Home

କାବୁଲ ବିସ୍ଫୋରଣରେ ୨ ମୃତ, ୧୨ ଆହତ

କାବୁଲ,୧୨।୧: ଆଫଗାନିସ୍ତାନ ନ୍ୟୁଜ ଏଜେନ୍ସି ଖାମା ପ୍ରେସ ଅଧିକାରୀଙ୍କ ଉଦ୍ଦେଶ୍ୟରେ କହିଛି ଯେ ଗୁରୁବାର କାବୁଲରେ ବିସ୍ଫୋରଣ ପରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ଜଣ ଆହତ ହୋଇଛନ୍ତି। ତାଲିବାନ ଦ୍ୱାରା ନିଯୁକ୍ତ କାବୁଲ ସୁରକ୍ଷା ବିଭାଗର ମୁଖପାତ୍ର ଖାଲିଦ…

ଈର୍ଷାରେ ଜଳୁଛନ୍ତି ବିପକ୍ଷ: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ,୧୨।୧: ଭାଜପା ନେତା ତଥା ପୂର୍ବତନ ରାଜ୍ୟ ସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମ୍ପର୍କରେ ଦେଉଥିବା ବିବୃତ୍ତି ପାଇଁ ବିରୋଧୀ ଦଳକୁ ଟାର୍ଗେଟ୍‌ କରିଛନ୍ତି। ସେମାନେ କେବେ ଭାବି ନ ଥିଲେ ଯେ ରାମ ମନ୍ଦିର…

‘ଆକାଶ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ନେଇ ଶୁଭେଚ୍ଛା ଜଣାଇଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୨ା୧: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ଆକାଶ-ନ୍ୟୁ ଜେନେରେଶନ ଶୁକ୍ରବାର ବ୍ୟବହାରିକ ପରୀକ୍ଷା ଓଡ଼ିଶାର ବାଲେଶ୍ୱର ଜିଲା ଚାନ୍ଦିପୁର ଆଇଟିଆର ପକ୍ଷରୁ କରାଯାଇଛି। ଆଜି ପୂର୍ବାହ୍ନ ୧୦.୩୦ରେ ଏହି ପରୀକ୍ଷଣ ହୋଇଛି। ଆକାଶ ଏନର୍ଜି ଆକାଶ ସିରିଜର ଏକ…

ମୋଦି ହେଉଛନ୍ତି ସବୁଠୁ ବଡ଼ ଶଙ୍କରାଚାର୍ଯ୍ୟ: ସଞ୍ଜୟ ରାଉତ

ମୁମ୍ବାଇ,୧୨।୧: ବରିଷ୍ଠ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ଅଯୋଧ୍ୟାରେ ରାମ ମନ୍ଦିରର ପ୍ରତିଷ୍ଠା ସମ୍ପର୍କିତ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ହିଂସାର ଶିକାର ହୋଇଥିବା ସେହି ଲୋକମାନେ (ଉଦ୍ଧବ ଠାକୁର ଗୋଷ୍ଠୀର ଶିବ ସୈନିକ)…

‘ଆକାଶ’ କ୍ଷେପଣାସ୍ତ୍ରର ପରୀକ୍ଷଣ

ବାଲେଶ୍ୱର,୧୨ା୧(ମାନସ ବିଶ୍ୱାଳ): ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ଆକାଶ-ନ୍ୟୁ ଜେନେରେଶନ ଶୁକ୍ରବାର ବ୍ୟବହାରିକ ପରୀକ୍ଷା ଚାନ୍ଦିପୁର ଆଇଟିଆର ପକ୍ଷରୁ କରାଯାଇଥିବା ଜଣାପଡ଼ିଛି। ଆଜି ପୂର୍ବାହ୍ନ ୧୦.୩୦ରେ ଏହି ପରୀକ୍ଷଣ ହୋଇଛି। ଆକାଶ ଏନର୍ଜି ଆକାଶ ସିରିଜର ଏକ ଅତ୍ୟାଧୁନିକ…

ସ୍ବତନ୍ତ୍ର ଶତକ ହାସଲ କଲେ ରୋହିତ ଶର୍ମା

ମୋହାଲି,୧୨।୧: ମୋହାଲିରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଟି-୨୦ ମ୍ୟାଚରେ ରୋହିତ ଶର୍ମା ଶୂନରେ ଆଉଟ ହୋଇଥିଲେ। ରନ ସ୍କୋର କରିବାରେ ଶୁବମନ ଗିଲ ଏବଂ ତାଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଯୋଗୁ ଟିମ ଇଣ୍ଡିଆକୁ ଏହି ଉଇକେଟ ହରାଇବାକୁ ପଡିଥିଲା।…

