Home

ଅପମାନ ସହି ପାରିଲେନି ନୀତୀଶ, ଶେଷରେ ନେଲେ କଡ଼ା ପଦକ୍ଷେପ: ଜେଡିୟୁ…

ପାଟନା,୨୭।୧ : ବିହାରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଜନତା ଦଳ (ୟୁନାଇଟେଡ) (ଜେଡିୟୁ) ର ରାଜନୈତିକ ପରାମର୍ଶଦାତା ତଥା ମୁଖପାତ୍ର କେ.ସି .ତ୍ୟାଗୀ ଶନିବାର ରାଜ୍ୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ କଂଗ୍ରେସ ଅପମାନିତ କରିଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଏବେ…

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧(ଅସମାପିକା ସାହୁ): ବିଶିଷ୍ଟ ସଂଗ୍ରାମୀ ତଥା ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୁବ ବୟସରେ ସ୍ବାଧୀନତା ଆନ୍ଦୋଳନରେ ଯୋଗ ଦେଇ…

ଚିରଞ୍ଜିବୀଙ୍କୁ ମିଳିଲା ‘ପଦ୍ମ ବିଭୂଷଣ’, ଖୁସିରେ ଝୁମିଲେ ଆଲ୍ଲୁ ଅର୍ଜୁନ-ରାଜାମୌଲୀ

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ମେଗାଷ୍ଟାର ଚିରଞ୍ଜିବୀଙ୍କୁ କିଏ ବା ନଜାଣେ। ସେ ୧୫୦ରୁ ଅଧିକ ତେଲୁଗୁ ଫିଲ୍ମରେ ଅଭିନୟ କରିଛନ୍ତି। ଏହାଛଡ଼ା ସେ ହିନ୍ଦୀ, ମାଲାୟାଲମ, କନ୍ନଡ଼ ଭାଷୀୟ ଫିଲ୍ମ ମଧ୍ୟ କରିଛନ୍ତି। ଅଭିନୟକୁ ନେଇ ତାଙ୍କୁ ଅନେକ ପୁରସ୍କାରରେ ସମ୍ମାନିତ…

ଇଣ୍ଡିଆ ଛାଡି ସବୁ ସହଯୋଗୀ ଗଲେଣି, ଆଉ ନାହିଁ ମେଣ୍ଟ: ଭାଜପା…

କୋଲକାତା,୨୭।୧ : ଭାଜପା ଏମପି ଦିଲୀପ ଘୋଷ ଶନିବାର ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘୋଷଣାକୁ ସୂଚାଇ ଇଣ୍ଡିଆ ବ୍ଲକର ଅସ୍ତିତ୍ୱକୁ ଉପହାସ କରିଛନ୍ତି। ସେ କହିଛନ୍ତି ଏସବୁ କେବଳ…

ରାଜ୍ୟର ସମସ୍ତ ପୌରାଞ୍ଚଳରେ ଆୟୋଜନ କରାଯିବ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ୱର,୨୭ା୧(ଅସମାପିକା ସାହୁ): ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭାଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର…

କେରଳ ରାଜ୍ୟପାଳ ଆରିଫ ମହମ୍ମଦଙ୍କୁ ଦିଆଗଲା Z+ ସୁରକ୍ଷା

ଥିରୁଭାନନ୍ତପୁରମ୍‌,୨୭।୧: କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍‌ଙ୍କୁ ମିଳିଛି ଜେଡ୍‌ ପ୍ଲସ୍‌ ସୁରକ୍ଷା। କୋଲାମ ଜିଲାରେ ଏସ୍‌ଏଫ୍‌ଆଇ(ଷ୍ଟୁଡେଣ୍ଟ ଫେଡେରେଶନ ଅଫ୍‌ ଇଣ୍ଡିଆ)ର କଳାପତାକା ପ୍ରଦର୍ଶନକୁ ନେଇ ସେ ରାଗିଯାଇ ରାସ୍ତା ମଝିରେ ବସିଥିଲେ। ଏପରିକି ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ କଟାକ୍ଷ କରିବାକୁ…

କଂଗ୍ରେସ ବିକିବ ରାହୁଲଙ୍କ ଦସ୍ତଖତ ହୋଇଥିବା ଟି ଶର୍ଟ: ଦାମ ରହିଛି…

ନୂଆଦିଲ୍ଲୀ,୨୭।୧ : କଂଗ୍ରେସ ଶନିବାର କହିଛ ୨୦୨୪ଲୋକସଭା ନିର୍ବାଚନ ପୂର୍ବର କ୍ରାଉଡ ଫଣ୍ଡ ଅଭିଯାନ ମାଧ୍ୟମରେ ୨୦କୋଟି ଟଙ୍କା ମାର୍କ ଅତିକ୍ରମ କରିବାକୁ ଆଶା ରଖାଯାଇଛି। କଂଗ୍ରେସ କୋଷାଧ୍ୟକ୍ଷ ଅଜୟ ମାକେନ କହିଛନ୍ତି ଡିସେମ୍ବର ୧୮ ରେ ଦଳ ଆରମ୍ଭ କରିଥିବା…

