Home

ସନ୍ତାନ ପାଇଁ ସ୍ବାମୀ-ସ୍ତ୍ରୀ ମୁହାଁମୁହିଁ: ଛତିଶଗଡ଼ରୁ ଧାଇଁ ଆସିଥିଲେ ମା’

ଭୁବନେଶ୍ୱର,୮।୮(ତ୍ରିନାଥ ମହାନ୍ତି):ନିଜ ଛୁଆକୁ ଖୋଜି ଖୋଜି ଛତିଶଗଡ଼ରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଧାଇଁଆସିଲେ ମା’। ତେବେ ଛୁଆକୁ ଫେରାଇନେବାକୁ ଉଦ୍ୟମ କଲାବେଳେ ବିରୋଧ କଲେ ସ୍ବାମୀ। ଉଭୟ ସ୍ବାମୀ- ସ୍ତ୍ରୀ ଏହାକୁ ନେଇ ମୁହାଁମୁହିଁ ହୋଇଥିଲେ। ଖବର ପାଇ ପୋଲିସ ପହଞ୍ଚତ୍ ଉଭୟଙ୍କୁ…

Mettle Meet 2026: ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ସକାଳ ୮.୩୦ରୁ ଏହି କୁଇଜ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ଚାଲିଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମ…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା ଦେଇ ହାତୀମାନେ ଯାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି l ସ୍ଥାନୀୟ…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଯ୍ୟାଳୟ ପରିସରରେ ଚାରାରୋପଣ ଓ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ପ୍ରସ୍ତୁତ ବିଭିନ୍ନ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ ରାମ ମେହେରଙ୍କୁ ଭାରତର ସର୍ବୋଚ୍ଚ ହସ୍ତତନ୍ତ ସମ୍ମାନ ମଧ୍ୟରୁ ଅନ୍ୟତମ ‘ସନ୍ଥ କବୀର…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା କରିଥିଲା। ତେବେ ଶନିବାର ବର୍ଷାପାଗ ଲାଗି ରହିଥିବାରୁ ଏହି ଘୋଷଣାକୁ ଶନିବାର ସକାଳୁ…

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ ବ୍ୟକ୍ତି ଗ୍ରାମାଞ୍ଚଳରେ ବାସ କରିବେ ବୋଲି ଶୁକ୍ରବାର ପ୍ରକାଶିତ ଏକ ଗବେଷଣାରୁ ଜଣାପଡ଼ିଛି।…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜୀ ନିଲମ୍ବନ କରିଛନ୍ତି। ନିଲମ୍ବନ ଅବଧି ଶେଷ ନ…

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ। ଇତିମଧ୍ୟରେ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ (ମୋଟ୍ ୬ ଘଣ୍ଟା) ବରଗଡ଼ ସହରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସେବା…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଚାଳଛପର ଘରେ ରହୁଥିବା ଗରୀବ ଲୋକେ ନାକେଦମ ହେଉଛନ୍ତି। ଏହି କ୍ରମରେ…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ ମୋଟ ୨୦ ଜଣଙ୍କୁ ଗିରଫ କରାଯାଇଥିବାବେଳେ, ପ୍ରମାଣ ଅଭାବରୁ ସେମାନଙ୍କ ମଧ୍ୟରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?