Home

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ ଉତ୍ତେଜନା ମଧ୍ୟରେ, ରାଜ୍ୟ ସରକାର ନ୍ୟାୟିକ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ପ୍ରସ୍ତୁତ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌ କରି ଅର୍ଥ ହଡ଼ପ କରାଯାଇଥିବା ଅଭିଯୋଗ କରି ଶାଶନ ପଞ୍ଚାୟତର ପ୍ରଶାନ୍ତ ମହାନ୍ତି,…

‘ସୂର୍ଯ୍ୟବଂଶୀଙ୍କ ଉପରେ ଖୁବ ଶୀଘ୍ର ବଢ଼ିବ ଚାପ, ତେଣୁ ଏବେ…’: ଭାଇରାଲ ହେଉଛି ଅଶ୍ୱିନଙ୍କ ବିଶେଷ ଉପଦେଶ

ନୂଆଦିଲ୍ଲୀ,୨୬।୬: ପୂର୍ବତନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀଙ୍କୁ ମୂଲ୍ୟବାନ ପରାମର୍ଶ ଦେଇ କହିଛନ୍ତି ଯେ ଏହି ପର୍ଯ୍ୟାୟରେ ସେ କୌଣସି ଚାପ ବିନା ତାଙ୍କ ଖେଳକୁ ଉପଭୋଗ କରିବା ଉଚିତ। ସେ ବିଶ୍ୱାସ କରନ୍ତି ଯେ…

ମୋତେ ମଦ ଦିଅ…ଜେଲ୍‌ରେ ଥାଇ ପୋଲିସ ଆଗରେ ଏମିତି ଡିମାଣ୍ଡ କଲେ ସିୟା

ପୁଣେ,୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁକୁ ନେଇ ଥମୁନି ଚର୍ଚ୍ଚା। ଏହି ଘଟଣାରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛି। ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ ଚେତନ ଚୌଧୁରୀ କେତନଙ୍କୁ ମହାରାଷ୍ଟ୍ରର ଲୋହାଗଡ ଦୁର୍ଗକୁ…

ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ମ୍ୟାଚ ପୂର୍ବରୁ, ଆୟର୍ଲାଣ୍ଡ ଖେଳାଳି ଦେଲେ ବଡ଼ ବୟାନ କହିଲେ -‘ସେ ୧୫ ବର୍ଷ ବୟସର ଆଉ…’

ନୂଆଦିଲ୍ଲୀ,୨୬।୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଆଜି, ଅର୍ଥାତ ଶୁକ୍ରବାର ଜୁନ ୨୬ରେ ଅନୁଷ୍ଠିତ ହେବ। ଏହି ମ୍ୟାଚରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଅନ୍ତର୍ଜାତୀୟ ମ୍ୟାଚରେ ଡେବ୍ୟୁ କରିପାରନ୍ତି। ଡେବ୍ୟୁ କରିବା ପରେ, ବୈଭବ…

ବଲିଉଡ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କଲେ ଶାହରୁଖ

ବଲିଉଡର କିଙ୍ଗ୍‌ ଶାହରୁଖ ଖାନ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କରିଛନ୍ତି। ଏହି କୃତିତ୍ୱ ପାଇଁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ। ୨୫ ଜୁନ ୧୯୯୨ରେ ବଲିଉଡର ସବୁଠାରୁ ବଡ଼ ଷ୍ଟାରମାନଙ୍କ ମଧ୍ୟରୁ ଜଣେ ଶାହରୁଖ ହିନ୍ଦୀ ଚଳଚ୍ଚିତ୍ର ଶିଳ୍ପରେ ଡେବ୍ୟୁ…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଉଦ୍ୟମ

ରାଜନଗର,୨୬ା୬(ଭାସ୍କର ରାଉତରାୟ): ସମଗ୍ର ରାଜ୍ୟରେ କେଉଁଠି କେଉଁଠି ବେଆଇନ ବାଲି ଚାଲାଣକୁ ନେଇ ପୋଲିସ ପ୍ରଶାସନଙ୍କ ସହିତ ମାଫିଆଙ୍କର ମୁକାବିଲା ଏପରକି ଆକ୍ରମଣ ଭଳି ଅନେକ ଘଟଣା ସାମ୍ନାକୁ ଆସୁଛି। ଶୁକ୍ରବାର ରାଜନଗର ଭଳି ଶାନ୍ତିପୂର୍ଣ୍ଣ ଜାଗାରେ ବାଲି ବୋଝେଇ ଟ୍ରକ୍‌କୁ…

୩୦ ବର୍ଷ ସଂଘ ପରେ ୬୩ ପରିବାରକୁ ମିଳିଲା ଜଙ୍ଗଲ ଜମି ପଟ୍ଟା

ଥୁଆମୂଳ ରାମପୁର,୨୬ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ପଞ୍ଚାୟତର ଅଣ-ସର୍ଭେ ଗ୍ରାମ ସେମେଲପଦରର ୬୩ଟି ବନବାସୀ ପରିବାରକୁ ବହୁ ପ୍ରତୀକ୍ଷିତ ବ୍ୟକ୍ତିଗତ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଛି। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ ତାଙ୍କ ବିଧବା ଭଉଣୀଙ୍କ ସହ ଝଗଡ଼ା କଲେ, ତା’ପରେ ତାଙ୍କୁ ଛୁରି ମାରି…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ ସମସ୍ତ ବିଭାଗ ଉଚ୍ଚ ପଦାଧିକାରୀ ଗଣ ଶୁକ୍ରବାର ପୂର୍ବାହ୍ନ ୧୦.୩୦ରେ ପରିଦର୍ଶନ କରିଥିଲେ।…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ ଡାକ୍ତରୀ ଦଳ। କିଛି ଦିନ ତଳେ ଜଣେ ଶିଶୁର ଶରୀରରୁ ତୀର ବାହାର…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ ବିଜେଡିର ମଙ୍ଗ ସମ୍ଭାଳିବେ ବୋଲି ଚର୍ଚ୍ଚା ହେଉଛି। ଏସବୁ ମଧ୍ୟରେ ଶୁକ୍ରବାର ଶଙ୍ଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?