Home

ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଦଳି ମାରିଦେଲା ହାତୀ, ବନ ବିଭାଗ ପହଞ୍ଚି….

ସମ୍ବଲପୁର,୨୫ା୬(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଭୀମଖୋଜ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଭୀମଖୋଜ ଗ୍ରାମ ଓରାମପଡ଼ାର ବାସିନ୍ଦା ମହେନ୍ଦ୍ର ନାୟକ (୪୬)। ଗୁରୁବାର ସକାଳ ପ୍ରାୟ ୧୦ଟା ସମୟରେ…

ବଡ଼ ଖବର: ହର୍ମୁଜ ପାର କଲା ୩୦ ଭାରତୀୟ ଜାହାଜ, ଦୂର ହେବ LPG-LNG ସଙ୍କଟ, ଜାଣନ୍ତୁ ଏବେ କେତେ ଜାହାଜ ଫସି ରହିଛନ୍ତି

ତେହରାନ,୨୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଯୋଗୁ ହର୍ମୁଜ ପ୍ରଣାଳୀ ପୁନର୍ବାର ଖୋଲିଛି, ଯାହା ଫଳରେ ସେଠାରେ ଫସି ରହିଥିବା ଜାହାଜଗୁଡ଼ିକ ସେମାନଙ୍କର ଯାତ୍ରା ପୁନର୍ବାର ଆରମ୍ଭ କରିପାରିବେ। ଏହା ଭାରତ ସମେତ ସମଗ୍ର ବିଶ୍ୱକୁ ଆଶ୍ୱସ୍ତି ଆଣିଦେଇଛି…

ବିକ୍ରି ହୋଇନପାରି ପଡିରହିଛି ହଜାର ହଜାର ପ୍ୟାକେଟ ଧାନ, ଧାରଣାରେ ବସିଲେ ଚାଷୀ

ଅତାବିରା,୨୫ା୬(ଯୁଧିଷ୍ଠିର ମହାପାତ୍ର): ରବି ଫସଲ ଧାନ କିଣାବିକା ପ୍ରକ୍ରିୟା ଆଉ ମାତ୍ର ୫ ଦିନ ପରେ ଅର୍ଥାତ୍ ଜୁନ ୩୦ ତାରିଖ ଶେଷ ହେବାକୁ ଯାଉଛି । ହେଲେ ଅତାବିରା ନିୟନ୍ତ୍ରିତ ବଜାର କମିଟି ଅଧୀନରେ ଏବେ ବି ହଜାର ହଜାର…

ଦାରିଙ୍ଗବାଡି ଯାଉଥିବା ବେଳେ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

ଦାରିଙ୍ଗବାଡି,୨୫ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଭ୍ୟାନ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ ପରିଚୟ…

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର ଜଣେ ସୈନିକ ହାପି ସିଂହ ତାଙ୍କ ପତ୍ନୀ ରମନଦୀପ କୌରଙ୍କୁ ଭାକ୍ରା କେନାଲରେ…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସୁଜାତା ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ…

ରାସ୍ତା ନାହିଁ, ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା

ମହାକାଳପଡ଼ା,୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ସାନ୍ତାଳୀ ଗାଁ ପାଣିଖିଆକୁ ଭଲ ରାସ୍ତା ନାହିଁ। ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା। ଆଦିବାସୀ ଅଧ୍ୟୁଷିତ ଏହି ଆଦିବାସୀ ସାନ୍ତାଳୀ…

ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ, ନବୀନଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ ସୁଜାତା

ଭୁବନେଶ୍ବର,୨୫ା୬: ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି । ବିଜେଡିରେ ଆଜି ସୁଜାତା କାର୍ତ୍ତିକେୟନଙ୍କ ଏଣ୍ଟ୍ରି ନେଇ…

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ ବୁଧବାର ନବରଙ୍ଗପୁର ସଂଘ ପକ୍ଷରୁ ଅତିରିକ୍ତ ଜିଲାପାଳ ପ୍ରମୋଦ କୁମାର ପୃଷ୍ଟିଙ୍କୁ ଦାବିପତ୍ର…

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ ନାଗରିକଙ୍କ ସହ ଜନ ସଂପର୍କ ଅଭିଯାନରେ ସାମିଲ୍ ହୋଇଥିଲେ । ବଶିଷ୍ଠ ନାଗରିକ,…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦ ହ୍ରାସ ପାଇଥିବା ବେଳେ ଅନ୍ୟପଟେ ରୁପା ପ୍ରତି କିଲୋଗ୍ରାମ ୨,୨୨,୩୦୦ ଏବଂ ୨,୨୭,୦୦୦…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା ଓ ରାଜ୍ୟ ବାହାରକୁ ଗୋ’ଚାଲାଣ ହେଉଛି। ଏଥିସହ ଆଉ କେତେକ ସମୟରେ ଚଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?