Home

କାରରେ ବାନ୍ଧି ୨୫ କିଲୋମିଟର ଘୋଷାଡି ନେଇ ହତ୍ୟା କଲେ, ଶୁଣିଲେନି କାକୁତି ମିନତି…

ଭୋପାଳ,୬।୧୨ : ସେ ହାତ ଯୋଡି ଦୟା ପାଇଁ ଭିକ୍ଷା ମାଗୁଥିଲେ, କିନ୍ତୁ ସେମାନଙ୍କର ଦୟା ନ ଥିଲା। ସେମାନଙ୍କୁ ଏକ କାରରେ ବାନ୍ଧି ପ୍ରାୟ ୨୫ କିଲୋମିଟର ପର୍ଯ୍ୟନ୍ତ ଘୋଷାଡି ନେଇଥିଲେ। ଯିଏ ଏହି ଭୟଙ୍କର ଦୃଶ୍ୟ ଦେଖିଲା, ତାଙ୍କର…

ମୋ ପରିବାରରେ ୬ ସଦସ୍ୟ, ଇଭିଏମରେ ଭୋଟିଂ ଶୂନ କିପରି ହେଲା, ମୋ ଭୋଟ ବି କୁଆଡେ ଗଲା: ନେତାଙ୍କ ପ୍ରଶ୍ନ…

ଘମତରି,୬।୧୨ : ଛତିଶଗଡ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଜୟ ବିଷୟରେ ଦେଶର ରାଜନୈତିକ ବିଶେଷଜ୍ଞମାନେ ମଧ୍ୟ ଅବଗତ ଅଛନ୍ତି, କିନ୍ତୁ ବର୍ତ୍ତମାନ ଫଳାଫଳ ପରେ ଏକ ଅଦ୍ଭୁତ ଘଟଣା ସାମ୍ନାକୁ ଆସିଛି। ରାଜ୍ୟର କୁରୁଦ ବିଧାନସଭା ଆସନରୁ…

୮୦୦ବର୍ଷର ସୁନା ଗଛ, ଦେଖି ଆଶ୍ଚର୍ଯ୍ୟ ହେବେ…

ସମୟ ସାଙ୍ଗକୁ ପୃଥିବୀରେ ହ୍ରାସ ପାଉଛି ଗଛ। ଗଛ କଟା ହେବା ଯୋଗୁ ଗ୍ଲୋବାଲ ଓ୍ବାର୍ମିଂ ସମସ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। କେଉଁଠି ଜଙ୍ଗଲ ସଫା କରାଯାଉଛି ତ ଅନେକ ସ୍ଥାନରେ ସହର ନିର୍ମାଣ କରାଯାଉଛି। କିନ୍ତୁ ମନୁଷ୍ୟ ଜାଣିବା…

ବିଜୟୀ ୩ ରାଜ୍ୟରେ ୨ ଜଣିଆ ଉପମୁଖ୍ୟମନ୍ତ୍ରୀ ଫର୍ମୂଲା ଉପରେ ଚିନ୍ତା କରୁଛି ଭାଜପା…

ନୂଆଦିଲ୍ଲୀ,୬।୧୨ : ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡରେ ସଂଖ୍ୟାଗରିଷ୍ଠତାରେ ବିଧାନସଭା ନିର୍ବାଚନରେ ଜିତିବା ପରେ ବର୍ତ୍ତମାନ ଏହି ତିନୋଟି ରାଜ୍ୟରେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ନାନା କଳ୍ପଜାଳ୍ପନା ଚାଲିଛି। ଚର୍ଚ୍ଚା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନରେ ନିଷ୍ପତ୍ତି…

ମୋଦି ଦିଅନ୍ତୁ ଗଣତନ୍ତ୍ରକୁ ବଞ୍ଚାଇବା ଗ୍ୟାରେଣ୍ଟି: ଇଭିଏମରେ ଜାଣିଶୁଣି କରାଯାଇଛି ତ୍ରୁଟି, ବାଲାଟ ପେପର ଭୋଟିଂ ପାଇଁ ବିରୋଧୀଙ୍କ ଦାବି…

ନୂଆଦିଲ୍ଲୀ,୬।୧୨ : ନିକଟରେ ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନରେ ଅନୁଷ୍ଠିତ ତିନୋଟି ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ର ବିଜୟ ପରେ ସମସ୍ତ ବିରୋଧୀ ଦଳଙ୍କ ପକ୍ଷରୁ ଇଭିଏମ ଉପରେ ପ୍ରଶ୍ନ ଉଠାଇବା ଆରମ୍ଭ ହୋଇଛି। ଶିବସେନାର ଉଦ୍ଧବ…

ଅବିବାହିତ ବ୍ୟକ୍ତି ସ୍ବପ୍ନରେ ଏହି ୪ ଜିନିଷ ଦେଖିବା ଶୁଭ; ବୁଝିନିଅନ୍ତୁ ଯେ ଶୀଘ୍ର ହେବ ବିବାହ…

ମନୁଷ୍ୟ ଜୀବନରେ ବିବାହ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ। ହିନ୍ଦୁ ଧର୍ମରେ ବିବାହ ବିନା ଜୀବନ ଅସମ୍ପୂର୍ଣ୍ଣ ବୋଲି ଧରାଯାଏ। ବିଶ୍ୱାସ କରାଯାଏ ଯେ ଯଦି ଜଣେ ଭଲ ଜୀବନସାଥୀ ମିଳେ, ତେବେ ଜୀବନରେ ବହୁତ ଉନ୍ନତି ହୁଏ। ଏହି କାରଣରୁ ଅନେକ…

ବଲିଉଡ୍‌ର ଏଭଳି ଜଣେ ସୁପରଷ୍ଟାର, ଯାହାଙ୍କୁ ପ୍ରଥମ ଫିଲ୍ମ ପରେ ବିବାହ ପ୍ରସ୍ତାବ ପଠାଇଥିଲେ ୩୦ହଜାର ଯୁବତୀ…

ବମ୍ବେ: ବଲିଉଡର ହ୍ୟାଣ୍ଡସମ ନାୟକଙ୍କ ମଧ୍ୟରୁ ହ୍ରିତିକ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍‌ର ଟମ କ୍ରୁଜ’ ମଧ୍ୟ କୁହାଯାଏ। ସୁନ୍ଦର ଚେହେରା ଯୋଗୁ ବଲିଉଡରେ ନିଜର ପ୍ରାରମ୍ଭିକ ଦିନରେ ଯୁବତୀମାନେ ତାଙ୍କ ପ୍ରେମରେ ପଡ଼ିଯାଇଥିଲେ। ପ୍ରଥମ ଫିଲ୍ମ ପରେ ତାଙ୍କ ପାଖକୁ…

ଇସ୍ରାଏଲ ମହିଳାଙ୍କ କରୁଣ ଚିତ୍କାର ଆପଣଙ୍କ କାନକୁ ଶୁଭୁ ନ ଥିଲା କି: ନେତାନ୍ୟାହୁଙ୍କ ପ୍ରଶ୍ନ…

ଜେରୁଜେଲମ,୬।୧୨ : ଅସ୍ତ୍ରବିରତି ପରେ ଇସ୍ରାଏଲ ଦକ୍ଷିଣ ଗାଜାରେ ହମାସ ବିରୁଦ୍ଧରେ ଆକ୍ରମଣକୁ ତୀବ୍ର କରିଛି। ମଙ୍ଗଳବାର ପଖାନ ୟୁନିସ ସହରର ପୂର୍ବ ଅଞ୍ଚଳରେ ଇସ୍ରାଏଲର ଟ୍ୟାଙ୍କଗୁଡ଼ିକ ପ୍ରବଳ ଗୁଳି ଚଳାଇଛନ୍ତି। ଏହି ଯୁଦ୍ଧରେ ହଜାର ହଜାର ମହିଳା ଏବଂ ନିରୀହ…

