Home

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା ମା’ ବ୍ରହ୍ମଦେବୀ ମନ୍ଦିର ରାସ୍ତାରେ ସନ୍ଧ୍ୟା ପ୍ରାୟ ସାଢ଼େ ୬ଟା ସମୟରେ ଘଟିଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି, ଯେଉଁଠାରେ ଦଳ ଦିନିକିଆ ଏବଂ ଟି-୨୦ ସିରିଜ ଖେଳିବ। ଏହି ଗସ୍ତରେ ୧୫…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ କରାଯାଇଛି । ଗଞ୍ଜେଇ ଥିବା ନେଇ ପୋଲିସକୁ ବିଶେଷ ସୂତ୍ରରୁ ସୂଚନା ମିଳିବା…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ ଜଣାଶୁଣା। ସେ ‘ବଲୁଚ ୟକଜେହତୀ କମିଟି’ (Baloch Yakjehti Committee)ର ଜଣେ ପ୍ରମୁଖ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ ସମ୍ପର୍କ ରଖିବା ପରେ ତାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପରିବହନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିବା ବେଳେ ଗୁରୁତ୍ବପୂର୍ଣ୍ଣ…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏନଏସିର କଲ୍ୟାଣ ମଣ୍ଡପ ପରିସରରେ ବୁଧବାର ଅପରାହ୍ନରେ…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ ପ୍ରଶଂସକ ଅପେକ୍ଷା କରି ରହିଛନ୍ତି। ଏମିତିରେ ତାଙ୍କ ସାନ ଭାଇ ଆଶୀର୍ବାଦ ସୂର୍ଯ୍ୟବଂଶୀ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ କରୁଥିବା ବେଳେ ବୁଧବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ ବଜ୍ରପାତ ଯୋଗୁ…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ ଫେବର ବ୍ଲକରେ ରାସ୍ତା କାମ ଚାଲିଛି । କିନ୍ତୁ ବେପରୁଆ ଠିକାଦାରୀ ତଥା…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି ପାକିସ୍ତାନୀ ବାୟୁସୀମାରେ ପ୍ରବେଶ କରିଥିଲା। ରିପୋର୍ଟ ଅନୁଯାୟୀ, ପାକିସ୍ତାନ ବାୟୁ ଟ୍ରାଫିକ୍ କର୍ତ୍ତୃପକ୍ଷଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?