ୱେଷ୍ଟର୍ନ ଡିଜିଟାଲର ନୂତନ ଉତ୍ପାଦ
ଭୁବନେଶ୍ୱର, ୧୪।୧୦: ୱେଷ୍ଟର୍ନ ଡିଜିଟାଲର ନୂତନ ଉତ୍ପାଦ ‘୨୨ ଟିବି’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ସ୍ମାର୍ଟ ଭିଡିଓ ସିସିଟିଭି ମାଧ୍ୟମରେ ଦକ୍ଷ ଟ୍ରାଫିକ ପରିଚାଳନା ପାଇଁ କେନ୍ଦ୍ରୀୟ ସଂରକ୍ଷଣ ଲାଗି ଏଚ୍ଡିଡି ପରି ଷ୍ଟୋରେଜ ସମାଧାନକୁ ପ୍ରାଥମିକତା ଦେବା ଆବଶ୍ୟକ…
ଗୁଣବତ୍ତା ଦ୍ୱାରା ଆର୍ଥିକ ବିକାଶ
ଅର୍ଥନୀତିର ବିକାଶରେ ଗୁଣବତ୍ତାଯୁକ୍ତ ମାନକ ବଜାୟ ରଖିବା ଗୁରୁତ୍ୱପୂର୍ଣ୍ଣ। ଏହାଦ୍ୱାରା ଘରୋଇ ଉତ୍ପାଦର ଚାହିଦା ଅନ୍ତର୍ଜାତୀୟସ୍ତରରେ ବୃଦ୍ଧି ପାଇପାରିଥାଏ। ଦେଶଦେଶ ମଧ୍ୟରେ ବାଣିଜ୍ୟ ସମୟରେ ଖାଦ୍ୟ ସାମଗ୍ରୀଠାରୁ ଆରମ୍ଭ କରି ପନିପରିବା ସହିତ ଅନ୍ୟ ସମସ୍ତ ଉତ୍ପାଦ କ୍ଷେତ୍ରରେ ଗୁଣବତ୍ତା ଯାଞ୍ଚ୍ର…
ସିବିଆଇର ବହୁମୁଖୀ ଋଣ ଶିବିର
ଭୁବନେଶ୍ୱର,୧୪।୧୦: ସେଣ୍ଟ୍ରାଲ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ସିବିଆଇ)ର ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ନିକଟରେ ଏକ ବହୁମୁଖୀ ଋଣ ଶିବିର ଓ ଗ୍ରାହକ ସମ୍ମିଳନୀ ଶିରିପୁରସ୍ଥିତ ଇମେଜ ସମ୍ମିଳନୀ କକ୍ଷଠାରେ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ସିବିଆଇର କୋଲକାତା ଆଞ୍ଚଳିକ କାର୍ଯ୍ୟାଳୟର ଆଞ୍ଚଳିକ…
କ୍ୱାଣ୍ଟମ ଏଏମ୍ସିର ନୂତନ ଉତ୍ପାଦ
ଭୁବନେଶ୍ୱର,୧୪।୧୦: କ୍ୱାଣ୍ଟମ ଏଏମ୍ସିର ନୂତନ ଉତ୍ପାଦ ‘କ୍ୱାଣ୍ଟମ ସ୍ମଲ୍ କ୍ୟାପ୍ ଫଣ୍ଡ’ର ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ଉତ୍ପାଦର ଏକ ନୂଆ ଫଣ୍ଡ ଅଫର (ଏନ୍ଏଫ୍ଓ)ର ଶୁଭାରମ୍ଭ କରାଯାଇଛି। ଏହ ଅଫର ୨୦୨୩ ଅକ୍ଟୋବର ୨୭ ପର୍ଯ୍ୟନ୍ତ ଉପଲବ୍ଧ। ଏ ସମ୍ପର୍କରେ…
ଅରୁନ୍ଧତୀ ଜୁଏଲର୍ସର ପ୍ରିମିୟମ କଲେକ୍ସନ ଉନ୍ମୋଚିତ
ଭୁବନେଶ୍ୱର,୧୪।୧୦: ଅରୁନ୍ଧତୀ ଜୁଏଲର୍ସର ନୂତନ ତଥା ପ୍ରିମିୟମ କଲେକ୍ସନ ‘ଅର୍କ ଓ ଅମେୟା’କୁ ଶୁକ୍ରବାର ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି। କୋଣାର୍କ ସୂର୍ଯ୍ୟମନ୍ଦିରର କଳା, ସ୍ଥାପତ୍ୟ, ସୌନ୍ଦର୍ଯ୍ୟ ଓ ପ୍ରସ୍ତର ଖୋଦେଇ କାରୁକାର୍ଯ୍ୟକୁ ନେଇ ସ୍ବତନ୍ତ୍ର ଭାବେ ଅର୍କ ଗହଣା ଡିଜାଇନ…
କାନାରା ବ୍ୟାଙ୍କର ମୁଦ୍ରା ବିନିମୟ ମେଳା
ଭୁବନେଶ୍ୱର,୧୪।୧୦: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଶୁକ୍ରବାର ଏକ ସ୍ବତନ୍ତ୍ର ମୁଦ୍ରା ବିନିମୟ ମେଳାର ଆୟୋଜନ କରାଯାଇଥିଲା। ବିଶେଷକରି ବ୍ୟାଙ୍କ ପକ୍ଷରୁ ପୁରୁଣା, ମଇଳା ଏବଂ ଚିରାଫଟା ନୋଟ୍ ବଦଳରେ ନୂଆ ନୋଟ୍ ଏବଂ କଏନ୍ ଦେବାର ବ୍ୟବସ୍ଥା ୟୁନିଟ୍-୮…
