Home

‘ତତ୍କାଳ’ ଏବଂ ‘କରେଣ୍ଟ’ ଟିକେଟ୍ ବୁକିଂ ମଧ୍ୟରେ ଥିବା ତଫାତ କ’ଣ? ଜାଣିଥିଲେ ସହଜ ହେବ ଯାତ୍ରା

ନୂଆଦିଲ୍ଲୀ,୨୮।୬: ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଟିକେଟ୍ ବୁକିଂର ଅନେକ ବିକଳ୍ପ ରହିଛି। ଏହା ମଧ୍ୟରେ ତତ୍କାଳ ବୁକିଂ (Tatkal Booking) ଏବଂ କରେଣ୍ଟ ବୁକିଂ (Current Booking) ସବୁଠାରୁ ଅଧିକ ବ୍ୟବହୃତ ବିକଳ୍ପ। ହେଲେ ଅନେକ ସମୟରେ…

ଚିତ୍କାର-ଧୂଆଁ-ମୃତ୍ୟୁ…ବଡ଼ ଧରଣର ହେଲିକପ୍ଟର ଦୁର୍ଘଟଣା, ୧୪ମୃତ

ରିୟାଦ,୨୮।୬: ସାଉଦି ଆରବର ରାସ୍ ତନୁରା ଅଞ୍ଚଳରେ ଏକ ବଡ଼ ହେଲିକପ୍ଟର ଦୁର୍ଘଟଣା ହୋଇଛି । ଏଥିରେ ପ୍ରାୟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ହେଲିକପ୍ଟରଟି ସାଉଦି ଆରବର ପ୍ରମୁଖ ପେଟ୍ରୋଲିୟମ୍ ରିଫାଇନାରୀ କମ୍ପାନୀ ଆରାମକୋର ଥିଲା…

IND vs IRE: ପୁଣି ନିରାଶ ହେଲେ ବୈଭବ; କିଏ ସେହି ସୂର୍ଯ୍ୟାଂଶ-ପ୍ରିନ୍ସ, ଯାହାଙ୍କୁ ମିଳିଲା ସୁଯୋଗ?

ବେଲଫାଷ୍ଟ,୨୮।୬: ଭାରତ ଏବଂ ଆୟରଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌ର ଆରମ୍ଭ ବେଶ୍ ରୋମାଞ୍ଚକର ରହିଛି, ଯେଉଁଠାରେ ଘରୋଇ ଦଳ ପ୍ରଥମ ମ୍ୟାଚ୍‌ରେ ଭାରତକୁ ହରାଇ ଇତିହାସ ରଚିଛି। କିନ୍ତୁ ଯେଉଁ ମୁହୂର୍ତ୍ତକୁ କ୍ରିକେଟ ପ୍ରେମୀମାନେ ଅପେକ୍ଷା କରି ରହିଥିଲେ, ତାହା…

ଦେବସ୍ନାନ ପୂର୍ଣ୍ଣିମା, ଆସନ୍ତାକାଲି ସବୁ ସ୍କୁଲ୍‌ ବନ୍ଦ

ପୁରୀ,୨୮ା୬: ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆସନ୍ତାକାଲି ଅର୍ଥାତ୍ ସୋମବାର ପୁରୀ ମହାନଗର ନିଗମରେ ବନ୍ଦ ରହିବ ସମସ୍ତ ସ୍କୁଲ । ଶିଶୁ ବାଟିକାଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍କୁଲ୍‌ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।…

ପ୍ରଦୀପଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକର ଛାୟା, ସହଯୋଗର ହାତ ବଢ଼ାଇଲେ ସାଥି ଶିକ୍ଷକ

ଦାରିଙ୍ଗବାଡି,୨୮ା୬(ଅରୁଣ ସାହୁ): ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ତାଙ୍କ ସାଥି ଶିକ୍ଷକ ମାନେ ମୃତକଙ୍କ ପରିବାର ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଛନ୍ତି । ପ୍ରକାଶଯୋଗ୍ୟ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା କିରାମାହା ଉଚ୍ଚ ପ୍ରାଥମିକ…

ଅଲଗା ହେବେ ଗୌରବ ଖାନ୍ନା-ଆକାଂକ୍ଷା ଚମୋଲା, ସାମ୍ନାକୁ ଆସିଲା ଛାଡ଼ପତ୍ରର ଅସଲ କାରଣ!

