ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବିଜେଡି ବିଧାୟକ: କହୁ କହୁ କହିଦେଲେ…
ଭୁବନେଶ୍ୱର,୮ା୧୨(ରବିନାରାୟଣ ଜେନା):ମା’ ତାରିଣୀଙ୍କ ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତକୁ ନେଇ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଆମେ ଏମିତି ଜଣେ ନେତା ପାଇଛେ, ଯାହାଙ୍କ ହାତରେ କେନ୍ଦୁଝର ଦାୟିତ୍ୱ ଦେଇ…
ରହସ୍ୟମୟ ସମୁଦ୍ର: ଯେଉଁଥିରେ କେହି କେବେ ବୁଡ଼ିଯିବେ ନାହିଁ, କାରଣ ଜାଣିଲେ…
ପୃଥିବୀର ପ୍ରାୟ ୭୧ ପ୍ରତିଶତ ଅଞ୍ଚଳ ଜଳ ଆଚ୍ଛାଦିତ। ଏହି କାରଣରୁ ପୃଥିବୀକୁ ନୀଳ ଗ୍ରହ ମଧ୍ୟ କୁହାଯାଏ। ପୃଥିବୀପୃଷ୍ଠର ପ୍ରାୟ ୯୭ ପ୍ରତିଶତ, ମହାସାଗରରେ ଲୁଣିଆ ପାଣି ରହିଛି। କେବଳ ତିନି ପ୍ରତିଶତ ପାଣି ମଧୁର, ଏବଂ ଏହାର ଅଧିକାଂଶ…
ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…
ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ ହୋଇଛି। ମୃତଦେହଟି ପ୍ରାୟ ତିନି ଚାରି ଦିନ ତଳର ହୋଇଥିବା ପୋଲିସ…
‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି
ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଏବଂ ପୂର୍ବତନ ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଂହ ସିଦ୍ଧୁଙ୍କ ରାଜନୀତିକୁ ଫେରିବା…
ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…
ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ରଖାଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ହ୍ୟୁମାନଙ୍କ ସ୍ତ୍ରୀ…
ରାଜନୀତି ଭୁଲି ଗୋଟିଏ ମଞ୍ଚରେ ଏକାଠି ନାଚିଲେ କଙ୍ଗନା, ମହୁଆ, ସୁପ୍ରିୟା, ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୭।୧୨: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଜେପି ସାଂସଦ ଏବଂ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ, ଟିଏମସି ସାଂସଦ ମହୁଆ ମୋଇତ୍ରା ଏବଂ ଏନସିପି (ସପା) ସାଂସଦ ସୁପ୍ରିୟା ସୁଲେଙ୍କୁ ମଞ୍ଚ ଉପରେ…
ଇନ୍ଷ୍ଟାଗ୍ରାମରେ ପରସ୍ପରକୁ ଅନ୍ଫଲୋ କଲେ ପଲାଶ-ସ୍ମୃତି
ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ କରିଛନ୍ତି। ଏହା ପରେ ସେମାନେ ଇନ୍ଷ୍ଟାଗ୍ରାମରେ ପରସ୍ପରକୁ ଅନଫଲୋ ମଧ୍ୟ କରିଛନ୍ତି। ସ୍ମୃତି କହିଛନ୍ତି,…
ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…
ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଏହାକୁ ନେଇ ଚାଷୀ…
ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…
ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ ମା’ଙ୍କୁ ଭେଟି ସମବେଦନା ଜଣାଇଛନ୍ତି ଅନୁଭବ। ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍ ହାଇସ୍କୁଲ ପଡିଆ…
ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା
ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ ଦିନ ପାଇଁ ଜାରି ରହିଛି, ରବିବାର ଦିଲ୍ଲୀ ଏବଂ ମୁମ୍ବାଇ ଭଳି ପ୍ରମୁଖ ବିମାନବନ୍ଦରରେ…
ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍ ବୁମ୍ରା
ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍ ଟିମ୍ର ଷ୍ଟାର ବୋଲର୍ ଯଶପ୍ରୀତ ବୁମ୍ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି ପହଞ୍ଚିଛନ୍ତି ବୁମ୍ରା। ବିଶ୍ବର ଶ୍ରେଷ୍ଠ ବୋଲର ବୁମ୍ରାଙ୍କୁ ଦେଖିବାକୁ ଟ୍ବିନ୍ସିଟିରେ ବହୁ କ୍ରେଜ୍ ରହିଛି।…
ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି
ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ କମ୍ପାନୀ, ଇଣ୍ଟରଗ୍ଲୋବ ଆଭିଏଶନ କହିଛି ଯେ ଏହି ଦଳ ପରିସ୍ଥିତି ଉପରେ ନଜର ରଖିବ…
Archives