ଖସିଲା ଶେୟାର ବଜାର କାରବାର
ଭୁବନେଶ୍ୱର, ୧୪।୧୦: ଗତ କିଛିଦିନ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍…
ଖୋଲାବଜାରରେ ଗହମ ବିକୁଛି ଏଫ୍ସିଆଇ
ଭୁବନେଶ୍ୱର,୧୪।୧୦ (ଅଭୟ ଦାଶ): ବିଗତ କିଛି ମାସ ହେଲା ଖୋଲା ବଜାରରେ ଗହମ ଅଭାବ ଦେଖାଦେଇଛି। ଫଳରେ ଗହମ ଜାତୀୟ ଖାଦ୍ୟ ପଦାର୍ଥ ସାଙ୍ଗକୁ ଅଟାର ମୂଲ୍ୟ ବୃଦ୍ଧି ହୋଇପାରେ ବୋଲି ବଜାର ବିଶେଷଜ୍ଞମାନେ ସରକାରଙ୍କୁ ଆଗୁଆ ସୂଚନା ପ୍ରଦାନ ସହ…
ସୁପ୍ରିମକୋର୍ଟଙ୍କୁ ଅବଜ୍ଞା କରିପାରିବେ ନାହିଁ ବାଚସ୍ପତି
ନୂଆଦିଲ୍ଲୀ,୧୪ା୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଓ ତାଙ୍କ ସମର୍ଥକ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା କରିବା ଆବେଦନ ଉପରେ ବିଧାନସଭା ବାଚସ୍ପତି ନିଷ୍ପତ୍ତି ନେବାରେ ବିଳମ୍ବ କରୁଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ତାଙ୍କୁ ଭର୍ତ୍ସନା କରିଛନ୍ତି। ବାଚସ୍ପତି ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶକୁ ଅବଜ୍ଞା…
ନିଜ ବୈଜ୍ଞାନିକ ମତବାଦ ପ୍ରଚାର କର
ନୂଆଦିଲ୍ଲୀ,୧୪ା୧୦: ବ୍ରିଟେନ୍ର ପ୍ରକୃତି ବିଜ୍ଞାନୀ ଚାଲର୍ସ ଡାର୍ଓ୍ବିନ୍ଙ୍କ ଇଭୋଲ୍ୟୁଶନ୍ ଥିଓରି (ବିବର୍ତ୍ତନବାଦ) ଅନୁସାରେ ସମସ୍ତ ଜୀବନ୍ତ ପ୍ରାଣୀଙ୍କ ବିବର୍ତ୍ତନ ଏକ ପ୍ରାକୃତିକ ଚୟନ ଜରିଆରେ ହୋଇଥାଏ। ସେହିପରି ପ୍ରଖ୍ୟାତ ବୈଜ୍ଞାନିକ ଆଲବର୍ଟ ଆଇନ୍ଷ୍ଟାଇନ ‘E = mc2’ ସମୀକରଣ ଜରିଆରେ ଦ୍ରବ୍ୟମାନ ଓ…
ଇସ୍ରାଏଲୀଙ୍କ ସୁରକ୍ଷା ଚିନ୍ତା: ଦିଲ୍ଲୀ, ମହାରାଷ୍ଟ୍ର, ଗୋଆରେ ହାଇ ଆଲର୍ଟ
ନୂଆଦିଲ୍ଲୀ,୧୪ା୧୦: ଇସ୍ରାଏଲ୍ ଏବଂ ହମାସ୍ ଆତଙ୍କବାଦୀ ସଂଗଠନ ମଧ୍ୟରେ ଯୁଦ୍ଧ ଲାଗିଥିବାବେଳେ ଭାରତରେ ଅସାମାଜିକ କାର୍ଯ୍ୟକଳାପ ସମ୍ଭାବନା ନେଇ ସୁରକ୍ଷା ସଂସ୍ଥାଗୁଡ଼ିକ ସତର୍କ କରାଇବା ପରେ ଦିଲ୍ଲୀ, ମହାରାଷ୍ଟ୍ର, ଗୋଆ ସମେତ ବିଭିନ୍ନ ସ୍ଥାନରେ ଶୁକ୍ରବାର ହାଇ ଆଲର୍ଟ ଜାରି ହୋଇଛି। ଶୁକ୍ରବାର…
୬୦ ହମାସ୍ ଆତଙ୍କବାଦୀ ନିହତ
ଜେରୁଜେଲମ୍,୧୪ା୧୦: ଇସ୍ରାଏଲ୍ ପ୍ରତିରକ୍ଷା ବାହିନୀ (ଆଇଡିଏଫ୍) ଶୁକ୍ରବାର ଏକ ଦୁଃସାହସିକ ଅଭିଯାନକ୍ରମେ ୬୦ ହମାସ ଆତଙ୍କବାଦୀଙ୍କୁ ହତ୍ୟାକରି ସେମାନଙ୍କ କବଳରୁ ୨୫୦ରୁ ଊର୍ଦ୍ଧ୍ୱ ପଣବନ୍ଦୀଙ୍କୁ ମୁକ୍ତ କରିଛି। ଆଇଡିଏଫ୍ର ଫ୍ଲୋଟିଲା-୧୩ ୟୁନିଟ୍ ସୁଫା ଆଉଟପୋଷ୍ଟ ଉପରେ ଚଢ଼ାଉ କରି ୬୦ରୁ ଅଧିକ ହମାସ୍…
Archives


