Home

ଆଜି ମୋଦିଙ୍କ ବାରାଣସୀ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଶାହଜାହାନପୁର,୨।୧(ପି.ଟି.): ବନାରସ୍‌ ହିନ୍ଦୁ ବିଶ୍ୱବିଦ୍ୟାଳୟ (ବିଏଚ୍‌ୟୁ) ଆଇଆଇଟି କ୍ୟାମ୍ପସ୍‌ ମଧ୍ୟରେ ଜଣେ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାରେ ଭାଜପାର ସ୍ଥାନୀୟ ନେତା ସମ୍ପୃକ୍ତ ଥିବା ଜଣାପଡ଼ିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାରାଣସୀ ନିର୍ବାଚନମଣ୍ଡଳୀ କାର୍ଯ୍ୟାଳୟକୁ ଘେରାଉ କରିବ ବୋଲି କଂଗ୍ରେସ କହିଛି।…

ଦେଶରେ ୧୯୬ ଜେଏନ୍‌.୧ ମାମଲା

ନୂଆଦିଲ୍ଲୀ,୨।୧(ପି.ଟି.): ଭାରତରେ ବର୍ତ୍ତମାନ ସୁଦ୍ଧା କୋଭିଡ୍‌-୧୯ର ସବ୍‌ଭାରିଆଣ୍ଟ ଜେଏନ୍‌.୧ ସଂକ୍ରମଣ ୧୯୬ରେ ପହଞ୍ଚତ୍ଛି। ଆଇଏନ୍‌ଏସ୍‌ଏସିଓଜି ତଥ୍ୟରୁ ଏହା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟ ଏବଂ କେନ୍ଦ୍ରଶାସିିତ ଅଞ୍ଚଳକୁ ଉକ୍ତ ଭାରିଆଣ୍ଟ ସଂକ୍ରମଣ କଲାଣି। କେରଳରେ ସର୍ବାଧିକ…

ଗର୍ଲଫ୍ରେଣ୍ଡଙ୍କୁ ସମସ୍ତଙ୍କ ସାମ୍ନାରେ ଚୁମ୍ବନ ଦେଲେ ଆର୍ଜେଣ୍ଟିନା ରାଷ୍ଟ୍ରପତି: ଭିଡିଓ ଭାଇରାଲ୍‌

ବୁନେରସ୍‌ ଆରାଇସ୍‌,୨।୧: ଆଜିକାଲି ଆର୍ଜେଣ୍ଟିନାର ନୂତନ ରାଷ୍ଟ୍ରପତି ଜାଭିୟର୍‌ ମିଲି ଚର୍ଚ୍ଚାରେ ଅଛନ୍ତି। ସେ ଏକ ସାର୍ବଜନୀନ ପ୍ଲାଟଫର୍ମରେ ଏପରି କାର୍ଯ୍ୟ କରିଛନ୍ତି, ଯାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ମିଲି…

ଦକ୍ଷିଣ କୋରିଆର ବିରୋଧୀ ନେତା ଲି ଜେ ମ୍ୟୁଙ୍ଗଙ୍କ ଉପରକୁ ଛୁରିରେ ଆକ୍ରମଣ: ଦେଖନ୍ତୁ ଭିଡିଓ

ସିଓଲ,୨।୧: ଦକ୍ଷିଣ କୋରିଆର ବିରୋଧୀ ଦଳ ନେତା ଲି ଜେ ମ୍ୟୁଙ୍ଗଙ୍କ ଉପରକୁ ଛୁରିରେ ଆକ୍ରମଣ କରାଯାଇଛି। ଯେତେବେଳେ ସେ ପ୍ରେସ କନଫରେନ୍ସ କରୁଥିଲେ ସେହି ସମୟରେ ତାଙ୍କ ଉପରକୁ ଏହି ଆକ୍ରମଣ କରାଯାଇଛି। ଦକ୍ଷିଣ କୋରିଆର ନ୍ୟୁଜ ଏଜେନ୍ସି ୟୋନହାପ…

ଶେଷରେ ସତ ମାନିଲେ ଚାଇନା ରାଷ୍ଟ୍ରପତି

ବେଜିଂ,୨।୧: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ନୂଆ ବର୍ଷ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ ଦେଶର ବୁଡ଼ି ଯାଉଥିବା ଅର୍ଥନୀତି ବିଷୟରେ କହିଥିଲେ। ସେ ସ୍ବୀକାର କରିଛନ୍ତି ସେ ଚାଇନାର ଲୋକମାନେ ସଂଘର୍ଷ କରୁଛନ୍ତି। ଲୋକମାନେ ଚାକିରି…

ବିଚ୍‌ ରାସ୍ତାରେ ପୋଲିସ ଅଧିକାରୀଙ୍କୁ ଜବରଦସ୍ତ କିସ୍‌ କଲେ ଯୁବକ ଭିଡିଓ ଭାଇରାଲ

ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାରର ଭିଡିଓ ଦେଖିବାକୁ ମିଳେ। ଯାହା ବେଳେବେଳେ ଭାଇରାଲ ହୋଇଥାଏ। ସେହି ଭିଡିଓଗୁଡିକ ମଧ୍ୟରୁ କେତେକ ଭଲ ହୋଇଥିବାବେଳେ କେତେକ ଭିଡିଓକୁ ଅନେକେ ନିନ୍ଦା କରିଥାଆନ୍ତି। ଆଜିକାଲି, ଯଦି କେହି କୌଣସି କାମ କରନ୍ତି, ଲୋକମାନେ ତୁରନ୍ତ…