ମୁମ୍ବାଇ: ଅଲଗା ହେବେ ଟେଲିଭିଜନ ଦୁନିଆର ଆଉ ଏକ ପ୍ରିୟ ଦମ୍ପତି। ଅଭିନେତ୍ରୀ ଆକାଂକ୍ଷା ଚମୋଲା ଏବଂ ଅଭିନେତା ତଥା ବିଗ୍‌ବସ୍‌ ବିଜେତା ଗୌରବ ଖାନ୍ନାଙ୍କ ସମ୍ପର୍କରେ ଆସିଛି ଫାଟ। ଦୁହେଁ ନିଜ ବୈବାହିକ ସମ୍ପର୍କକୁ ଶେଷ କରିବାକୁ ନିଷ୍ପତ୍ତି ନେଇଛନ୍ତି।…

କୋଳି ତୋଳିବାକୁ ଯାଇଥିଲେ ମା’-ଝିଅ, ହଠାତ୍‌ ବଦଳିଗଲା ପାଗ, ଘଟିଲା ବଡ଼ ଅଘଟଣ

ଉମରକୋଟ,୨୮ା୬(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକରୁ ଆସିଛି ଏକ ଦୁଃଖଦ ଖବର। କୋଳି ତୋଳିବାକୁ ଯାଇ ମା’-ଝିଅଙ୍କ ଜୀବନ ଚାଲିଯାଇଛି। ଏହି ଘଟଣା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି। ନବରଙ୍ଗପୁର ଜିଲା ରାଇଘର ବ୍ଲକ ମୁଣ୍ଡିବେଡ଼ା ପଞ୍ଚାୟତ ଅନ୍ତର୍ଗତ…

ଶିଶୁକନ୍ୟାର ମୁଣ୍ଡ ଉପରେ ଚଢ଼ିଗଲା ମିନିଟ୍ରକ୍‌

ନବରଙ୍ଗପୁର,୨୮ା୬(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟରୁ ଆସିଛି ଏକ ଅତ୍ୟନ୍ତ ଦୁଃଖଦ ଏବଂ ହୃଦୟ ବିଦାରକ ଖବର। ୪ ବର୍ଷର ଏକ ଶିଶୁକନ୍ୟାଙ୍କ ଉପରେ ଚଢ଼ିଗଲା ମିନିଟ୍ରକ୍‌। ଯାହା ଫଳରେ ଘଟଣାସ୍ଥଳରେ ହିଁ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ଉମରକୋଟ ପୁରୁଣା ବସଷ୍ଟାଣ୍ଡ…

ଚଳନ୍ତା ବାଇକ୍‌ରେ ଶାଶୁଙ୍କୁ ହତ୍ୟା, ପରିବାର ଲୋକଙ୍କୁ କହିଲେ ହାର୍ଟ ଆଟାକ୍‌, ମାତ୍ର ଏମିତି ରହସ୍ୟ ଖୋଲିଦେଲା ପୋଲିସ…

ହାଇଦ୍ରାବାଦ,୨୮ା୬: ତେଲଙ୍ଗାନାର କରିମନଗର ଜିଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଜ୍ୱାଇଁ ତାଙ୍କ ଶାଶୁଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଯାହାକି କି ସିସିଟିଭିରେ ପୂରା ଘଟଣା କଏଦ ହୋଇଛି। ଏହା ପରେ ପୋଲିସ…

ୟୁରୋପରେ ତାତିର ତାଣ୍ଡବ! ୧୦୦୦ରୁ ଅଧିକ ମୃତ

ନୂଆଦିଲ୍ଲୀ,୨୮।୬: ପଶ୍ଚିମ ୟୁରୋପରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତାପମାତ୍ରା ରେକର୍ଡ ଭାଙ୍ଗୁଥିବା ବେଳେ ଲୋକେ ଆଉଟୁପାଉଟୁ ହେଉଥିବା ନେଇ ଖବର ସାମ୍ନାକୁ ଆସିଛି । ଏହାରି ଭିତରେ ରବିବାର ଦିନ ଫ୍ରାନ୍ସର ସ୍ୱାସ୍ଥ୍ୟ ଅଧିକାରୀମାନେ କହିଛନ୍ତି ଯେ ଗତ…

ମୋଦିଙ୍କୁ ମିଳିଲା ଏହି ଦେଶର ସର୍ବୋଚ୍ଚ ସମ୍ମାନ, ସ୍ଥାୟୀ ଅଭିବୃଦ୍ଧି…

ଭିକ୍ଟୋରିଆ,୨୮।୬: ସେଚେଲ୍ସ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନରେ ସମ୍ମାନିତ କରାଯାଇଛି। ପରିବେଶ ସଂରକ୍ଷଣ ଏବଂ ସ୍ଥାୟୀ ବିକାଶରେ ତାଙ୍କ ନେତୃତ୍ୱକୁ ସ୍ୱୀକୃତି ଦେବା ପାଇଁ ସେ ଏହି ପ୍ରତିଷ୍ଠିତ ପୁରସ୍କାର –…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ୩ ବର୍ଷ ତଳେ କରିଥିଲେ ପ୍ରେମବିବାହ, ଆଜି ସକାଳୁ…

ଝାରସୁଗୁଡ଼ା,୨୮ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଏଚ୍‌. କଣ୍ଟାପାଳି (ଗଣ୍ଠିଆବୁଡ଼) ଗାଁରେ ରବିବାର ସକାଳୁ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପାରିବାରିକ କଳହକୁ କେନ୍ଦ୍ର କରି ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?