ବିଦ୍ୟାଳୟ ପରିସରରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଜବତ

ବାରିପଦା,୧୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଶ୍ୟାମସୁନ୍ଦର ପଞ୍ଚାୟତ ଅଁଳାଗୁଞ୍ଜା ଗ୍ରାମରେ ଥିବା ସରସ୍ବତୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଶୁକ୍ରବାର ଜବତ କରିଛି। ଛାତ୍ର ଜଣକ ହେଉଛନ୍ତି ବିଶୋଇ ଥାନା…

ଅଲୋଡା ରେକର୍ଡ କଲେ ହିଟ୍‌ମ୍ୟାନ୍‌

ମୋହାଲି,୧୨।୧: ମୋହାଲିରେ ଆଫଗାନିସ୍ତାନ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟି-୨୦ ରେ ଭାରତ ୬ଟି ଉଇକେଟରେ ଜିତିଛି। ଏହି ମ୍ୟାଚ୍‌ରେ ୧୪ ମାସ ପରେ ଭାରତୀୟ ଟି-୦ ଦଳକୁ ଫେରୁଥିବା ରୋହିତ ଶର୍ମା ତାଙ୍କ ଆକାଉଣ୍ଟ ମଧ୍ୟ ଖୋଲିପାରି ନ ଥିଲେ। ସେ…

ଭାଜପା ଉପରେ ବର୍ଷିଲେ ରାହୁଲ, କହିଲେ ଶାସନ କ୍ଷମତାରେ ଅନ୍ଧ ଦଳ, ସତ୍ୟଠାରୁ ବହୁ ଦୂରରେ

ନୂଆଦିଲ୍ଲୀ,୧୨।୧: ଭାରତ ଯୋଡୋ ନ୍ୟାୟ ଯାତ୍ରା ଆରମ୍ଭ କରିବା ପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଖୁବ ବର୍ଷିଛନ୍ତି। ଶୁକ୍ରବାର ସେ ଦେଶର ଯୁବକମାନଙ୍କୁ ସମ୍ବୋଧିତ କରି କହିଥିଲେ,…

ଶିମିଳିପାଳ ଅଭୟାରଣ୍ୟରୁ ଦୁଇ ଶିକାରୀ ଗିରଫ

ବାରିପଦା,୧୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ଡିଭିଜନରୁ ଦୁଇ ଶିକାରୀଙ୍କୁ ସ୍ପେଶାଲ ଟାଇଗର ପ୍ରୋଟେକ୍ସନ ଫୋର୍ସ (ଏସ୍‌ଟିପିଏଫ୍‌) ଗିରଫ କରିଛନ୍ତି। ଗିରଫ ଦୁଇଜଣ ହେଲେ କପ୍ତିପଦା ଥାନା ଅଧୀନ ପଥରଖଣି ଗ୍ରାମର ଅନ୍ତର୍ଯ୍ୟାମୀ ନାୟକ(୩୭) ଓ ଉଦଳା…

ନାସିକର କାଲାରାମ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦି

ମୁମ୍ବାଇ,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନାସିକ ଏବଂ ମୁମ୍ବାଇ ଗସ୍ତରେ ଅଛନ୍ତି। ଜାତୀୟ ଯୁବ ମହୋତ୍ସବକୁ ଉଦଘାଟନ କରିବା ପାଇଁ ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ରର ନାସିକରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ସେଠାରେ ଏକ ରୋଡ ଶୋ କରୁଛନ୍ତି ଏବଂ ତାଙ୍କ ସହ ମୁଖ୍ୟମନ୍ତ୍ରୀ…

ଜଟଣୀରୁ ବିଧାୟକ ପ୍ରାର୍ଥୀ ହେବେ ସୁର ରାଉତରାୟଙ୍କ ପୁଅ ମନ୍ମଥ

ଭୁବନେଶ୍ୱର,୧୨ା୧: କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପରେ ତାଙ୍କ ସାନପୁଅ ମନ୍ମଥ ରାଉତରାୟ ଜଟଣୀରୁ ବିଧାୟକ ପ୍ରାର୍ଥୀ ହେବେ ବୋଲି ସୁର ଶୁକ୍ରବାର ଘୋଷଣା କରିଛନ୍ତି। ସୁର ଗଣମାଧ୍ୟମ ଆଗରେ ଏକଥା ସ୍ପଷ୍ଟ କରିଛନ୍ତି। ସୁର କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?