ରାମଙ୍କ ଆଖି ଖୋଲା ହେଲେ ଭାଙ୍ଗିଯିବ ଦର୍ପଣ, ଘଟିଥାଏ ଆଲୌକିକ ଘଟଣା
ଯୋଧ୍ୟା,୨୦।୧: ରାମଙ୍କୁ ନେଇ ଉତ୍ସବମୁଖର ସାରା ଦେଶ। ଅପେକ୍ଷାର ଅନ୍ତ କରି ଅଯୋଧ୍ୟାରେ ବିରାଜିବେ ରାମଲଲାଙ୍କ କିଶୋର ରୂପ। ଏହାରି ଭିତରେ ଜ୍ୟୋତିଷଙ୍କ ମତକୁ ନେଇ ଦେଶରେ ଚର୍ଚ୍ଚା ଜୋର ଧରିଛି। କୁହାଯାଉଛି ଯେ, ରାମଙ୍କ ଆଖି ଖୋଲିବା ପରେ ସାମ୍ନାରେ…
ଆସାମରେ ଭାରତ ଯୋଡୋ ନ୍ୟାୟ ଯାତ୍ରା ଉପରେ ଆକ୍ରମଣ
ଦିଶପୁର,୨୦।୧: ଭାରତ ଯୋଡୋ ନ୍ୟାୟ ଯାତ୍ରା ଉପରେ ଆକ୍ରମଣ। ଆସାମରେ କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା ଉପରେ ହୋଇଛି ଆକ୍ରମଣ। ଆସାମର ଉତ୍ତର ଲକ୍ଷ୍ମୀପୁରରେ ଏହି ଆକ୍ରମଣ ହୋଇଥିବା କଂଗ୍ରେସ ଅଭିଯୋଗ କରିଛି। ଯାତ୍ରାବେଳେ ଭାଜପାକର୍ମୀ ବହୁ ସଂଖ୍ୟାରେ ପୋଷ୍ଟର…
ଜାନୁଆରୀ ୨୨ରେ ବନ୍ଦ ରହିବ କି ବ୍ୟାଙ୍କ? ଆରବିଆଇ କଲା ବଡ ଘୋଷଣା
ନୂଆଦିଲ୍ଲୀ,୨୦।୧: ଆଉ କେଇଟା ଦିନ ପରେ ଅଯୋଧ୍ୟାରେ ବିଜେ କରିବେ ଶ୍ରୀରାମ। ଏଥିପାଇଁ ସାରା ଅଯୋଧ୍ୟାରେ ଖୁସିର ମାହୋଲ ଜାରି ରହିଛି। ଏହି ଦିନକୁ ଅନେକ ରାଜ୍ୟ ଛୁଟି ଘୋଷଣା କରିଥିାବେଳେ କେନ୍ଦ୍ର ସରକାର ଓ ଓଡିଶା ସରକାର ଏହିଦିନକୁ ହାଫ୍…
୫୦୦ଟଙ୍କିଆ ନୋଟ୍ରେ ରହିବ ଶ୍ରୀରାମଙ୍କ ଫଟୋ! ୨୨ରେ ଜାରି କରିବ ଆରବିଆଇ
ନୂଆଦିଲ୍ଲୀ,୨୦।୧: ସବୁ ଅଶା ଆକାଂକ୍ଷାର ଅବସାନ ଘଟାଇ ପ୍ରତିଷ୍ଠା ହେବାକୁ ଯାଉଛି ରାମ ମନ୍ଦିର। ଏହାରି ଭିତରେ ଶ୍ରୀରାମଙ୍କ କମନୀୟ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଆରବିଆଇ ପକ୍ଷରୁ ରାମଙ୍କ ପ୍ରତିମୂର୍ତ୍ତି ଥିବା ୫୦୦ଟଙ୍କିଆ ନୋଟ୍ ବଜାରକୁ…
ମୈଥିଲୀ ଠାକୁରଙ୍କ ଗୀତ ଶେୟାର କରି ଭାବୁକ ହେଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୦।୧: ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମ ମନ୍ଦିରରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶେଷ ରୀତିନୀତି କରୁଛନ୍ତି। ଅନେକ ରାମ ଭଜନ ଶେୟାର ପରେ ଶନିବାର ପ୍ରଧାନମନ୍ତ୍ରୀ ମା ଶବରୀ ପ୍ରସଙ୍ଗ ସହ ଜଡିତ ମୈଥିଲୀ…
ସାନିଆ ମିର୍ଜାଙ୍କ ଠାରୁ ଅଲଗା ହେବାର ଗୁଜବ ଭିତରେ ପୁଣି ବିବାହ କଲେ ଶୋଏବ ମଲିକ, ଭାଇରାଲ ହେଉଛି ଫଟୋ
ମୁମ୍ବାଇ: ଭାରତର ଲୋକପ୍ରିୟ ଟେନିସ ଖେଳାଳୀ ସାନିଆ ମିର୍ଜାଙ୍କ ଠାରୁ ଅଲଗା ହେବା ପରେ ପାକିସ୍ତାନର ପୂର୍ବତନ କ୍ରିକେଟର ଶୋଏବ ମଲିକ ପୁଣି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଶନିବାର ସକାଳେ ସେ ତାଙ୍କ ବିବାହର ଫଟୋ ସୋସିଆଲ ମିଡିଆରେ ଶେୟାର…
