Home

IND vs IRE 1st T20I: ଭାରତ ପରାଜୟର ୩ ପ୍ରମୁଖ କାରଣ: ଆୟର୍ଲାଣ୍ଡ ବିପକ୍ଷରେ କାହିଁକି ହାରିଲା ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଇତିହାସରେ ଜୁନ ୨୬ (ଶୁକ୍ରବାର) ଏକ କଳା ଦିନ ଭାବରେ ଲିପିବଦ୍ଧ ହୋଇପାରେ। ଏହି ଦିନ, ପ୍ରଥମ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆ ଆୟର୍ଲାଣ୍ଡ ବିପକ୍ଷରେ ୩୪ ରନରେ ଲଜ୍ଜାଜନକ ପରାଜୟ ବରଣ କରିଥିଲା। ଏହା କ୍ରିକେଟ…

ମୌସୁମୀ ବର୍ଷାରେ ବିଳମ୍ବ, ଚାଷୀ ହତାଶ: ଜଳସେଚନ ସୁବିଧା ନାହିଁ

ନୂଆପଡ଼ା,୨୭ା୬ (ମକାରୁ ବେମାଲ):ନୂଆପଡା ଏକ କୃଷିପ୍ରଧାନ ଜିଲା। ଜିଲାର ୯୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ଜଳସେଚିତ ଅଞ୍ଚଳକୁ ବାଦଦେଲେ ଅଣଜଳସେଚିତ ଅଞ୍ଚଳରେ ଚାଷୀ ଖରଡି (ଖୋର୍ଡା) ଧାନ ବୁଣନ୍ତି। ଏହା ଜୁନ ପ୍ରଥମ ସପ୍ତାହରେ ଆରମ୍ଭ ହୋଇ…

ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର ଲୋକେ ମହାନଦୀ ଉପରେ ପାନୀୟ ଜଳ, ଚାଷବାସ, ମାଛଧରା ଓ ଦୈନନ୍ଦିନ ଜୀବନ…

‘ହିଂସାର ମୁକାବିଲା ସମାନ ଭାଷାରେ ଦିଆଯିବ’ – ଇରାନକୁ କଡ଼ା ଚେତାବନୀ ଦେଲେ ଆମେରିକାର ଉପରାଷ୍ଟ୍ରପତି

ଓ୍ବାଶିଂଟନ,୨୭।୬: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଉତ୍ତେଜନା ଦେଖାଦେଇଛି, ଯାହା ଦୁଇ ଦେଶ ମଧ୍ୟରେ ଏକ ଚୁକ୍ତିନାମା ହେବା ପରେ ଘଟିଛି। ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଇରାନକୁ…

ସରିବାକୁ ଯାଉଛି ଧାନ କିଣାବିକା ଅବଧି: ମଣ୍ଡିରେ ପଡିଛି ୪ଲକ୍ଷ ୩୮ହଜାର ବସ୍ତାଧାନ

ପଦ୍ମପୁର, ୨୭।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଗତ ଖରିଫ ଭଳି ଚଳିତବର୍ଷ ରବିରେ ମଧ୍ୟ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏବେ ଖରିଫ ଚାଷ ପାଇଁ ପ୍ରସ୍ତୁତି ହେଉଥିବା ଚାଷୀ ମଣ୍ଡିରୁ…

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା, ବାଉଁଶ ବାଡ଼ ଦିଆଯାଉଛି। ବରଗଡ଼ ଘରୋଇ ବସଷ୍ଟାଣ୍ଡ ନିକଟରେ ବିପଦସଙ୍କୁଳ ଅବସ୍ଥାରେ ରହିଥିବା…

India vs Ireland: ଦ୍ୱିତୀୟ ଟି-୨୦ରେ ଖେଳିବେ ବୈଭବ ସୂର୍ଯ୍ୟବଂଶୀ? ଲଜ୍ଜାଜନକ ପରାଜୟ ପରେ ବଢ଼ିଲା ଅଭିଯୋଗ

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚ ହାରିଗଲା, ବୈଭବ ସୂର୍ଯ୍ୟବଂଶୀଙ୍କୁ ସ୍ଥାନ ନ ଦେବା ନିଷ୍ପତ୍ତିକୁ ନେଇ କଡ଼ା ସମାଲୋଚନାର ଶିକାର ହେବାକୁ ପଡ଼ିଲା। ଏହି ପଦକ୍ଷେପ ପାଇଁ ଅଧିନାୟକ ଶ୍ରେୟସ ଆୟର ଏବଂ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ନୂଆ ପ୍ଲାଟ୍‌ଫର୍ମ ‘ଗୋ-ଇଷ୍ଟ’ର ଘୋଷଣା କରିଛନ୍ତି। ଭୁବନେଶ୍ୱରର ଏକ ହୋଟେଲରେ…

ଇସ୍ରାଏଲ-ଲେବାନନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଉପରେ ସହମତି; ହେଜବୋଲକୁ ନେଇ ଚେତାବନୀ ଦେଲେ ନେତାନ୍ୟାହୁ

ଜେରୁଜେଲମ,୨୭।୬: ଇସ୍ରାଏଲ ଏବଂ ହେଜବୋଲା ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ବନ୍ଦ କରିବା ପାଇଁ ଦିନ ଦିନ ଧରି ଆଲୋଚନା ପରେ, ଇସ୍ରାଏଲ ଏବଂ ଲେବାନନ ଶୁକ୍ରବାର ୱାଶିଂଟନରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ଏକ ଢାଞ୍ଚା ସ୍ବାକ୍ଷର କରିଛନ୍ତି। ଇସ୍ରାଏଲ ଏବଂ…

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬ ମସିହାରେ ହୋଇଥିବା ପ୍ରସିଦ୍ଧ ‘ଆଲାମୋ ଯୁଦ୍ଧ’ ସମୟର ବୋଲି ଗବେଷକମାନେ ନିଶ୍ଚିତ କରିଛନ୍ତି।…

ପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ, ଏସବୁ ଜିଲାରେ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୬(ବନ୍ଦନା ସେଠୀ):ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆକଳନ ଅନୁଯାୟୀ ଜୁଲାଇ ୨…

ପୁଣି ମୁହାଁମୁହିଁ ହେଲେ ଆମେରିକା-ଇରାନ: ବଡ଼ ଆକ୍ରମଣ କଲା ଓ୍ବାଶିଂଟନ୍‌

ତେହରାନ,୨୭।୬:ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ଆମେରିକା ଇରାନୀ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ସ୍ଥାନଗୁଡ଼ିକୁ ଟାର୍ଗେଟ କରିଥିଲା। ହର୍ମୁଜ ପ୍ରଣାଳୀରେ ଏକ ମାଲବାହୀ ଜାହାଜ ଉପରେ ଡ୍ରୋନ ଆକ୍ରମଣର ଜବାବରେ ଏହି ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?