ପ୍ରଥମେ ନୋଟ୍‌ ଚିରି ଉଡାଇଲେ, ପରେ କଲେ ଜବରଦସ୍ତ ଡ୍ୟାନ୍ସ: କୋହଲିଙ୍କ ଭିଡିଓ ହେଉଛି ଭାଇରାଲ୍‌

ନୂଆଦିଲ୍ଲୀ,୨।୧: ବିରାଟ କୋହଲି ତାଙ୍କ ଯୁଗର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ମାନଙ୍କ ମଧ୍ୟରେ ଗଣାଯାଏ। ତାଙ୍କ ଫଲୋ କରୁଥିବା ପ୍ରଶଂସକ କେବଳ ଭାରତରେ ନୁହେଁ, ସମଗ୍ର ବିଶ୍ୱରେ ଅଛନ୍ତ। ତେବେ ସୋସିଆଲ ମିଡିଆରେ ବିରାଟ କୋହଲିଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି…

ଲାଲ ଗ୍ରହରେ ଇତିହାସ ରଚିଲେ ଭାରତୀୟ ମହିଳା

ଓ୍ବାଶିଂଟନ,୨।୧: ଭାରତର ଝିଅ ରେଡ ପ୍ଲାନେଟ ବା ଲାଲ ଗ୍ରହରେ ଇତିହାସ ସୃଷ୍ଟି କରିଛନ୍ତି। ନାସାର ବୈଜ୍ଞାନିକ ଡକ୍ଟର ଅକ୍ଷତା କୃଷ୍ଣମୂର୍ତ୍ତି ମଙ୍ଗଳ ଗ୍ରହରେ ରୋଭର ଚଳାଇବାରେ ପ୍ରଥମ ଭାରତୀୟ ମହିଳା ହୋଇଛନ୍ତି। ଅକ୍ଷତା ଭାରତର ମାସାଚୁସେଟ୍ସ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜିରୁ…

୭ ଘଣ୍ଟାରେ ୬୦ ଥର ଥରିଲା ଜାପାନ, ଲୋକେ ଭୟଭୀତ

ଟୋକିଓ,୨।୧: ଜାନୁୟାରୀ ୧ ସୋମବାର ଅର୍ଥାତ୍‌ ନୂଆବର୍ଷରେ ସ୍ଥାନୀୟ ସମୟ ଅପରାହ୍ନ ୪ଟା ସମୟରେ କେନ୍ଦ୍ରୀୟ ଜାପାନର ପଶ୍ଚିମ ଉପକୂଳରେ ଥିବା ଇଶିକାୱା ପ୍ରିଫେକ୍ଟରର ନୋଟୋ ଉପଦ୍ୱୀପ ନିକଟରେ ୭.୬ ମ୍ୟାଗ୍ନିଚ୍ୟୁଡର ଏକ ଶକ୍ତିଶାଳୀ ଭୂକମ୍ପ ଘଟି ଅନେକ ଘର ଭୁଶୁଡ଼ିବା,…

ମଣିପୁରରେ ପୁଣି ହିଂସା: ୩ ଜଣଙ୍କୁ ଗୁଳି କରି ହତ୍ୟା, ଅନେକ ଜିଲାରେ କର୍ଫ୍ୟୁ

ଇମ୍ଫାଲ,୧।୧: ସୋମବାର ସାରେ ମଣିପୁରର ଥୌବାଲ ଜିଲାରେ ତିନି ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ୫ ଜଣ ଆହତ ହୋଇଥିବା ଅଭିଯୋଗ ହୋଇଛି। ଯାହା ପରେ ପୁଣିଥରେ ରାଜ୍ୟର ପାଞ୍ଚଟି ଉପତ୍ୟକା ଜିଲାରେ କର୍ଫ୍ୟୁ ଲାଗୁ କରାଯାଇଛି। ଅଧିକାରୀ…

ଜାନୁୟାରୀ ୨୨ପରେ ତ୍ରେତୟା ଯୁଗ କଥା ମନେପଡ଼ିଯିବ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୧।୧:କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନୂଆ ବର୍ଷର ପ୍ରଥମ ଦିନ ସୋମବାର ୟୁପିରେ ମଥୁରା ପରିଦର୍ଶନ କରିଛନ୍ତି। ଏହି ସମୟରେ ରାଜନାଥ ସିଂ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୃନ୍ଦାବନରେ ବାଳିକାମାନଙ୍କ ପାଇଁ ‘ସମ୍ବିଦ…

ଭାରତ-ପାକିସ୍ତାନ ପରସ୍ପର ମଧ୍ୟରେ ଶେୟାର କଲେ ଏହି ଲିଷ୍ଟ: ୩୨ ବର୍ଷ ହେବ ଚାଲିଛି ପରମ୍ପରା

ନୂଆଦିଲ୍ଲୀ,୧।୧: ୩୨ ବର୍ଷ ପୁରୁଣା ପରମ୍ପରାକୁ ଜାରି ରଖି ଭାରତ ଏବଂ ପାକିସ୍ତାନ ଦ୍ୱିପାକ୍ଷିକ ଚୁକ୍ତିନାମା ଅନୁଯାୟୀ ନ୍ୟୁକ୍ଲିୟର୍‌ ଇନ୍‌ଷ୍ଟାଲେଶନର ତାଲିକା ଆଦାନପ୍ରଦାନ କରିଛନ୍ତି। ଏହି ଚୁକ୍ତି ଉଭୟ ପକ୍ଷକୁ ପରସ୍ପରର ଆଟମିକ୍‌ ଫାସିଲିଟିଜ୍‌ ଉପରେ ଆକ୍ରମଣ କରିବାକୁ ରୋକିଥାଏ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?