ନୂଆ ଖଣି ଆଇନ: ରାଜ୍ୟ କ୍ଷମତା ଦୁର୍ବଳ
ନୂଆଦିଲ୍ଲୀ,୧୧।୮(ପି.ଟି.): ଖଣି ଓ ଖଣିଜ ନିୟମରେ ସଂଶୋଧନ ପାଇଁ କେନ୍ଦ୍ର ସରକାର ସୋମବାର ଲୋକ ସଭାରେ ଏକ ବିଲ୍ ଆଗତ କରିଛନ୍ତି, ଯାହାଦ୍ୱାରା ରାଜ୍ୟ ସରକାରମାନେ ଖଣିଜ ଅଧିକାର ଉପରେ ଆଉ କୌଣସି ଅତିରିକ୍ତ ଟିକସ ଲଗାଇ ପାରିବେ ନାହିଁ। ବିରୋଧୀ…
ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!
ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ତାଙ୍କ ଝିଅ ଅନୀତା ବୋଷ ପାଫ୍। ଏହି ମାମଲାରେ ପ୍ରଧାନ ବିଚାରପତି (CJI)…
ବ୍ରିଟେନ୍, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍ଓ୍ବେଭ୍
ପ୍ୟାରିସ୍, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି (ହିଟ୍ ଓ୍ବେଭ୍)ର ସମ୍ମୁଖୀନ ହେବାକୁ ଯାଉଛନ୍ତି। ଗତ ମେ’ରୁ ସମଗ୍ର ୟୁରୋପରେ ତାପମାତ୍ରା…
ବିନା ଅଗ୍ନି ନିରାପତ୍ତା ପ୍ରମାଣପତ୍ରରେ ଚାଲିଛି ହୋଟେଲ, ପୁରୀରେ….
ଭୁବନେଶ୍ୱର,୧୧।୮(ରବିନାରାୟଣ ଜେନା): ପୁରୀ ହେଉଛି ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର। ଏଠାକୁ ପ୍ରତିଦିନ ବହୁ ଶ୍ରଦ୍ଧାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଧାଇଁ ଆସନ୍ତି। ଏହାବ୍ୟତୀତ ଏଠାକାର ବିସ୍ତୀର୍ଣ୍ଣ ବେଳାଭୂମି ପର୍ଯ୍ୟଟକଙ୍କୁ ବେଶ୍ ଆକୃଷ୍ଟ କରିଥାଏ। ହେଲେ ପର୍ଯ୍ୟଟକମାନେ ଏଠାରେ…
କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା
ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା ତାଙ୍କ ପ୍ରେମିକା କୋମଲ ସ୍ବର୍ଣ୍ଣକରଙ୍କ ସହ ବିମାନବନ୍ଦରରେ ନଜର ଆସିଥିଲେ। ଏହାକୁ ନେଇ…
ବିଶ୍ବ ପାଇଁ ବଡ଼ ବିପଦ! ଏଆଇକୁ ଅସ୍ତ୍ର କରୁଛି ଉତ୍ତର କୋରିଆ, ସାଇବର ଆକ୍ରମଣ ନେଇ ଆଲର୍ଟ!
ନୂଆଦିଲ୍ଲୀ,୧୧।୮:ବିଶ୍ୱ ସାଇବର ସୁରକ୍ଷା କ୍ଷେତ୍ରରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଉତ୍ତର କୋରିଆର ସରକାରୀ ସହାୟତା ପ୍ରାପ୍ତ ହ୍ୟାକରମାନେ ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତାର ବ୍ୟବହାର କରି ସୱୟଂଚାଳିତ ଭାବେ ବିଶ୍ୱର ବିଭିନ୍ନ ପ୍ରତିଷ୍ଠାନ ଉପରେ…
AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!
ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର AI ସେବାଗୁଡ଼ିକୁ ପ୍ରତ୍ୟାହାର କିମ୍ବା ସୀମିତ କରିବାକୁ ବାଧ୍ୟ ହୋଇଛନ୍ତି। ଫଳରେ, ଲୋକମାନେ…
ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା
ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି ସହିତ ‘ହର ହର ମହାଦେବ’ ଏବଂ ‘ଜୟ ଶ୍ରୀ ରାମ’ ସ୍ଲୋଗାନ ସହିତ…
ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର
ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ ପୋଲିସ ଏବଂ ଜିଲା ପୋଲିସ ସମେତ ବିଭିନ୍ନ ୟୁନିଟ ହାଇ ଆଲର୍ଟରେ ଅଛନ୍ତି।…
ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା
ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ ନଜର ଆସିବେ। ଗୋବିନ୍ଦା ଏବଂ କୋମଲ ପରସ୍ପର ଡେଟ୍ କରୁଥିବା ଚର୍ଚ୍ଚା ହେଉଛି।…
ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ
ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯିବ। ସେଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜୋରଦାର…
କିଏ ଏହି ଦୀପ୍ତି ଗୌର ମୁଖାର୍ଜୀ? NEET ପରୀକ୍ଷା ବିବାଦ ପରେ ମିଳିଲା ବଡ଼ ଦାୟିତ୍ୱ
ନୂଆଦିଲ୍ଲୀ,୧୧।୮: NEET-UG ପେପର୍ ଲିକ୍ ମାମଲା ହେଉ କିମ୍ବା ଝାଡ଼ଖଣ୍ଡରେ ସରକାରୀ ନିଯୁକ୍ତିରେ ଜାଲିଆତି ଅଭିଯୋଗ, ବର୍ତ୍ତମାନ ସମୟରେ ଦେଶବ୍ୟାପୀ ଯୁବକମାନଙ୍କ ବିକ୍ଷୋଭ ଖବର ଚର୍ଚ୍ଚାରେ ରହିଛି । ଦେଶର ଶିକ୍ଷା ଏବଂ ନିଯୁକ୍ତି ବ୍ୟବସ୍ଥାକୁ ନେଇ ଉଠୁଥିବା ପ୍ରଶ୍ନ ମଧ୍ୟରେ…

