Home

ଦଶପଲ୍ଲା ରେଞ୍ଜରେ ବଢୁଛି ବାଘ ଶିକାର

ନୟାଗଡ଼,୧୪।୧(ଲୋକନାଥ ମିଶ୍ର)ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜରେ କଲରାପତରିଆ ବାଘ ଶିକାର ବଢ଼ିବାରେ ଲାଗିଛି । ଦଶପଲ୍ଲା ବନବିଭାଗ ପକ୍ଷରୁ କଲରାପତରିଆ ବାଘକୁ ସୁରକ୍ଷା ଦିଆଯାଇ ପାରୁ ନ ଥିବାରୁ ଧିରେ ଧିରେ ଏମାନଙ୍କ ସଂଖ୍ୟା ହ୍ରାସ ପାଉଛି। ଅନ୍ୟପକ୍ଷେ ଦଶପଲ୍ଲା ରେଞ୍ଜର…

ପାଦରେ ଚାଲି ମଧ୍ୟପ୍ରଦେଶରୁ ପୁରୀ

ଗଣିଆ,୧୪ା୧(ସନ୍ତୋଷ କୁମାର ପ୍ରଧାନ)ଜଗା ଦର୍ଶନର ଅଦ୍ୟମ ଇଚ୍ଛାଶକ୍ତି ଆଗରେ ହାର ମାନିଛି ବୟସ। ଶ୍ରୀକ୍ଷେତ୍ରଧାମରେ ଚତୁର୍ଦ୍ଦାମୂର୍ତ୍ତିଙ୍କୁ ଦର୍ଶନ କରିବା ପାଇଁ ସୁଦୂର ମଧ୍ୟପ୍ରଦେଶରୁ ୪ଜଣିଆ ତୀର୍ଥଯାତ୍ରୀ ଦଳ ପୁରୁଣା ଜଗନ୍ନାଥ ସଡ଼କରେ ପାଦରେ ଚାଲି ଚାଲି ପୁରୀ ଅଭିମୁଖେ ଯାଉଛନ୍ତ। ଏହି…

ରାମଲାଲାଙ୍କୁ ସମର୍ପଣ କରାଯିବ ମୟୂରକଣ୍ଠିଆ ଧନୁତୀର

ଖଣ୍ଡପଡ଼ା,୧୪ା୧(ଅଜୟ କୁମାର ମହାରଣା)ଆସନ୍ତା ୨୨ ତାରିଖରେ ଅଯୋଦ୍ଧାରେ ରାମ ମନ୍ଦିର ସହ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ। ଏହି ପରିପ୍ରେକ୍ଷୀରେ ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ୍‌ ଅଧୀନ କଣ୍ଟିଲୋ ପଞ୍ଚାୟତ ଖୁଦବେହେରା ପାଟଣାର ଅବସରପ୍ରାପ୍ତ ବ୍ୟାଙ୍କ ଅଧିକାରୀ ସୁଦର୍ଶନ ସାହୁଙ୍କ ଦ୍ୱାରା…

ଏଆଇ ଦେବ ପାଣିପାଗ ସୂଚନା

ନୂଆଦିଲ୍ଲୀ,୧୪।୧(ପି.ଟି.)ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପ୍ରତିଷ୍ଠାର ୧୫୦ତମ ବାର୍ଷିକୀ ପାଳନ କରିବାକୁ ଯାଉଥିବାବେଳେ ପାଗ ସମ୍ପର୍କିତ ସମ୍ପୂର୍ଣ୍ଣ ଠିକ୍‌ ପୂର୍ବାନୁମାନ ମଡେଲ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଏବଂ ତ୍ୱରିତ୍‌ ସୁପର କମ୍ପ୍ୟୁଟରର ଉପଯୋଗ ନେଇ ଯୋଜନା କରୁଛି। ଆଇଏମ୍‌ଡିର…

ମକରରେ ବିସର୍ଜନ ନିଅନ୍ତି ଟୁସୁମଣୀ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ ଚମ୍ପୁଆ(ମହେଶ୍ୱର ଦାସ),୧୪ା୧ମକର ସଂକ୍ରାନ୍ତିରେ ସମସ୍ତେ ପୂଜାପାଠ କରିବା ସହ ନୂଆ ଲୁଗା ପିନ୍ଧି ପିଠାପଣା ଖାଇ ମେଳା ବୁଲିଥାନ୍ତି। ମାତ୍ର କୁଡୁମୀ ସମ୍ପ୍ରଦାୟର ମହିଳାମାନେ ମକର ପର୍ବରେ ପାରମ୍ପରିକ ଟୁସୁ(ମାଟିରେ ତିଆରି ଦେବୀ ମୂର୍ତ୍ତି)ଙ୍କୁ ପୂଜାର୍ଚ୍ଚନା କରି…

ବିନା ଅସ୍ତ୍ରୋପଚାରରେ ୩ ସନ୍ତାନ ଜନ୍ମ

ଜଗନ୍ନାଥ ପ୍ରସାଦ, ୧୪ା୧(ବିଭୁ ପ୍ରସାଦ ପଟ୍ଟନାୟକ)ଏକକାଳୀନ ୩ଟି କନ୍ୟା ସନ୍ତାନକୁ ଜନ୍ମଦେଲେ ମହିଳା । ଶୁକ୍ରବାର ରାତି ପ୍ରାୟ ୮.୩୦ ସମୟରେ ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ନୟାଗଡ ଜିଲା ଓଡଗାଁ…

