ଫ୍ରେଣ୍ଡଶିପ୍ ଫୁଟ୍ବଲ: ଟାଟା ଷ୍ଟିଲ ଚାମ୍ପିୟନ
ଭୁବନେଶ୍ୱର, ୨ା୧୦ (ବିଜୟ ରଣା): ସ୍ଥାନୀୟ ଓଡ଼ିଶା ଫୁଟ୍ବଲ ଏକାଡେମୀଠାରେ ରବିବାର ଅନୁଷ୍ଠିତ ଟାଟା ଷ୍ଟିଲ ଫ୍ରେଣ୍ଡଶିପ୍ କପ୍ ଫୁଟ୍ବଲ ଟୁର୍ନାମେଣ୍ଟରେ ଅଫିସର୍ସ ଏକାଦଶକୁ ୨-୧ ଗୋଲ୍ରେ ପରାସ୍ତ କରି ଟାଟା ଷ୍ଟିଲ ଏକାଦଶ ଚାମ୍ପିୟନ ହୋଇଛି। ଟୁର୍ନାମେଣ୍ଟରେ ୪ଟି ଦଳ…
ପରବିନ୍ଙ୍କୁ ଅଲିମ୍ପିକ୍ସ କୋଟା, ନିଖତଙ୍କୁ ବ୍ରୋଞ୍ଜ
ହାଙ୍ଗଝୋ,୨ା୧୦(ପି.ଟି.): ଏସିଆନ୍ ଗେମ୍ସ ୨୦୨୩ରେ ଭାରତୀୟ ବକ୍ସରଙ୍କ ଚମତ୍କାର ପ୍ରଦର୍ଶନ ଜାରି ରହିଛି। ରବିବାର ନିଖତ ଜରିନ୍ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ପରବିନ୍ ହୁଦା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ୫୦ କିଗ୍ରା ଓଜନ ବର୍ଗରେ…
ଭାରତ ପଦକ ସଂଖ୍ୟା ୫୦ ଟପିଲା
ହାଙ୍ଗଝୋ,୨ା୧୦(ପି.ଟି.): ରବିବାର ଏସିଆନ୍ ଗେମ୍ସରେ ଭାରତୀୟ ଆଥଲେଟ ମାନେ ୩ ସ୍ବର୍ଣ୍ଣ ସହିତ ୧୫ ପଦକ ବିଜୟୀ ହୋଇଥିବା ବେଳେ ଓଡ଼ିଶା ଆଥଲେଟିକ୍ସ ହାଇ ପର୍ଫମାନ୍ସ ସେଣ୍ଟରରେ ଅଭ୍ୟାସ କରୁଥିବା ଜ୍ୟୋତି ୟାରାଜୀ ୧୦୦ ମିଟର ବାଧାଦୌଡରେ ଏକ ରୌପ୍ୟ ପଦକ…
ଗୁଣବତ୍ତା ଉତ୍ପାଦ ଯୋଗାଣକୁ ଗୁରୁତ୍ୱ
ଭୁବନେଶ୍ୱର, ୨।୧୦: ଦେଶର ପ୍ରମୁଖ ଖାଇବା ତେଲ ବ୍ରାଣ୍ଡ୍ ହାତୀ ମାର୍କା କଚ୍ଚି ଘନି ସୋରିଷ ତେଲ ଚଳିତ ପାର୍ବଣ ଋତୁରେ ବଣ୍ଡଲ କଲେକ୍ସନର ଶୁଭାରମ୍ଭ କରାଯାଇଛି। ଏ ସମ୍ପର୍କରେ ହାତୀ ସୋରିଷ ତେଲର ସଭାପତି ରାଘବ ଭଗତ କହିଛନ୍ତି, ଆମେ…
ଆଇଓସିଏଲ୍ ସହ ଟାଟା ଷ୍ଟିଲର ବୁଝାମଣା
ଭୁବନେଶ୍ୱର,୨।୧୦: ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ୍ ଅଏଲ୍ କର୍ପୋରେଶନ ଲିମିଟେଡ୍ (ଆଇଓସିଏଲ୍) ଏବଂ ଟାଟା ଷ୍ଟିଲ୍ର ଫେରୋ ଆଲଏଜ୍ ଆଣ୍ଡ୍ ମିନେରାଲ୍ ଡିଭିଜନ (ଏଫ୍ଏଏମ୍ଡି) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷ କରି ଟାଟା…
ପ୍ରେମିକାଙ୍କୁ ଭିଡିଓ କଲ୍ କରି ଯୁବକଙ୍କ ଆତ୍ମହତ୍ୟା
ଭୁବନେଶ୍ୱର,୨।୧୦(ସତ୍ୟଜିତ୍ ରାଉତ):ରାଜଧାନୀରେ ଜଣେ ଯୁବକ ତାଙ୍କ ପ୍ରେମିକାଙ୍କୁ ଭିଡିଓ କଲ୍ କରି ବେଡଶିଟ୍ ଦ୍ୱାରା ଫ୍ୟାନ୍ରେ ଝୁଲି ରବିବାର ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଖୋର୍ଦ୍ଧା ଜିଲା ବୋଲଗଡ଼ ଅଞ୍ଚଳର ପ୍ରଭୁପାଦ ମହାରଣା (୨୪)। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ଛକ…
