Home

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ ଶ୍ରେୟ ବିରାଟ କୋହଲିଙ୍କୁ ଯାଏ, ଯାହାଙ୍କ ଚମତ୍କାର ପ୍ରଦର୍ଶନ ଏହି ସ୍ଥାନରେ ସ୍ଥିରତା…

ଭିଜିଲାନ୍ସ ପଞ୍ଝାରେ ବେତନଟୀ ସବଡିଭିଜନ AEE, ଏକକାଳୀନ ୧୦ ସ୍ଥାନରେ ଚଢାଉ

ବାରିପଦା/ବେତନଟୀ, ୫।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବେତନଟୀ ଆର୍‌ଆଣ୍ଡବି ସବ୍‌ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ଏଇଇ) ଅରବିନ୍ଦ ମହାନ୍ତିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି ।ଜଣାଶୁଣା ଆୟ ଉତ୍ସଠାରୁ…

ସୃଷ୍ଟି ହେବ ବିରଳ ତ୍ରିଗ୍ରହୀ ଯୋଗ; ବଦଳିଯିବ ୩ ରାଶିର ଭାଗ୍ୟ, ପ୍ରଚୁର ଧନ ଲାଭ

ଅକ୍ଟୋବର ମାସରେ ତୁଳା ରାଶିରେ ସୂର୍ଯ୍ୟ, ବୁଧ ଓ ଶୁକ୍ରଙ୍କ ଯୁତି ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ତିନି ଗ୍ରହ ଗୋଟିଏ ରାଶିରେ ରହିବା ଦ୍ୱାରା ତ୍ରିଗ୍ରହୀ ଯୋଗ ଗଠନ ହେବ। ଏହାର ପ୍ରଭାବରେ କିଛି ରାଶିର ଲୋକଙ୍କୁ…

ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ଅପିଲ୍, ମହିଳାମାନେ ବାଗେଶ୍ବର ଆଶ୍ରମକୁ ଏକୁଟିଆ…

ଭୋପାଳ,୫ା୧୦: ମଧ୍ୟପ୍ରଦେଶର ଛତରପୁର ଜିଲା ଗଢ଼ାସ୍ଥିତ ପ୍ରସିଦ୍ଧ ବାଗେଶ୍ୱର ଧାମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନେଇ ପୀଠାଧୀଶ୍ୱର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି । ଶନିବାର ରାତିରେ ଦିବ୍ୟ ଦରବାର ସମୟରେ ସେ ବିଶେଷ କରି ମାଆ-ଭଉଣୀମାନଙ୍କୁ ଏକୁଟିଆ…

ସିଜେପି (CJP) ର ଆଶୁତୋଷ ରଙ୍କା କହିଲେ,‘ରକ୍ତର ପ୍ରତ୍ୟେକ ବୁନ୍ଦା…’, ହେଲେ ସେ କାହାକୁ ଦେଲେ ଏମିତି ଚ୍ୟାଲେଞ୍ଜ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ କରୁଛି। SIR ବିବାଦକୁ ନେଇ ସେମାନେ ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରୁଛନ୍ତି। CJP ଆସନ୍ତା ଅକ୍ଟୋବର ୧୦ ରେ ଦିଲ୍ଲୀରେ ଜ୍ଞାନେଶ କୁମାରଙ୍କ…

୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର ୩୨ ବର୍ଷ ବୟସରେ ଅବସର ନେଇ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ଯଦିଓ ଅତୀତରେ…

ଓଡ଼ିଶା ଟ୍ରାଭେଲ ବଜାର; ଶୁଭାରମ୍ଭ ହେଲା ଓଡ଼ିଶା ମାଇସ୍ ଇନସେଣ୍ଟିଭ ପୋର୍ଟାଲ

ଭୁବନେଶ୍ୱର,୫ା୧୦(ସୌମ୍ୟରଞ୍ଜନ ରାଉତ): ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶକୁ ବ୍ୟାପକ କରାଯିବ। ଶିଳ୍ପ ବିଶେଷଜ୍ଞ, ହସ୍ପିଟାଲିଟି ଲିଡର୍ସ ଓ ଟୁରିଜମ୍‌ ଷ୍ଟେକ୍‌ ହୋଲ୍ଡର୍ସଙ୍କ ସହଯୋଗରେ ରାଜ୍ୟ ସରକାର ଦୃଢ଼ ମାଇସ୍‌ (ବୈଠକ, ପ୍ରୋତ୍ସାହନ, ସମ୍ମିଳନୀ ଓ ପ୍ରଦର୍ଶନୀ) ନୀତି କାର୍ଯ୍ୟକାରୀ କରିବାକୁ…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ରବିବାର ରାତିରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ଘଟିଛି। ଅଜଣା ଟ୍ରକ୍‌ ଧକ୍କାରେ…

ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…

ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି ଯେ ରୋହିତ ଯେତେବେଳେ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବେ, ସେତେବେଳେ ତାଙ୍କର ଦିନିକିଆ…

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ ଗୋଟିଏ ପରିବାରର ୬ ଜଣ ସଦସ୍ୟ ଗୁରୁତର ଆହତ ହୋଇଛନ୍ତି । ଗୁରୁତରମାନେ…

‘ଅତିକମରେ ୧୦ଟି ସନ୍ତାନ ଜନ୍ମ କରନ୍ତୁ’ – ହିନ୍ଦୁମାନଙ୍କୁ ଏମିତି କହିଲେ ମୌଲାନା ସାଜିଦ ରଶିଦି, ଉଠିଲାଣି ବିବାଦ

ନୂଆଦିଲ୍ଲୀ,୫।୧୦: ଇମାମ ଆସୋସିଏସନର ସଭାପତି ମୌଲାନା ସାଜିଦ ରଶିଦି ସନ୍ତାନ ଜନ୍ମ କରିବା ସମ୍ବନ୍ଧରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସଂଘ ଏବଂ ଅନ୍ୟ କିଛି ସଂଗଠନ ଦ୍ୱାରା ହିନ୍ଦୁମାନଙ୍କୁ ଅଧିକ ସନ୍ତାନ ଜନ୍ମ କରିବା ପାଇଁ କରାଯାଇଥିବା ଆହ୍ବାନର ଜବାବରେ…

ଫ୍ଲାଇଦୁବାଇ କକ୍‌ପିଟ୍‌ ଆକ୍ରମଣ ମାମଲାରେ ଚାଞ୍ଚଲ୍ୟକର ଖୁଲାସା; ସତ ମାନିଲେ ଓମାନୀ ପାଇଲଟ, ଉଭୟ ଇଞ୍ଜିନ୍ ବନ୍ଦ କରି….

ନୂଆଦିଲ୍ଲୀ,୫ା୧୦:ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇର ଫ୍ଲାଇଟ୍‌ FZ1073ର କକ୍‌ପିଟ୍‌ ଆକ୍ରମଣ ମାମଲାରେ ପ୍ରତିଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ସେପ୍ଟେମ୍ବର ୩୦ରେ ଘଟିଥିବା ଏହି ଘଟଣାରେ ଭାରତୀୟ କ୍ୟାପ୍ଟେନ୍‌ ସ୍ମିତ ମାଚ୍ଛରଙ୍କୁ ତାଙ୍କ ଓମାନୀ କୋ-ପାଇଲଟ୍‌ ହମାମ ଅଲ୍‌-ହମ୍ମାମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?