ରକ୍ତଭଣ୍ଡାରରେ ରକ୍ତ ଅଭାବ

ବ୍ରହ୍ମପୁର,୧୪।୧(ସୁବାସ ଚନ୍ଦ୍ର ପାଢ଼ୀ)ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ ପରିସରରେ ଥିବା ରକ୍ତଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ ହୋଇଛି। ସ୍ଥିତି ଏଭଳି ହୋଇଛି ଯେ ନେଗେଟିଭ ଗ୍ରୁପ ପୂରା ଖାଲି ହୋଇଯାଇଛି। ଫଳରେ ଜରୁରୀ ପରିସ୍ଥିତିରେ ରୋଗୀ ନାହିଁ ନ ଥିବା…

ଅଁଳା ଗଛରେ ବାସ କରିଥାନ୍ତି ସ୍ବୟଂ ଲକ୍ଷ୍ମୀନାରାୟଣ, ଜାଣନ୍ତୁ ଏହାର ମହତ୍ତ୍ୱ…

ଅଁଳା ଗଛ ଯେତିକି ପବିତ୍ର ସେତିକି ଉପକାରୀ ମଧ୍ୟ। କାରଣ ଏହି ଗଛରେ ଭରି ରହିଛି ଅନେକ ଔଷଧୀୟ ଗୁଣ। ସେହିପରି ଏହାର ଆଧ୍ୟାତ୍ମିକ ଗୁଣ ମଧ୍ୟ ବେଶ୍‌ ଉଚ୍ଚକୋଟୀର। ଏହି ଗଛରେ ସ୍ବୟଂ ଲକ୍ଷ୍ମୀନାରାୟଣ ବାସ କରିଥାନ୍ତି ବୋଲି ବିଶ୍ୱାସ…

ଇ-ଲେକ୍‌ଚର: ଘରେ ବସି ଟ୍ୟୁଟୋରିଆଲ ସୁବିଧା

ଭୁବନେଶ୍ୱର, ୧୪।୧(ଅସମାପିକା ସାହୁ)ଉଚ୍ଚଶିକ୍ଷା ସଂସ୍କାରରେ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶିକ୍ଷା କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟା ପ୍ରତି ଛାତ୍ରୀଛାତ୍ରଙ୍କ ଅବଦାନ ବୃଦ୍ଧି ସହ ଶିକ୍ଷାଗ୍ରହଣ କ୍ଷେତ୍ରକୁ ସହଜ ତଥା ସରଳ କରିବାକୁ ଇ-ଲେକ୍ଚର ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଏହାଦ୍ୱାରା କଲେଜ…

ପକ୍ଷୀ ଦିଅନ୍ତି ଶୁଭଅଶୁଭର ସଙ୍କେତ, ଜାଣନ୍ତୁ ସେ ସମ୍ପର୍କରେ…

ବିଶ୍ୱାସ ରହିଛି ପକ୍ଷୀମାନଙ୍କର କାର୍ଯ୍ୟକଳାପ ଆମକୁ ଶୁଭଅଶୁଭର ସଙ୍କେତ ଦେଇଥାଏ। ତେବେ କେଉଁ ପକ୍ଷୀ କିଭଳି ସଙ୍କେତ ଦେଇଥାନ୍ତି ଆସନ୍ତୁ ଜାଣିନେବା ସେ ସମ୍ପର୍କରେ: * କାଉଟିଏ ପାତ୍ରରୁ ପାଣି ପିଉଥିବାର ଅବା ଖାଦ୍ୟ ଧରି ଉଡ଼ିଯାଉଥିବାର ଦୃଶ୍ୟ ଶୁଭ ସୂଚନା…

ଅପହଞ୍ଚ ଓ୍ବାନ୍‌କାର୍ଡ

ଭୁବନେଶ୍ୱର,୧୪ା୧(ଅନିଲ ଦାସ)କୋଭିଡ୍‌ ମହାମାରୀ ସମୟରେ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୦୨୦ ଜୁନ୍‌ ୧ରୁ ସମଗ୍ର ଦେଶରେ ଓ୍ବାନ୍‌ ନେଶନ, ଓ୍ବାନ୍‌ ରାଶନ କାର୍ଡ (ଓଏନ୍‌ଓଆର୍‌ସି) ବ୍ୟବସ୍ଥା କାର୍ଯ୍ୟକାରୀ କରିଛନ୍ତି। ଏହି ବ୍ୟବସ୍ଥା ଅନୁଯାୟୀ ନିଜ ଗାଁ ଛାଡ଼ି…

ମାଟିତଳୁ ମିଳିଲା ବୃଦ୍ଧାଙ୍କ ମୃତଦେହ

ବଇଣ୍ଡା,୧୩ା୧(ପରୀକ୍ଷିତ ସାହୁ): ଅନୁଗୋଳ ଜଲା କିଶୋରନଗର ଥାନା ଘୋଷର ଗ୍ରାମର ପଙ୍କଜିନୀ ପ୍ରଧାନ (୭୫)ଙ୍କ ମୃତଦେହ ଶନିବାର କିଶୋରନଗର ପୋଲିସ ମାଟିତଳୁ ଜବତ କରିଛି। ଏ ନେଇ ନମ୍ବର ୧/୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?