Home

ପିକ୍‌ନିକ୍‌ ବସ୍‌ ସହ ଟ୍ରେଲର-ହାଇଓ୍ବା ମୁହାଁମୁହିଁ: ୩୫ ଆହତ, ୫ ଗୁରୁତର

ପରଜଙ୍ଗ,୪ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ଼ ଥାନା ୧୪୯ ନଂ ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ଗୁରୁବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଏକ ପିକ୍‌ନିକ୍‌ ବସ୍‌ ସହିତ ଟ୍ରେଲର ଓ ହାଇଓ୍ବାର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୫…

ଅସୁସ୍ଥ ହେଲେ ଡାକ୍ତରଖାନା ନ ଯାଇ ମନ୍ଦିରକୁ ଯିବା କି? ରାମ ମନ୍ଦିର ନେଇ ତେଜସ୍ବୀଙ୍କ ପ୍ରଶ୍ନର ଭାଜପା ଦେଲା ଜବାବ…

ପାଟନା,୪।୧ : ୨୨ ଜାନୁୟାରୀ ୨୦୨୪ ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମକୁ ନେଇ ବିହାର ଡେପୁଟି ସିଏମ ତେଜସ୍ବୀ ଯାଦବ ଭାଜପା ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଭାଜପା ଏବଂ…

ମୁଁ ଜଣେ ସଚ୍ଚୋଟ ବ୍ୟକ୍ତି, ମୋ ଛବି ଖରାପ କରୁଛି ଭାଜପା: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୪।୧: ଦିଲ୍ଲୀ ମଦ ନୀତି ଘୋଟାଲା ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଅଡୁଆ ବଢିବାରେ ଲାଗିଛି। ତାଙ୍କୁ ବାରମ୍ବାର ଇଡି ସମନ କରୁଛି। ଏନେଇ କେଜ୍‌ରିୱାଲ କହିଛନ୍ତି, ସିବିଆଇ ମୋତେ ୮ ମାସ ପୂର୍ବରୁ ଡକାଇଥିଲା, ମୁଁ ଯାଇଥିଲି। କିନ୍ତୁ ଇଡି…

କଂଗ୍ରେସରେ ଯୋଗଦେଲେ ଶର୍ମିଳା

ହାଇଦ୍ରାବାଦ୍‌,୪।୧: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ଓ୍ବାଇଏସ୍‌ ଶର୍ମିଳା ଗୁରୁବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସେ କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଏମ୍‌ପି ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ଦଳର ସଦସ୍ୟତା ଗ୍ରହଣ କରିଥିଲେ। ଶର୍ମିଳା…

Cyber Kidnapping: ୧୭ ବର୍ଷ ବୟସ୍କ ଛାତ୍ର ହେଲେ ଶିକାର, ମୁକ୍ତି ପାଇଁ ୬୬ ଲକ୍ଷ ଟଙ୍କା ଦେଲେ…

ବେଜିଂ,୪।୧ : ସମ୍ପ୍ରତିି ପ୍ରାୟ ସମସ୍ତଙ୍କର ପାଖରେ ମୋବାଇଲ ଫୋନ ଅଛି ଏବଂ ସେମାନେ ଇଣ୍ଟରନେଟ ବ୍ୟବହାର କରିଥାନ୍ତି। ଇଣ୍ଟରନେଟର ବ୍ୟବହାର ବୃଦ୍ଧି ପାଉଥିବାରୁ ସାଇବର ଠକେଇ ମାମଲା ମଧ୍ୟ ବଢ଼ିିବାରେ ଲାଗିଛି। ଅନେକ ଲୋକ ଏହାର ଶିକାର ହେଉଛନ୍ତି। ସାଇବର…

ପୂର୍ବତନ ସ୍ତ୍ରୀଙ୍କୁ ଚୁମ୍ବନ ଦେଲେ ଅମିର ଖାନ୍‌

ଅଭିନେତା ଅମିର ଖାନଙ୍କ ଝିଅ ଇରା ନୁପୁର ଶିଖରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଉଭୟଙ୍କ କୋର୍ଟରେ ବିବାହ ହୋଇଛି। ସୋସିଆଲ ମିଡିଆରେ ଇରା ଏବଂ ନୁପୁରଙ୍କ ବିବାହ ଫଟୋ ଭାଇରାଲ ହେଉଛି। ଝିଅ ଇରାଙ୍କ ବିବାହରେ ଅମିରଙ୍କୁ ମଜାଦାର ଶୈଳୀରେ…

