Home

୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ, ୩୫ ଦଳ ପରେଡ଼ରେ ସାମିଲ

ଭଦ୍ରକ, ୨୬।୧(ସନାତନ ରାଉତ): ଭଦ୍ରକ କଲେଜ ପଡିଆରେ ଶୁକ୍ରବାର ୭୫ ତମ ସାଧାରଣତନ୍ତ୍ର ଦିବସ ମହାଆଡମ୍ବରରେ ପାଳିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଜିଲାପାଳ ଓ ଏସପି…

କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସ ପରେଡ୍‌ର ଗ୍ରାଣ୍ଡ ଇଭେଣ୍ଟ ଆରମ୍ଭ ହୋଇଛି। ଏହାପୂର୍ବରୁ ରାଷ୍ଟ୍ରପତି ଦୌପଦୀ ମୁର୍ମୁ କର୍ତ୍ତବ୍ୟ ପଥରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟ ଅତିଥି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ…

ସାଧାରଣତନ୍ତ୍ର ଦିବସ ଅବସରରେ ଭାରତକୁ ଶୁଭେଚ୍ଛା ଜଣାଇଲା ଆମେରିକା-ରୁଷିଆ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୬।୧: ଆମେରିକା ଏବଂ ରୁଷିଆ ଭାରତକୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ଆମେରିକା ଭାରତକୁ ଏହାର ପ୍ରମୁଖ ରଣନୀତିକ ଅଂଶୀଦାର ବୋଲି ବର୍ଣ୍ଣନା କରିଛି । ସାଧାରଣତନ୍ତ୍ର ଦିବସ ଅବସରରେ ଆମେରିକାର ବୈଦେଶିକ ବିଭାଗ ଏକ ବିବୃତ୍ତି ଜାରି…

ଫୁଲବାଣୀରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ

ଫୁଲବାଣୀ,୨୬ା୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ପୋଲିସ ରିଜର୍ଭ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହାପରେ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରି ଉପସ୍ଥିତ…

ବୌଦ୍ଧରେ ସାଧାରଣତନ୍ତ୍ର ଦିବସ

ବୌଦ୍ଧ,୨୬ା୧(ଅଜିତ କୁମାର ବାରିକ): ବୌଦ୍ଧରେ ୭୫ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସହରର ଷ୍ଟାଡିୟମଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲାପାଳ ନୃସିଂହ ଚରଣ ସ୍ବାଇଁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା…

IND vs ENG: ଭାରତର ସ୍କୋର ୧୭୦ ରନ୍‌ ପାର୍‌, ଅର୍ଦ୍ଧ ଶତକଠାରୁ ଅଳ୍ପ ଦୂରରେ ରାହୁଲ, ଯଶସ୍ବୀ-ଶୁବମନ ଆଉଟ୍‌

ହାଇଦ୍ରାବାଦ,୨୬।୧: ହାଇଦ୍ରାବାଦରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଟେଷ୍ଟର ଆଜି ଦ୍ୱିତୀୟ ଦିନରେ ମ୍ୟାଚ ଜାରି ରହିଛି। ଟସ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବା ପରେ ଇଂଲଣ୍ଡ ଦଳ ଏହାର ପ୍ରଥମ ଇନିଂସରେ ୨୪୬ ରନ୍‌ କରିଥିଲା। ଗୁରୁବାର…

ଏବେ ଆମେ ସୂର୍ଯ୍ୟଙ୍କୁ ବି ଜିତିବା

ଦାରିଙ୍ଗବାଡି, ୨୬।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବିଭିନ୍ନ ଶିକ୍ଷା ଅନୁଷ୍ଠାନ ସହ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ଦାରିଙ୍ଗବାଡି ମିନି ଷ୍ଟାଡିୟମ ପରିସର ମଧ୍ୟରେ ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର…