ପିଲାଙ୍କ ପାଇଁ ହେବ ‘ଅପାର କାର୍ଡ’, ଜାଣନ୍ତୁ କେଉଁ କାମରେ ଲାଗିବ…

ନୂଆଦିଲ୍ଲୀ,୬।୧୨: ଆଧାରକାର୍ଡ ଏବେ ଆମ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇଯାଇଛି। ରାଶନ ଦୋକାନରୁ ଆରମ୍ଭ କରି ସିମ କାର୍ଡ କିଣିବା ପର୍ଯ୍ୟନ୍ତ ସବୁଠି ଆଧାର ଦରକାର ପଡୁଛି। ଏବେ ସରକାର ଏହିପରି ଆଉ ଏକ କାର୍ଡ ଆପଣଙ୍କ ପିଲାମାନଙ୍କ ପାଇଁ…

ଅନଲାଇନ୍‌ରେ ଗ୍ରୋସରୀ ସାମଗ୍ରୀ ମଗାଇଥିଲେ ବ୍ୟକ୍ତି; ପ୍ୟାକେଟ୍‌ ଭର୍ତ୍ତି ମଳ ପଠାଇଲା କମ୍ପାନୀ; ପୁରା ଘଟଣା ଜାଣିଲେ…

ଆଜିକାଲି ସମୟରେ ଅନଲାଇନରେ ସାମଗ୍ରୀ କିଣିବା ସାଧାରଣ କଥା। ହେଲେ ଅନେକ ଥର ମଗାଇଥିବା ସାମଗ୍ରୀ ବଦଳରେ ଭିନ୍ନ ଜିନିଷ ହସ୍ତଗତ ହୋଇଥାଏ। ଏହାର ଅନେକ ନଜିର ରହିଛି। ଏବେ ବ୍ରିଟେନରେ ଏଭଳି ଏକ ମାମଲା ସାମ୍ନାକୁ ଆସିଛି, ଯାହାକୁ ଜାଣିଲେ…

ପାଣ୍ଡ୍ୟାଙ୍କ ମଜା ଉଡାଇଲେ ଅଜୟ ଜାଡେଜା: କହିଲେ- ସେ ଜଣେ ଭଲ ଖେଳାଳି ହେଲେ…

ନୂଆଦିଲ୍ଲୀ,୬।୧୨: ନିକଟରେ ଗୁଜରାଟ ଟାଇଟନ୍ସରୁ ମୁମ୍ବାଇ ଇଣ୍ଡିଆନ୍ସକୁ ପ୍ରତ୍ୟାବର୍ତ୍ତନ କରିଥିବା ହାର୍ଦ୍ଦିକ ପାଣ୍ଡ୍ୟା ଲଗାତାର ଭାବେ ଚର୍ଚ୍ଚାରେ ରହୁଛନ୍ତି। ତାଙ୍କ ଅଧିନାୟକତ୍ୱରେ ଦୁଇ ବର୍ଷ ଧରି ଗୁଜରାଟ ଜବରଦସ୍ତ ପ୍ରଦର୍ଶନ କରିଥିଲା। ବିଶେଷକରି ଡେବ୍ୟୁ ସିଜନରେ ଦଳ ଟୁର୍ନାମେଣ୍ଟରେ ବିଜେତା ହୋଇଥିବା…

ଭାଜପା ପ୍ରାର୍ଥୀ ହାରିବା ପରେ ଅଧା ନିଶ-କେଶ କାଟିଲେ କାର୍ଯ୍ୟକର୍ତ୍ତା

ରାୟପୁର,୬।୧୨: ଛତିଶଗଡର ବିଧାନସଭା ନିର୍ବାଚନରେ ନେତା ଏବଂ ସେମାନଙ୍କ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ରାଜନୈତିକ ଦଳର ନେତାଙ୍କ ସହ ସେମାନଙ୍କ କର୍ମୀମାନେ ମଧ୍ୟ ନିର୍ବାଚନରେ ଭାଗ ନେଇଥିଲେ। କର୍ମୀମାନେ ମଧ୍ୟ ତାଙ୍କ ନେତାଙ୍କୁ ଜିତାଇବା ପାଇଁ କୌଣସି ସୁଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri