ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ଏମିତି ପ୍ରତିକ୍ରିୟା ଆମେରିକାକୁ ଲାଗିବ ବଡ଼ ଝଟକା
ବେଜିଂ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାମ୍ପ୍ରତିକ ଭାରତ ଗସ୍ତ ପ୍ରତି ଚାଇନା ଏକ ସକାରାତ୍ମକ ମନୋଭାବ ପ୍ରକାଶ କରିଛି, କହିଛି ଯେ ଭାରତ, ଚାଇନା ଏବଂ ରୁଷିଆ ମଧ୍ୟରେ ଦୃଢ଼ ତ୍ରିପାକ୍ଷିକ ସମ୍ପର୍କ କେବଳ ଆଞ୍ଚଳିକ ନୁହେଁ ବରଂ ବିଶ୍ୱ…
୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…
ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ। ସୋମବାର ଭୁବନେଶ୍ୱରସ୍ଥିତ ଖୋର୍ଦ୍ଧା ଏଡିଜେ-୩ କୋର୍ଟଙ୍କ ରାୟ ପରେ ମୂର୍ତ୍ତି ଫେରିବା ଆଶା ଉଜ୍ଜୀବିତ…
ଶୁଭାଙ୍ଗୀ ଦତ୍ତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର
ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଅଭିନେତ୍ରୀ ଶୁଭାଙ୍ଗୀ ଦତ୍ତଙ୍କୁ ସର୍ବଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ସେ ଅନୁପମ ଖେର୍ଙ୍କ ନିର୍ଦ୍ଦେଶିତ ‘ତନଭି ଦି ଗ୍ରେଟ୍’ ଚଳଚ୍ଚିତ୍ରରେ ପ୍ରଥମେ ଅଭିନୟ କରିଥିଲେ। ଉକ୍ତ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ସ୍କ୍ରିନ୍ପ୍ଲେ ପୁରସ୍କାର ମିଳିଛି। ଉକ୍ତ…
ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ
ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇପାରିନାହିଁ। ଏହାକୁ ନେଇ ଚାଷୀ ଅସନ୍ତୋଷ…
କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ
ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୀରଟର ଲୋହିୟାନଗର ଅଞ୍ଚଳରେ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ପଡ଼ିଥିବା…
ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ
କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି। ଉକ୍ତ ରାୟ ବିରୋଧରେ ଅପିଲ କରିବାକୁ କେରଳ ସରକାର ସୋମବାର ଘୋଷଣା କରିଛନ୍ତି। ରାଜ୍ୟ…
ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍: ଜାଣନ୍ତୁ ଖେଳାଯିବ ମ୍ୟାଚ୍
କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ କରି ପିଚ୍, ସୁରକ୍ଷା ବ୍ୟବସ୍ଥା ସମେତ ସବୁ ପ୍ରକାର ପ୍ରସ୍ତୁତି ଶେଷ। ଏବେ କେବଳ…
‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା
କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ ସାମ୍ବାଦିକ ସମ୍ମିଳନୀରେ ସେ ପ୍ରଶ୍ନ କରିଥିଲେ, ‘ଯଦି ଭାଜପା ନେତାଜୀ ସୁଭାଷ ଚନ୍ଦ୍ର ବୋଷ,…
ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ
ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ ନଭେମ୍ବର ୧ତାରିଖରେ କାର୍ଯ୍ୟକାରୀ ହୋଇଥିବା ନିୟମ ପାଇଁ ପ୍ରସ୍ତୁତି କରିବା ପରିବର୍ତ୍ତେ ଏୟାରଲାଇନ୍ସ ଛାଡ…
ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ
ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ରାଜ୍ୟରେ କନ୍ଧମାଳ ଜିଲାର ସବୁଜ…
କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ ସିରିଜ ଜିତିଥିବାବେଳେ, ଭାରତୀୟ ଦଳ ଦିନିକିଆ ସିରିଜ ଜିତିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା…
ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…
ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍ ତାପମାତ୍ରା ସହ ଶୀତଳତମ ସହର ଭାବେ ପରିଗଣିତ ହୋଇଛି। ରାଜ୍ୟ ପାଣିପାଗ ବିଭାଗର ସୂଚନାନୁସାରେ,…
Archives