୧୫ ଅଗଷ୍ଟ, ୨୬ ଜାନୁଆରୀରେ ପତାକା ଉତ୍ତୋଳନ କରିବାରେ ରହିଛି ପାର୍ଥକ୍ୟ: ଜାଣନ୍ତୁ କେମିତି

ତ୍ରିରଙ୍ଗା ସର୍ବଦା ଦେଶର ଗର୍ବ। କିନ୍ତୁ ଆପଣ କେବେ ଧ୍ୟାନ ଦେଇଛନ୍ତି କି ସାଧାରଣତନ୍ତ୍ର ଦିବସ ଏବଂ ସ୍ବାଧୀନତା ଦିବସ ଅବସରରେ ପତାକା ଉତ୍ତୋଳନ କରିବାର ଉପାୟ ଅଲଗା। ଏହା ପଛରେ ଏକ ବିଶେଷ କାରଣ ଏବଂ ଇତିହାସ ଅଛି। ଜାନୁଆରୀ…

ପୁରୁଷୋତ୍ତମପୁରରେ ସାଧାରଣତନ୍ତ୍ର ଦିବସ ପାଳିତ

ପୁରୁଷୋତ୍ତମପୁର,୨୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଚାର ବିଭାଗୀୟ ଅଦାଲତରେ ସିନିୟର ସିଭିଲ ଜଜ୍‌ ଶରତ କୁମାର ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଜେଏମ୍‌ଏଫ୍‌ସି ପୂଜା ପ୍ରିୟଦର୍ଶନୀ…

ମୁକୁଳା ପଡ଼ିଛି ଟ୍ରାନ୍ସଫର୍ମର, ବିଦ୍ୟୁତ୍‌ ତାର

ରାଉରକେଲା,୨୬।୧(ଦିନେଶ ମିଶ୍ର): ରାଉରକେଲା ଉଦିତନଗରସ୍ଥିତ ଶୀତଳପଡା ବସ୍ତିରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ତାର ଝୁଲୁଛି। ଫଳରେ ବସ୍ତିବାସୀ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏହାର ପ୍ରତିକାର ପାଇଁ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ବସ୍ତିବାସୀ ଅଭିଯୋଗ କରିଛନ୍ତି।…

ଶୀତଳଭଣ୍ଡାର ନିର୍ମାଣରେ ଅହେତୁକ ବିଳମ୍ବ

ରାଉରକେଲା,୨୬।୧(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରରେ ୮କୋଟି ଟଙ୍କା ବ୍ୟୟବରାଦରେ ୩୦ମେଟ୍ରିକ ଟନ୍‌ ବିଶିଷ୍ଟ ୪ଟି ବୃହତ୍‌ ଶୀତଳଭଣ୍ଡାର ନିର୍ମାଣରେ ଅହେତୁକ ବିଳମ୍ବ ହେଉଛି। ଫଳରେ ପରିବା ଚାଷୀମାନଙ୍କ ମହଲରେ ଅସନ୍ତୋଷ ବଢୁଛି। ୨୦୨୨ରେ ସହରର ୪ସ୍ଥାନରେ ୪ଟି ଶୀତଳଭଣ୍ଡାର ସ୍ଥାପନ…

ଖତ ଖାଉଛି ଲକ୍ଷାଧିକ ଟଙ୍କାର କୃଷି ଯନ୍ତ୍ରପାତି

ପାତ୍ରପୁର,୨୬ା୧(ଉମାଚରଣ ନେପାକ): ରାଜ୍ୟ ସରକାର ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ମିଶନଶକ୍ତି ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କୃଷି କ୍ଷେତ୍ରରେ ମହିଳାଙ୍କୁ ସାମିଲ କରିବା ପାଇଁ ସେମାନଙ୍କୁ ସୁବିଧାରେ ବିଭିନ୍ନ ଯନ୍ତ୍ରପାତି ମଧ୍ୟ ରିହାତିରେ ଦେଉଛନ୍ତି। ହେଲେ ବିଡମ୍ବନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?