ଆଜି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କୁ ପଚରାଉଚରା କରିବ ଇଡି, ୫ ମାସ ଧରି ପଠାଉଥିଲା ସମନ
ରାଞ୍ଚି,୨୦।୧: ଜମି ଦୁର୍ନୀତି ମାମଲାରେ ବାରମ୍ବାର ସମନ ମିଳିବା ସତ୍ତ୍ୱେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ହାଜର ହେଉନାହାନ୍ତି। ଏମିତିରେ ଇଡି ଟିମ୍ ତାଙ୍କୁ ପଚରାଉଚରା କରିବା ଲାଗି ଶନିବାର ରାଞ୍ଚି ଯିବ। ତେବେ ସୋରେନଙ୍କୁ ତାଙ୍କ…
ଦିଲ୍ଲୀର ବାବର ରୋଡ୍ ସ୍ଥାନରେ ‘ଅଯୋଧ୍ୟା ମାର୍ଗ’…ପୋଷ୍ଟର ଲଗାଇଲା ହିନ୍ଦୁ ସେନା
ନୂଆଦିଲ୍ଲୀ,୨୦।୧: ଗୋଟିଏ ପଟେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ରୀତିନୀତି ଚାଲିଥିବାବେଳେ ଅନ୍ୟପକ୍ଷେ ଦିଲ୍ଲୀର ବାବର ରୋଡ୍ ବୋର୍ଡରେ ଅଯୋଧ୍ୟା ମାର୍ଗର ଏକ ପୋଷ୍ଟର ଲଗାଯାଇଛି। ହିନ୍ଦୁ ସେନା ପକ୍ଷରୁ ଶନିବାର ଏହି ପୋଷ୍ଟର ଲଗାଯାଇଛି। ପୂର୍ବରୁ ହିନ୍ଦୁ…
ମୁଁ ଅଯୋଧ୍ୟା ନିଶ୍ଚୟ ଯିବି, ଯଦି କୌଣସି ଦଳକୁ ଆପତ୍ତି ଥାଏ ତେବେ ଫରକ ପଡେନା: ହରଭଜନ ସିଂହ
ନୂଆଦିଲ୍ଲୀ,୨୦।୧: ମହେନ୍ଦ୍ର ସିଂହ ଧୋନୀ, ସଚିନ ତେନ୍ଦୁଲକର, ବିରାଟ କୋହଲି, ରବିଚନ୍ଦ୍ରନ ଅଶ୍ୱିନଙ୍କ ସମେତ ଅନେକ ଭାରତୀୟ କ୍ରିକେଟରଙ୍କୁ ଜାନୁଆରୀ ୨୨ରେ ହେବାକୁ ଥିବା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଲାଗି ନିମନ୍ତ୍ରଣ ମିଳିଛି। ଏହାକୁ ନେଇ କ୍ରିକେଟର ତଥା…
ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ
ଜଳେଶ୍ୱର,୨୦।୧(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଶନିବାର ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୧୯୪୮ ମସିହାରେ ଜୟନାରାୟଣ…
Viral Video: କୈଳାସ ଖେରଙ୍କ ଗୀତ ଗାଇ ଇଣ୍ଟରନେଟ୍ରେ ଚହଳ ପକାଇଛନ୍ତି ଏହି ପାକିସ୍ତାନୀ ଗାୟକ, ମନ୍ତ୍ରମୁଗ୍ଧ କରୁଛି…
ଆଜିକାଲି ସୋସିଆଲ ମିଡିଆରେ ‘ସଇଁୟା’ ଗୀତ ଗାଇବାର ଟ୍ରେଣ୍ଡ ଚାଲିଛି। ଅନେକ ଲୋକ ଏଥିରେ ଭାଗ ନେଇ ନିଜର ଭିଡିଓ ଶେୟାର କରୁଛନ୍ତି। ଏହି କ୍ରମରେ ଜଣେ ଲୋକପ୍ରିୟ ପାକିସ୍ତାନୀ ଗାୟକଙ୍କ ଭିିଡିଓ ସାମ୍ନାକୁ ଆସିଛି, ଯାହା ବେଶ ଭାଇରାଲ ହେଉଛି।…
ପରଲୋକରେ ପ୍ରାକ୍ତନ ଏମ୍ପି ଅନାଦି ଚରଣ ସାହୁ
କଟକ,୨୦ା୧ (କାର୍ତ୍ତିକ ସାହୁ): ଅବସରପ୍ରାପ୍ତ ପୋଲିସ ଅଧିକାରୀ ତଥା ପ୍ରାକ୍ତନ ଏମ୍ପି ଅନାଦି ଚରଣ ସାହୁଙ୍କର ସିଡିଏ ସେକ୍ଟର-୬ସ୍ଥିତ ବାସଭବନରେ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ…

