Home

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଏକ ଉତ୍ସବରେ ଯୋଗଦେବା ପାଇଁ କୋଲକାତାରୁ ପଶ୍ଚିମ ମେଦିନୀପୁରର କେଶପୁରକୁ…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା କରି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଥିଲେ, ଯେତେବେଳେ ବିରୋଧୀ ସାଂସଦମାନେ କମ୍ପ୍ଲେକ୍ସ ବାହାରେ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଶିଶୁ, କିଶୋରଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ପଡୁଛି ଗଭୀର ପ୍ରଭାବ!

ନୂଆଦିଲ୍ଲୀ,୧୧।୮(ପି.ଟି.): ଦିନକୁ ଦିନ ବଢ଼ୁଥିବା ତାପମାତ୍ରା ଏବଂ ଗ୍ରୀଷ୍ମ ପ୍ରବାହ ସାମାଜିକ ଜୀବନଚଳଣିକୁ ପ୍ରଭାବିତ କରିବା ସହିତ ସ୍ବାସ୍ଥ୍ୟଗତ ଦିଗକୁ ନେଇ ଅନେକ ସମସ୍ୟା ସୃଷ୍ଟି କରିବାରେ ଲାଗିଛି। ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଯୋଗୁ ୫ରୁ ୧୮ ବର୍ଷ ବୟସର ଶିଶୁ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ ଲଞ୍ଚ ହେବା ପରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇ ଚାଇନାର ‘ଲଙ୍ଗ…

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ କାର୍‌ ଉପରେ ଲୁହା ଏଙ୍ଗଲ୍‌ଗୁଡ଼ିକ ପଡ଼ିଯିବା ଯୋଗୁ ଜଣେ ମହିଳା ଆହତ ହୋଇଛନ୍ତି।…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି। ଏକ ମହାଶକ୍ତିଶାଳୀ ଯୁକ୍ତରାଷ୍ଟ୍ର ମଧ୍ୟ ଉଭୟ ଦେଶର ରାଷ୍ଟ୍ରପତିଙ୍କୁ ହ୍ବାଇଟ ହାଉସକୁ ଆଲୋଚନା…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ ନଗର ସ୍ଥିତ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଶାଖାର ଏକ ବ୍ୟାଙ୍କ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି ହୋଇଥିବା ପରିସ୍ଥିତି ଏବେ ଚର୍ଚ୍ଚାର ମୁଖ୍ୟ ପ୍ରସଙ୍ଗ ସାଜିଛି। କୁକୁର ଭୟରେ ମହିଳା…

ଇରାନ ଯୁଦ୍ଧ କ୍ଷତିପୂରଣ ଦାବି କରିବାରୁ ଟ୍ରମ୍ପ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ତେହରାନ,୧୧।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ସମୟରେ ହୋଇଥିବା କ୍ଷତି ପାଇଁ ଇରାନର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏକ ସଂଘର୍ଷ ଯେଉଁଥିରେ ଇରାନର ପୂର୍ବତନ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଥିଲା। ଆମେରିକାର ରାଷ୍ଟ୍ରପତି କହିଛନ୍ତି ଯେ…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି ଏନଡିଏ ଏମ୍‌ପିମାନେ ମକର ଦ୍ୱାର ଆଡକୁ ଶୋଭାଯାତ୍ରା କରିଥିଲେ। ଅଭିଯୋଗ କରିଥିଲେ ଯେ,…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ ଏୟାରଫୋର୍ସ ୱାନ ପରିବର୍ତ୍ତେ ଏକ ଗୁପ୍ତ ସାମରିକ ବିମାନରେ ତୁର୍କୀରୁ ଯାତ୍ରା କରିଥିଲେ।…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ୩ ପୃଷ୍ଠାର ଚିଠି ବରପକ୍ଷ (ପୁଅଘର) ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?