Home

ପେଟ୍ରୋଲ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ, ୧୨ ଆହତ

ରାଜଗଡ଼,୧୨।୫: ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ପାଚୋର ସହରରୁ ଏକ ବଡ଼ ଖବର ଆସିଛି, ଯେଉଁଠାରେ ସହରର ମଧ୍ୟଭାଗରେ ଅବସ୍ଥିତ ଚୁନ୍ନାଲାଲ-ମୁନ୍ନାଲାଲ ଭାରତ ପେଟ୍ରୋଲ ପମ୍ପରେ ସୋମବାର ରାତିରେ (୧୧ ମଇ) ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ୧୨ ଜଣ…

ବିକ୍ରି ହୋଇନି ଖରିଫ୍‌ ଧାନ: ଇଚ୍ଛାମୃତ୍ୟୁ ଆବେଦନ କଲେ ରୋହିତ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାରରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଅନ୍ୟପଟେ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫ୍‌ରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି। ବିଭାଗୀୟ କର୍ମଚାରୀଙ୍କ ଅବହେଳା ଯୋଗୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌…

ପଞ୍ଚମ ଶ୍ରେଣୀ ବହିରେ ଗୁରୁତର ତ୍ରୁଟି: ଅଭିଯୋଗ ଉଠାଇଲେ ଶିକ୍ଷାବିତ୍‌

ଭୁବନେଶ୍ୱର,୧୨ା୫(ସୁଚିସ୍ମିତା ସାହୁ):ଜାତୀୟ ଶିକ୍ଷାନୀତି (ଏନ୍‌ଇପି) ୨୦୨୦ ଆଧାରରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟ ପୁସ୍ତକ ବଦଳିଛି। ହେଲେ ଏଯାଏ ପାଠ୍ୟ ପୁସ୍ତକ ସବୁ ପିଲାଙ୍କ ପାଖରେ ପହଞ୍ଚତ୍ପାରି ନ ଥିବାବେଳେ ପଞ୍ଚମ ଶ୍ରେଣୀର ‘ବିଚିତ୍ର ଆମ ବିଶ୍ୱ’ ବହିରେ ତ୍ରୁଟି ସାମ୍ନାକୁ…

ଫିଲିପାଇନ୍ସ ଉପରାଷ୍ଟ୍ରପତିଙ୍କ ବିରୋଧରେ ମହାଭିଯୋଗ ନିମ୍ନ ସଦନରେ ଗୃହୀତ

ମାନିଲା,୧୨ା୫:ଫିଲିପାଇନ୍ସ ଉପରାଷ୍ଟ୍ରପତି ସାରା ଡୁଟେର୍ଟେଙ୍କୁ ବହିଷ୍କାର ପାଇଁ ଅଣାଯାଇଥିବା ମହାଭିଯୋଗ ପ୍ରସ୍ତାବ ଦେଶର ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସରେ ସୋମବାର ସଂଖ୍ୟାଧିକ ଭୋଟରେ ଗୃହୀତ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା, ସରକାରୀ ପାଣ୍ଠିର ଦୁରୁପଯୋଗ ଏବଂ ରାଷ୍ଟ୍ରପତିଙ୍କୁ ହତ୍ୟା ଧମକ…

ଇରାନ ଶାନ୍ତି ପ୍ରସ୍ତାବକୁ ଟ୍ରମ୍ପ୍‌ଙ୍କ ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ,୧୨ା୫(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ବନ୍ଦ ଲାଗି ଆମେରିକା ପ୍ରସ୍ତାବ ଉପରେ ଇରାନ ଦେଇଥିବା ଜବାବକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଆଦୌ ଗ୍ରହଣୀୟ ନୁହେଁ କହି ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ତେବେ ଟ୍ରମ୍ପ୍‌ ଏହା ଉପରେ ଅଧିକ କିଛି କହି ନ ଥିବାବେଳେ ସାମରିକ…

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର ପଚରାଉଚରା ପରେ ତାଙ୍କୁ ସଲ୍ଟ ଲେକର CGO କମ୍ପ୍ଲେକ୍ସ ମଧ୍ୟରେ ଥିବା ED…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ କିଛି ମାତ୍ରାରେ ଚିହ୍ନଟ କରଯାଇଛି l ସେମାନଙ୍କୁ ଧରିବା ପାଇଁ ୬ଟି ପୋଲିସ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେବାକୁ ଆରମ୍ଭ କରିଛନ୍ତି। ଏହି କ୍ରମରେ ଜିଲା ପ୍ରଶାସନ, ଉପଖଣ୍ଡ…

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଶାଶୁ ଘର ଲୋକେ ବୋହୂ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା…

ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ କାମ କରୁଥିବାବେଳେ ପରିବାରର ଜଣଙ୍କ ଦେହ ସାମାନ୍ୟ ଅସୁସ୍ଥ ହେବା ପରେ ସେଠାରେ…

ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ

ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ସଂଘର କର୍ମକର୍ତ୍ତାଙ୍କୁ ମିଳିଛି ପ୍ରଂଶସା। ପ୍ରକାଶ ଯେ, ଚଳିତମାସ ପ୍ରଥମ…

ଟାଟା ପାୱାରର ଛଟେଇ ବିରୋଧରେ ତେଜିଲା ଶ୍ରମିକ ଆନ୍ଦୋଳନ: ଜୋରଦାର ପ୍ରତିବାଦ

କେନ୍ଦୁଝର,୧୧।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଟା ପାୱାରର କେନ୍ଦୁଝର ନିର୍ବାହୀ ଯନ୍ତ୍ରୀ ଓ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକମାନଙ୍କ ଛଟେଇ ବିରୋଧରେ ତେଜିଲା ଆନ୍ଦୋଳନ I ଟାଟା ପାୱାର କେନ୍ଦୁଝର ଅଧୀନରେ କାର୍ଯ୍ୟରତ ୫୦୦ରୁ ଅଧିକ ଏବଂ ଟାଟା ପାୱାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri