Home

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି ପାକିସ୍ତାନୀ ବାୟୁସୀମାରେ ପ୍ରବେଶ କରିଥିଲା। ରିପୋର୍ଟ ଅନୁଯାୟୀ, ପାକିସ୍ତାନ ବାୟୁ ଟ୍ରାଫିକ୍ କର୍ତ୍ତୃପକ୍ଷଙ୍କଠାରୁ…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର ଚାରି ମାସ ପରେ, ଜୁଲାଇ ୫ ରୁ ଜୁଲାଇ ୯ ତାରିଖ ପର୍ଯ୍ୟନ୍ତ…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ ତୁରନ୍ତ ରୋକ ଲଗାଇବା ଦାବିରେ ଦାଖଲ ହୋଇଥିବା ଅଭିଯୋଗର ତଦନ୍ତ କରି ଆଇନ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ ଏକ ସୁନା ମୁଦି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ବିଜୟ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା। ସୂଚନାନୁଯାୟୀ, ଗ୍ରାମର ରାଜକନିକା ଯଶୀପୁର ଅଞ୍ଚଳର ସସ୍ମିତା ପରିଡ଼ା ନିଜ ବାପଘର ବାସୁଦେବପୁର…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌ ସହ ଚାଳକ ଓ ଆରୋହୀ ରାସ୍ତା ଉପରେ ପଡ଼ିଯାଇଥିଲେ। ଏହି ସମୟରେ ପଛପଟୁ…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି ।ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଛି। ଏପର୍ଯ୍ୟନ୍ତ ନଅ ଜଣ ଆହତ ବ୍ୟକ୍ତିଙ୍କୁ SSKM…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ ମାମଲା ରୁଜୁ ହୋଇଛି। ଆହତ ଯୁବକ ପ୍ରଦୀପ ମେହେରଙ୍କ ଏତଲା ଆଧାରରେ ପୋଲିସ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ଗଜପତି ଜିଲା ମୋହନା ଥାନା ଜରଉ ଘାଟିରେ ବିଳମ୍ବିତ ରାତିରେ…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ. ପଦ୍ମଲୋଚନ ନାୟକଙ୍କୁ ବୁଧବାର ଗିରଫ କରିଛି ଭିଜିଲାନ୍ସ। ନିଜ ଆୟଠାରୁ ୧୧୯% ଅଧିକ…

ଶ୍ରଦ୍ଧା ଭୟଙ୍କର ଅବତାର ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବକ୍ସ ଅଫିସରେ ଫିଲ୍ମ ‘ସ୍ତ୍ରୀ’ ଜରିଆରେ ହୃଦୟ ଜିତିଥିବା ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଜବରଦସ୍ତ ଭାବେ ଏଣ୍ଟ୍ରି କରିଛନ୍ତି। ମ୍ୟାଡକ୍‌ ଫିଲ୍ମସର ବହୁ ପ୍ରତୀକ୍ଷିତ ଫିଲ୍ମ ‘ଇଥା’ର ଟିଜର ରିଲିଜ ହୋଇଛି। ସୋସିଆଲ ମିଡିଆରେ ପ୍ରଥମ ଝଲକ ପ୍ରକାଶ…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ହୋଟେଲ ମାଲିକ ପବିତ୍ର ନାୟକ ବୋଲି ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?