Home

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ ହିଁ ଇଞ୍ଜିନିୟରିଂ କଲେଜ ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ ଜଣକ କ୍ଷେତରାଜପୁର ଥାନା ଅନ୍ତର୍ଗତ ତିୱାରିଗଳିର ଗୋପାଳ ବଂଶଲ (ଚିଣ୍ଟୁ) ବୋଲି ପ୍ରାରମ୍ଭିକ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ ଚିନ୍ତାର ବିଷୟ ପାଲଟିଛି। ବିଶ୍ୱବ୍ୟାପୀ ହାତୀଙ୍କ ସୁରକ୍ଷା ନେଇ ସଚେତନତା ଉଦ୍ଦେଶ୍ୟରେ ପ୍ରତିବର୍ଷ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ତେବେ ବୁଧବାରଠାରୁ ସୋମବାର ପର୍ଯ୍ୟନ୍ତ ପ୍ରବଳ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ ହେବା ପାଇଁ ବିଭିନ୍ନ ଋଣ ପ୍ରଦାନ କରୁଛନ୍ତି। କିନ୍ତୁ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଉଭୟ ମାନବତା ବିରୋଧୀ ଅପରାଧ ଏବଂ ଯୁଦ୍ଧ ଅପରାଧ ପାଇଁ ଦୋଷୀ ସାବ୍ୟସ୍ତ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ ଅଭିଯୋଗ ପରେ ଗିରଫ କରାଯାଇଛି। ଛାତ୍ରୀ ଜଣକ ବଳାତ୍କାର, ଧମକ ଏବଂ ଅନ୍ୟାନ୍ୟ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ ଆସିଛି। ଭାରତରେ ଖୁବ୍‌ଶୀଘ୍ର ଆପଣଙ୍କ ହାତରେ ପ୍ଲାଷ୍ଟିକ୍ (ପଲିମର) ନୋଟ୍ ଦେଖିବାକୁ ମିଳିପାରେ।…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ କ୍ଷତିପୂରଣ ସମ୍ପର୍କିତ ଅଭିଯୋଗର ସମାଧାନ ନହେବାରୁ ଜଣେ ବ୍ୟକ୍ତି କୀଟନାଶକ ଔଷଧ ପିଇ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି। ତଲନାଗିରୁ ଘୁଟ୍ରୁଖାଲା ହୋଇ ମାଲିଗାଁକୁ ଯୋଡ଼ିବା ପାଇଁ ଘୁଟ୍ରୁଖାଲାଠାରେ ୧୨୫ କୋଟି ଟଙ୍କାର…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା ମୃତ୍ୟୁବରଣ କରିଥିବାବେଳେ ୩ ଜଣ ଆହତ ହୋଇଛନ୍ତି। ଆହତ ମାନଙ୍କୁ ଭଞ୍ଜନଗର ମେଡିକାଲରେ…

କଲମ୍ବିଆ ଭୂମିକମ୍ପରେ ଭୟଙ୍କର କ୍ଷତି; ଏପର୍ଯ୍ୟନ୍ତ ୧୩୨ ଜଣଙ୍କ ମୃତ୍ୟୁ, ୧୫୦୦ ରୁ ଅଧିକ ଘର ନଷ୍ଟ

ବୋଗୋଟା,୧୧।୮: ରିକ୍ଟର ସ୍କେଲରେ ୭.୪ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ କଲମ୍ବିଆରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏପର୍ଯ୍ୟନ୍ତ ୧୩୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୭୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ଭୂମିକମ୍ପରେ ୧,୫୭୫ ଘର କ୍ଷତିଗ୍ରସ୍ତ ହୋଇଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?