ତେଲ ଟ୍ୟାଙ୍କର-ଟ୍ରକ୍‌ ମୁହାଁମୁହିଁ: ଜିଅନ୍ତା ଜଳିଗଲେ ଡ୍ରାଇଭର

ବାରିପଦା,୪ା୧: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଘାଟି ଉପରେ ଗୁରୁବାର ସକାଳୁ ଏକ ତେଲ ଟ୍ୟାଙ୍କର ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହେବାରୁ ଟ୍ୟାଙ୍କର ଡ୍ରାଇଭର ଜିଅନ୍ତା ଜଳିଯାଇଛନ୍ତି। ଟ୍ରକ୍‌ ଡ୍ରାଇଭର ଟ୍ରକ୍‌ ତଳେ ଚାପି ହୋଇରହିଛନ୍ତି। ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ…

ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ

ଭୁବନେଶ୍ୱର,୪ା୧: ରାଜ୍ୟରେ ଗୁରୁବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଜେଏନ୍‌.୧ ନାମକ ଏକ ଭାରିଆଣ୍ଟ ୨ ରୋଗୀଙ୍କଠାରେ ଚିହ୍ନଟ ହୋଇଛି। ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସ୍ବାସ୍ଥ୍ୟ…

ଜୋତାରେ କୋଲ୍ଡ ଡ୍ରିଙ୍କ୍ସ ଢାଳି ପିଇଲେ ଦମ୍ପତି: ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆ ଏକ ଏମିତି ସ୍ଥାନ, ଯେଉଁଠି ବିଭିନ୍ନ ପ୍ରକାରର ଭିଡିଓ ପ୍ରତିଦିନ ଏଠାରେ ଭାଇରାଲ ହୁଏ। କିଛି ଭିଡିଓ ଅଛି ଯାହା ହସିାକୁ ବାଧ୍ୟ କରିଥାଏ। ତେଣୁ କିଛି ଭିଡିଓ ଅଛି ଯାହା ଦେଖିବା ପରେ ଆପଣଙ୍କୁ ଦ୍ୱନ୍ଦ୍ୱରେ ପକାଇଥାଏ।…

ନୂଆପଡ଼ା ଜିଲାରେ ବାଘ, ଭାଲୁ ଆତଙ୍କ; ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ବନ୍ୟପ୍ରାଣୀ

ନୂଆପଡ଼ା,୪।୧(ମକାରୁ ବେମାଲ): ନୂଆପଡ଼ା ଜିଲାରେ ବାଘ ଓ ଭାଲୁ ଆତଙ୍କ ଲାଗି ରହିଛି। ଫଳରେ ଲୋକଙ୍କ ଜୀବନଯାତ୍ରା ଉପରେ ଏହାର ପ୍ରଭାବ ଦେଖିବାକୁ ମିଳୁଛି। ପ୍ରାତଃଭ୍ରମଣ କରିବା, ଜମିକୁ ଚାଷ କାମ କରିବାକୁ ଯିବା ଲାଗି ଲୋକେ ଭୟ କରୁଛନ୍ତି। ଏପରିକି…

ଆଜିଠୁ ଛାତ୍ରୀଛାତ୍ରଙ୍କୁ ଏନ୍‌ଇଇଟି, ଜେଇଇ କୋଚିଂ; ୮ଟାରୁ ୧୦ଟା କମ୍ବାଇନ୍‌ଡ ୱାର୍ମ ଅପ୍‌ କ୍ଲାସ୍‌

ଭୁବନେଶ୍ୱର, ୪।୧(ଅସମାପିକା ସାହୁ): ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଯୋଗିତାମୂଳକ ଦକ୍ଷତା ବୃଦ୍ଧି ପାଇଁ ଗୁରୁବାରଠାରୁ ଏନ୍‌ଇଇଟି ଏବଂ ଜେଇଇ ଆଶାୟୀଙ୍କୁ ଅନ୍‌ଲାଇନ୍‌ କୋଚିଂ ମିଳିବ। ସମ୍ପୂର୍ଣ୍ଣ ରୂପେ ଆଭାସି…

୧୩.୩ ସେକେଣ୍ଡରେ ୧୦ ହଳ ଅନ୍ତଃବସ୍ତ୍ର ପିନ୍ଧି ବିଶ୍ୱରେକର୍ଡ କଲେ ଏହି ବ୍ୟକ୍ତି

ସୋସିଆଲ ମିଡିଆରେ ଅନେକ ଥର ଆଶ୍ଚର୍ଯ୍ୟଜନକ ଭିଡିଓଗୁଡ଼ିକ ଭାଇରାଲ ହୋଇଥାଏ। ଆଜିକାଲି ସୋସିଆଲ ମିଡିଆରେ ଏକ ଭାଇରାଲ ଭିଡିଓ ବିଷୟରେ ଅନେକ ଆଲୋଚନା ହେଉଛି। ନିକୋଲାସ ମ୍ୟାନିଂ ନାମକ ଜଣେ ବ୍ୟକ୍ତି ୧୩.୩ ସେକେଣ୍ଡରେ ୧୦ ହଳ ଅନ୍ତଃବସ୍ତ୍ର ପିନ୍ଧି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?