ଶାହରୁଖ ଖାନ୍ଙ୍କ ସହ ରୁଙ୍ଗ୍ଟା ଷ୍ଟିଲ୍ର ସହଭାଗିତା
ଭୁବନେଶ୍ୱର,୨।୧୦: ଦେଶର ଅଗ୍ରଣୀ ସମନ୍ବିତ ଇସ୍ପାତ ଓ ଟିଏମ୍ଟି ବାର୍ ନିର୍ମାତା ରୁଙ୍ଗଟା ଷ୍ଟିଲ୍ ପକ୍ଷରୁ ଏକ ନୂତନ ଟିଭି ବିଜ୍ଞାପନର ଶୁଭାରମ୍ଭ କରାଯାଉଛି। ବିଶେଷ କରି ଉକ୍ତ ବିଜ୍ଞାପନ ପାଇଁ ବଲିଉଡ୍ ଅଭିନେତା ଶାହରୁଖ ଖାନ୍ଙ୍କ ସହ ରୁଙ୍ଗ୍ଟା ଷ୍ଟିଲ୍ର…
ରାକେଶ ଶର୍ମା ଆଇଏନ୍ଏସ୍ର ସଭାପତି
ନୂଆଦିଲ୍ଲୀ,୨।୧୦: ଦେଶର ପ୍ରମୁଖ ସଙ୍ଗଠନ (ଆପେକ୍ସ ବଡି ଅଫ୍ ନ୍ୟୁଜପେପର, ମାଗାଜିନ୍ସ ଏବଂ ପିରିଓଡିକାଲ୍ସ) ଦି ଇଣ୍ଡିଆନ ନ୍ୟୁଜପେପର ସୋସାଇଟି (ଆଇଏନ୍ଏସ୍) ର ନୂତନ ସଭାପତି ଭାବେ ବରିଷ୍ଠ ସାମ୍ବାଦିକ ତଥା ସଂଗଠକ ରାକେଶ ଶର୍ମା (ଆଜ ସମାଜ) ୨୦୨୩-୨୪ ବର୍ଷ…
ସମ୍ଭାବ୍ୟ ବର୍ଷା ପାଇଁ କର୍ମଚାରୀଙ୍କ ଛୁଟି ବାତିଲକଲା ବିଏମ୍ସି
ଭୁବନେଶ୍ୱର, ୨।୧୦(ବନ୍ଦନା ସେଠୀ): ଅକ୍ଟୋବର ୩ ପର୍ଯ୍ୟନ୍ତ ଲଘୁଚାପଜନିତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଏହାର ମୁକାବିଲା ପାଇଁ ତତ୍ପରତା ପ୍ରକାଶ କରିଛି। ଶନିବାର ବିଏମ୍ସି କମିଶନର…
ରେକର୍ଡ ପରିମାଣରେ ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୧୦: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୬ଷ୍ଠ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସଟି) ସଂଗ୍ରହ କରାଯାଇଛି ବୋଲି ରବିବାର ଅର୍ଥମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।…
ବର୍ଷା: ଆଜି ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ
ଭୁବନେଶ୍ୱର,୨ା୧୦(ଅସମାପିକା ସାହୁ):ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗାଙ୍ଗେୟ ଉପତ୍ୟକା, ପଶ୍ଚିମବଙ୍ଗର ପଶ୍ଚିମ ଭାଗ ଓ ସଂଲଗ୍ନ ଝାଡ଼ଖଣ୍ଡର ପଶ୍ଚିମ ଭାଗରେ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା…
ଅଜୟ ମାକେନ୍ ହେଲେ କଂଗ୍ରେସ କୋଷାଧ୍ୟକ୍ଷ
ନୂଆଦିଲ୍ଲୀ,୨ା୧୦(ପି.ଟି.): ପଓ୍ବନ କୁମାର ବଂଶଲଙ୍କ ସ୍ଥାନରେ ବରିଷ୍ଠ କଂଗ୍ରେସ ନେତା ଅଜୟ ମାକେନ୍ଙ୍କୁ ଦଳର ନୂଆ କୋଷାଧ୍ୟକ୍ଷ ଭାବେ ରବିବାର ନିଯୁକ୍ତି ଦିଆଯାଇଛି। ରାଜସ୍ଥାନ ଦାୟିତ୍ୱରେ ଥିବା ମାକେନ୍ କିଛି ମାସ ପୂର୍ବରୁ ଦଳର ସାଧାରଣ ସମ୍ପାଦକ ପଦରୁ ଇସ୍ତଫା ଦେଇଥିଲେ।…
Archives


