Home

ଦଳ ଛାଡ଼ିଥିବା ନେତାଙ୍କୁ ମମତାଙ୍କ ଅଲ୍ଟିମେଟମ; ୧୫ ଦିନ ଭିତରେ ଫେରିଆସ, ନହେଲେ…..

କୋଲକାତା,୫ା୧୦: ବିଧାନସଭା ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ପାଇଁ ଉତ୍ତର ଦିନାଜପୁର ଜିଲା ଚୋପଡ଼ାରେ ମମତା ବାନାର୍ଜୀ ସମର୍ଥିତ ତୃଣମୂଳ କଂଗ୍ରେସ ନିଜର ସାଂଗଠନିକ ଶକ୍ତି ପ୍ରଦର୍ଶନ କରିଛି । ରବିବାର କମଳାଗାଁ-ସୁଜାଲି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଆୟୋଜିତ ଦଳୀୟ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ ପ୍ରଶଂସକଙ୍କ ମନରେ ଥିବ, ବିଶେଷକରି ଯେହେତୁ ତାଙ୍କୁ ଶେଷ ଥର ପାଇଁ ୨୦୨୬…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ

ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଖୋଲାଯିବନି କୌଣସି ନୂଆ ମଦ ଦୋକାନ । ମୁଖ୍ୟମନ୍ତ୍ରୀ ମୋହନ…

ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….

ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା ଗାଁରେ ରବିବାର ଏହି ଘଟଣା ଘଟିଛି। ଗାଁର ରାଜୁ ଦଳେଇଙ୍କ ବର୍ଷକର ପୁଅ…

ଏଇ ଭାରତରେ

ରାଜସ୍ଥାନର ଜୟପୁର ସହରର ବସ୍ତିଗୁଡ଼ିକରେଅନେକ ପିଲା ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ଭାବେ କାମ କରୁଛନ୍ତି। ଏହିସବୁ ପିଲାଙ୍କ ପାଇଁ ଶିକ୍ଷାର ଆବଶ୍ୟକତାକୁ ଉପଲବ୍ଧି କରି ଦୁଇ ଇଞ୍ଜିନିୟର ରାମ ରାଇକା ଓ ରାହୁଲ ସିଂ ସେମାନଙ୍କୁ ମାଗଣାରେ ପଢ଼ାଉଛନ୍ତି।…

ଅଦୃଶ୍ୟ ପ୍ରାଚୀର

ତଳ ମହଲାରେ ଜଣେ। ଉପର ମହଲାରେ ଆଉ ଜଣେ ଭାଇ। ମାଆ ମରିଯିବା ପରେ ଗୋଟେ ଘର ଦି’ ଭାଗ ହୋଇଗଲା। ସାମାନ୍ୟ ସମ୍ପତ୍ତି ଭାଗବଣ୍ଟା ଲାଗି ଦି’ ଭାଇ ମୁହଁ ମୋଡ଼ାମୋଡ଼ି ହୋଇଗଲେ। ଏମିତି ହୋଇଗଲା ଯେ ଦୈବାତ ମୁହଁକୁ…

ସେମିକଣ୍ଡକ୍ଟର ପ୍ରକଳ୍ପ ଓ ମରୁଭୂମିର ଚିତ୍ର

ପ୍ରତିବର୍ଷ ଜାତିସଂଘ ତରଫରୁ ଆଦିବାସୀ ଅଧିକାର ଦିବସ ଅଗଷ୍ଟ ୯ରେ ପାଳିତ ହୋଇଥାଏ। ୧୯୪୨ ମସିହାର ଏହି ଦିନରେ ମହାତ୍ମା ଗାନ୍ଧୀ କର ବା ମର ଡାକରା ଦେଇ ବ୍ରିଟିଶଙ୍କୁ ଭାରତ ଛାଡିବା ଲାଗି ବାଧ୍ୟ କରିଥିଲେ। ୨୦୨୩ ମସିହାର ଏହି…

ପ୍ରତିଦ୍ୱନ୍ଦ୍ୱିତା ବଢୁ

ଭାରତବର୍ଷରେ ସରକାରୀ ସଂସ୍ଥାଗୁଡ଼ିକର ଲକ୍ଷ୍ୟ ଲୋକକଲ୍ୟାଣ ପାଇଁ ରହିବା କଥା। କିନ୍ତୁ ସରକାରୀ ନୀତି ଉତ୍ତମ ନ ରହିବାରୁ ବହୁ ସଂସ୍ଥା କ୍ଷତିରେ ଚାଲିଥାଏ। ୧୯୯୧ରେ ଉଦାରୀକରଣ, ଘରୋଇକରଣ ଓ ଜଗତୀକରଣ (ଏଲ୍‌ପିଜି) ଉପରେ ଗୁରୁତ୍ୱ ଦିଆଯାଇଥିଲା। ପରବର୍ତ୍ତୀ ସମୟରେ କେତେକ…

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ, ଉତ୍ସାହ ଏବଂ ଉଲ୍ଲେଖନୀୟ କ୍ରୀଡ଼ା-ଭାବନା ସହ ଦେଶର ପ୍ରତିନିଧିତ୍ୱ କରିଥିବାରୁ ସେ ଖେଳାଳିମାନଙ୍କର…

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ ପାର୍ବତ୍ୟାଞ୍ଚଳରେ ଏହି ଏଣ୍ଡୁଅଟି ଦେଖିବାକୁ ମିଳିଛି। ପେରୁର ରାଜଧାନୀ ଲିମାସ୍ଥିତ ସାନ୍‌ ମାର୍କୋସ…

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର ନିର୍ଦ୍ଦେଶନାମା ରହିଛି। ମାତ୍ର ଠିକାଦାରମାନେ ଏହି ନିୟମକୁ ଭ୍ରୂକ୍ଷେପ କରୁନାହାନ୍ତି। କେଉଁଠି ବିପୁଳ…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ, ‘ସବୁଜ ଜର୍ସି (ପାକିସ୍ତାନ ଦଳର ଜର୍ସି ରଙ୍ଗ) ପିନ୍ଧି ୧୩ ବର୍ଷ ବିତାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?