Home

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ ନିଷ୍ପତ୍ତି କରିଛନ୍ତି। ଏହି ଯୋଜନା ଜରିଆରେ ରେଶମକୀଟର ବିହନ ପ୍ରସ୍ତୁତି, ରେଶମ ପ୍ରଜାତିର ସଂରକ୍ଷଣ…

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପାଇଁ ନୂତନ ପଦ ସୃଷ୍ଟି ହୋଇଛି। ବିଦ୍ୟାଳୟରେ ପୂର୍ୱରୁ ଥିବା…

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ଲାଗି ସରକାର ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେଉଛନ୍ତି। ହେଲେ ମୁଖ୍ୟ…

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର କରି ଗର୍ଭବତୀଙ୍କୁ ବୁହା ହେଉଛି ତ କେଉଁଠି ଖଟିଆରେ ବୋହି ମେଡ଼ିକାଲ ନେଉଥିବାବେଳେ ଅଧା…

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ ସ୍କୁଟି ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଖେମୁଣ୍ଡି ବ୍ଲକ ଗାଙ୍ଗପୁର ପଞ୍ଚାୟତ…

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଅପରାହ୍ନରେ ସେ ବ୍ରହ୍ମପୁରରୁ କାମସାରି ତାଙ୍କ ବାଇକ୍‌ରେ ଘରକୁ…

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା ସହିତ ଭାରତ ସିରିଜକୁ ୨-୧ରେ କବଜା କରିଛି। ଭାରତ ଆଗରେ ବିଜୟ ପାଇଁ ୨୭୧…

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ ଓ ଗଜେନ୍ଦ୍ର ସ୍ବାଇଁ। ଏହି ଖବର ଜଣାପଡ଼ିବା ପରେ ସେମାନଙ୍କୁ ବିଭିନ୍ନ ଆଡୁ ଶୁଭେଚ୍ଛାର…

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ ଦର୍ଶକଙ୍କ ପ୍ରବଳ ଭିଡ଼ ହେବ। ତେଣୁ ଏନେଇ ସ୍ବତନ୍ତ୍ର ‘ଆମ ବସ୍‌’ ଚାଲିବ। ସ୍ବତନ୍ତ୍ର…

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା ଓ ବିଜ୍ଞାନ ନିରୀକ୍ଷକ ଧିରୋଜ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ମେଳାରେ ବରଗଡ଼ ଜିଲାପାଳ…

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜନୈକ ହିତାଧିକାରୀଙ୍କ ଏମ୍‌ଜିଏନ୍‌ଆରଇଜିଏ ଯୋଜନାର କାର୍ଯ୍ୟ କୋଡ୍‌ ସୃଷ୍ଟି କରିବା ନିମନ୍ତେ ୨୫…

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ ନେବାକୁ ଆସି ବିଫଳ ହେବା ପରେ ପ୍ରେମିକ ଜଣକ ଏପରି କାଣ୍ଡ କରିଛନ୍ତି। ସୂଚନାନୁସାରେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri