Home

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ ଶେଷରେ ୮ଟି ଦଳ ଫାଇନାଲ୍‌ରେ ନିଜର ସ୍ଥାନ ପକ୍କା କରିଛନ୍ତି। ଶନିବାର ଚୂଡ଼ାନ୍ତ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ ଉପରେ ପ୍ରଶ୍ନ ଉଠାଇଛନ୍ତି। ପରିସ୍ଥିତି ବଢୁଥିବା ଦେଖି, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା ପାଇଁ ଅଗଷ୍ଟ ୮ରେ ସମସ୍ତ ରାଜ୍ୟର ସଂସଦ (ସାଂସଦ) ମାନଙ୍କର ଏକ ବୈଠକ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର ଅଭାବ ଦୀର୍ଘ ବର୍ଷ ଧରି ରହିଥିବା ବେଳେ ଅନ୍ତେବାସୀମାନେ ବାରମ୍ବାର ଶିକ୍ଷକମାନଙ୍କୁ ଅଭିଯୋଗ…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ ନାୟକ (୨୮) ଏବଂ ଅନ୍ୟ ଜଣେ ନାବାଳକ ବୋଲି ତଦନ୍ତକାରୀ ଅଧିକାରୀ ବାସନ୍ତୀ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ ହେଉଥିବା ଖେଳାଳି ହେଉଛନ୍ତି ରମନଦୀପ ସିଂହ, ଜଣେ ଅଲରାଉଣ୍ଡର ଯିଏ କୋଲକାତା ନାଇଟ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତଙ୍କ ଏକ ବିବୃତ୍ତି ଦୃଷ୍ଟି ଆକର୍ଷଣ କରିଛି। ସେ ମନ୍ତବ୍ୟ…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଏକ ମାଈ ହାତୀର କଙ୍କାଳ ଠାବ କରିଛି l ସୂଚନା ମୁତାବକ, ଶୁକ୍ରବାର…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଜଣାପଡ଼ିଛି। ଅପରପକ୍ଷେ ଅଗଷ୍ଟ ୧୨ ବେଳକୁ ଉତ୍ତର-ପଶ୍ଚିମ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ, ରାହାଣେ ଭବିଷ୍ୟତରେ ପ୍ରଶିକ୍ଷକ ଭାବରେ କ୍ୟାରିୟର କରିବାକୁ ଲକ୍ଷ୍ୟ ରଖିଛନ୍ତି। ସେ ତାଙ୍କର…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର ପାଇ ଶୁକ୍ରବାର ସନ୍ଧ୍ୟାରେ କେସିଙ୍ଗା କୁର୍ଲୁପଡ଼ାସ୍ଥିତ ନୂତନ ବସ୍‌ଷ୍ଟାଣ୍ଡ ନିକଟରେ ଚଢ଼ାଉ କରି…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି ସହ ୧୩ କେଜି ୨ ଶହ ଗ୍ରାମ ଗଞ୍ଜେଇ ଜବତ କରିଥିବା ଜଣାପଡ଼ିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?