ପାଣିଟାଙ୍କି ଉପରେ ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଶ୍ରମିକ, ଭାଇରାଲ ହେଉଛି ଭିଡିଓ…

କର୍ଲାମୁଣ୍ଡା,୨୭ା୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ଗଜବାହାଲ ପଞ୍ଚାୟତ କଅଁସିଲ ଗାଁରେ ନିର୍ମାଣାଧୀନ ପାଣିଟାଙ୍କି ଉପରେ ଚଢ଼ି ଜଣେ ଶ୍ରମିକ ଆତ୍ମହତ୍ୟା ଉଦ୍ୟମ କରୁଥିବା ଫଟୋ ଏବଂ ଭିଡିଓ ସାମ୍ନାକୁ ଆସିଛି । ଯୁବକ ଜଣକ ନବରଙ୍ଗପୁର ଜିଲାର…

Watch: କୋହଲିଙ୍କ ସେଲିବ୍ରେଶନ୍‌ର ନକଲ କଲେ ରୋହିତ ଶର୍ମା, ଖୁସିରେ ଗଦଗଦ ହେଲେ ପ୍ରଶଂସକ

ହାଇଦ୍ରାବାଦ,୨୭।୧: ଭାରତର ଷ୍ଟାର କ୍ରିକେଟର ବିରାଟ କୋହଲି ନିଜର ବ୍ୟାଟିଂ ସହ ମଇଦାନରେ ମଜାଳିଆ ସ୍ବଭାବକୁ ନେଇ ପରିଚିତ। ଭାରତ ଖେଳିବା ସମୟରେ ସେ ସର୍ବଦା ବିରୋଧୀ ଖେଳାଳିଙ୍କ ସହ ଥଟ୍ଟା ମଜା ଏବଂ ଉଇକେଟ ନେବା ପରର ସେଲିବ୍ରେଶନକୁ ନେଇ…

ରାଜ୍ୟପାଳ ପୋଲିସ ପଦକ ପାଇଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର,୨୭ା୧(ସନ୍ତୋଷ ପାଢ଼ୀ): ଓଡ଼ିଶା ରାଜ୍ୟସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ୱରଠାରେ ଗଞ୍ଜାମ ଏସ୍‌ପି ଜଗମୋହନ ମୀନାଙ୍କୁ ୨୦୨୩ ପାଇଁ ରାଜ୍ୟପାଳଙ୍କ ପୋଲିସ ପଦକ ମିଳିଛି। ମିଳିଥିବା ସୂଚନାନୁସାରେ, ୨୦୨୩ରେ ଓଡ଼ିଶା ରାଜ୍ୟରେ ସର୍ବାଧିକ ଗଞ୍ଜାମ ପୋଲିସ ଜିଲାରେ ଏତଲା ଗ୍ରହଣ…

କିମ୍ବଦନ୍ତୀ ଫୁଟବଲ୍‌ ଖେଳାଳୀ ‘ପେଲେ’ଙ୍କ କବରରୁ ବାହାରିବ ମୃତଦେହ, ଝିଅ ଆଣିଲେ ସଙ୍ଗୀନ ଅଭିଯୋଗ, ଏହି ରହସ୍ୟର ହେବ ପର୍ଦ୍ଦାଫାଶ

ସାଓପାଓଲୋ,୨୭।୧: ବ୍ରାଜିଲିଆନ୍‌ କିମ୍ବଦନ୍ତୀ ଫୁଟବଲ୍‌ ଖେଳାଳୀ ପେଲେ ୨୦୨୨ ଡିସେମ୍ବର ୩୦ରେ ମୃତ୍ୟୁବରଣ କରିଥିଲେ। ୮୨ବର୍ଷ ବୟସରେ ସେ ଦୁନିଆରୁ ବିଦାୟ ନେଇ ଆରପାରିକୁ ଚାଲିଯାଇଥିଲେ। ହେଲେ ତାଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ବିବାଦ ଭିତରକୁ ଠେଲି ହୋଇଯାଇଛି। ଏହି…

ତାଲିବାନ ନାଁରେ ବିମାନ ଉଡ଼ାଇବାକୁ ମଜାରେ ମେସେଜ୍‌ କରି ଗିରଫ ହୋଇଥିଲେ ଭାରତୀୟ ବଂଶୋଦ୍ଭବ, ସ୍ପେନ୍‌ କୋର୍ଟ କଲା ମୁକ୍ତ

ମାଡ୍ରିଡ୍‌,୨୭ା୧: ସ୍ପେନର ଏକ କୋର୍ଟ ଜଣେ ଭାରତୀୟ ମୂଳ ଯୁବକଙ୍କୁ ମୁକ୍ତ କରିଛନ୍ତି। ବିମାନଟି ଉଡ଼ୁଥିବା ବେଳେ ସେ ଜଣେ ତାଲିବାନ ଏବଂ ବିମାନକୁ ଉଡ଼ାଇ ଦେବା ପାଇଁ ଆଦିତ୍ୟ ବର୍ମା ନାମକ ଜଣେ ଭାରତୀୟ ସ୍ନାପଚାଟ୍‌ରେ ଏକ ବାର୍ତ୍ତା ପଠାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?