫୧ ରନରେ…

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ୫୧ ରନରେ ଦମଦାର ପରାଜୟ ବରଣ କରିଥିଲା। ଭାରତୀୟ…

ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ

ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର ସହିତ ଧକ୍କା ଦେବାର ମୁହୂର୍ତ୍ତ କ୍ୟାମେରାରେ କଏଦ ହୋଇଥିଲା, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା।…

Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ ତାଙ୍କର ଅନେକ ପ୍ରଶଂସକ ରହିଛନ୍ତି । ତାଙ୍କ କାହାଣୀ ଅନେକ ଲୋକଙ୍କୁ ପ୍ରେରିତ କରିଛି…

ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:  ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ପ୍ରଥମ ଥର ପାଇଁ, ଆମେରିକାର କାଲିଫର୍ନିଆ ରାଜ୍ୟରେ ChatGPT ଉପରେ ସିଧାସଳଖ ହତ୍ୟା…

IRCTC ଆଣୁଛି ନୂଆ ନିୟମ, ମିଳିବ ଏହି ସବୁ ସୁବିଧା

ନୂଆଦିଲ୍ଲୀ,୧୨।୧୨:  ଟ୍ରେନରେ ଯାତ୍ରା କରିବା ସମୟରେ ଆଉ ଖାଇବା ସମସ୍ୟା ଭୋଗିବାକୁ ପଡିବ ନାହିଁ । ଏଣିକି ଫ୍ଲାଇଟ ଭଳି ଖାଦ୍ୟର ମଜା ଟ୍ରେନରେ ମଧ୍ୟ ପାଇବେ ଯାତ୍ରୀ । ଇଣ୍ଡିଆନ ରେଲୱେ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ (IRCTC) ଯାତ୍ରୀମାନଙ୍କ…

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତାଙ୍କ ଦେହାନ୍ତ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ ହୋଇଛି । ୯୧ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଆଜି ସକାଳ ୬ଟା ୩୦ ସମୟରେ ଲାତୁରର  ଦେବରରେ ପରଲୋକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri