Home

କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାତା ନବକିଶୋର ପାଇଲେଣି ୧୦୬ ପୁରସ୍କାର

କଟକ,୨୫ା୧୨ (କାର୍ତ୍ତିକ ସାହୁ): ପୋଲିସ ଚାକିରିରୁ ୨୦୧୯ରେ ଅବସର ନେବା ପରେ ନବକିଶୋର ଦାସଙ୍କୁ କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାଣର ନିଶା ଜୋର ଘାରିଥିଲା। ଚାକିରିରେ ଥାଇ ୨୦୧୮ରେ ନିର୍ମାଣ କରିଥିବା ଆଉ ଏକ ସତ୍ୟ କ୍ଷୁଦ୍ର ଚଳଚ୍ଚିତ୍ର ତାଙ୍କୁ ଜଣେ ସଫଳ…

୩୦୦ ଭାରତୀୟଙ୍କୁ ନେଇ ବିମାନ ବନ୍ଦରରେ ଅଟକି ଥିବା ବିମାନ ଏବେ ଯିବ କୁଆଡେ ? ମାନବ ଚୋରାଚାଲାଣ ନେଇ ତଦନ୍ତ ଜାରି …

ପ୍ୟାରିସ,୨୫।୧୨: ଫ୍ରାନ୍ସରେ ୩୦୦ ଭାରତୀୟ ଯାତ୍ରୀଙ୍କୁ ନେଇ ବିମାନ ବନ୍ଦରରେ ରହିଥିବା ବିମାନ ଉଡ଼ାଣ ସମ୍ପର୍କରେ ବଡ ସୂଚନା ସାମ୍ନାକୁ ଆସିଛି। ଫ୍ରାନ୍ସରେ ‘ମାନବ ଚୋରା ଚାଲାଣ’ ସନ୍ଦେହରେ ପ୍ୟାରିସ ନିକଟ ଏକ ବିମାନବନ୍ଦରରେ ତିନି ଦିନ ପାଇଁ ଅଟକି ରହିଥିବା…

‘ମାମୁନି ଚରିତ୍ରରୁ ମୋର ପରିଚୟ’

ଅଭିନେତ୍ରୀ ସମର୍ପିତା ଦାଶଙ୍କ ପ୍ରଥମ ଚଳଚ୍ଚିତ୍ର ‘ଏଇ ଆକାଶ ତଳେ’ ନିକଟରେ ରିଲିଜ ହୋଇଯାଇଛି। ସ୍ଥିତି ପଟ୍ଟନାୟକ ଚରିତ୍ରରେ ଅଭିନୟର ଯାଦୁ ଦେଖାଇଥିବା ସମର୍ପିତାଙ୍କୁ ନେଇ ଏବେ ଓଲିଉଡ୍‌ ଇଣ୍ଡଷ୍ଟ୍ରିରେ ଚାଲିଛି ଚର୍ଚ୍ଚା। ଏହି ନବାଗତା ନାୟିକାଙ୍କ ଅଭିନୟ ଯାତ୍ରା ଆରମ୍ଭରୁ…

ଆଜି ସାରା ବିଶ୍ୱରେ ପାଳନ ହେଉଛି ପ୍ରଭୁ ଯୀଶୁଙ୍କ ଜନ୍ମଦିନ

ଭୁବନେଶ୍ୱର,୨୫ା୧୨: ଆଜି ହେଉଛି ଖ୍ରୀଷ୍ଟମାସ ବା ବଡ଼ଦିନ। ଶାନ୍ତି, ଐକ୍ୟ ଓ ପ୍ରେମର ବାର୍ତ୍ତା ନେଇ ଧରାପୃଷ୍ଠରେ ଅବତରଣ କରିଛନ୍ତି ପ୍ରଭୁ ଯୀଶୁ। ଏନେଇ ସାରା ବିଶ୍ୱରେ ଥିବା ବିଭିନ୍ନ ଚର୍ଚ୍ଚରେ ସମୂହ ପ୍ରାର୍ଥନା କରାଯାଉଛି। ଭୁବନେଶ୍ୱରରେ ଥିବା ଚର୍ଚ୍ଚ ପରିସରକୁ…

ଜେଜେ ମା’ଙ୍କ ଭରସାରେ ନାତୁଣୀନାତି

ଖପ୍ରାଖୋଲ, ୨୫ା୧୨(ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଘୁନସର ପଞ୍ଚାୟତ ଝାଲବାହାଲ ଗାଁର ସୁକୁନି ବରିହା(୬୩) ଓ ତାଙ୍କ ସ୍ବାମୀ ଗୋପାଳ ବରିହା(୭୦)। ପରିଣତ ବୟସରେ ଏବେ ସେମାନଙ୍କ ଉପରେ ପଡିଛି ଲାଳନପାଳନର ଭାର। ପୁଅ ପୀତବାସ(୨୫), ବୋହୂ ଗୋଲାପି(୨୩)…

ଚାନ୍ଦି ଭଣ୍ଡାରର ‘ପାର୍ଟି ଏଡିଟ୍‌’ ସମ୍ଭାର

ଭୁବନେଶ୍ୱର,୨୫।୧୨: ଚାନ୍ଦି ଭଣ୍ଡାରର ବହୁ ପ୍ରତୀକ୍ଷିତ ତଥା ଆକର୍ଷଣୀୟ ପାର୍ଟି କଲେକ୍ସନ ‘ପାର୍ଟି ଏଡିଟ୍‌’ର ବ୍ୟାପକ ସମ୍ଭାରକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି। ବିଶେଷକରି ନବ ବର୍ଷର ଆଗମନ ପୂର୍ବରୁ ଏହି କଲେକ୍ସନକୁ ବଜାର ପ୍ରବେଶ କରାଇବା ସହ ସେଲିବ୍ରେଶନ ୱାଡ୍ରୋବ୍‌ରେ…

ପଟିଆରେ ଭିଏଲ୍‌ସିସିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୫।୧୨: ଦେଶର ଅଗ୍ରଣୀ ହେଲ୍‌ଥ କେୟାର ପ୍ଲାଟ୍‌ଫର୍ମ ଭିଏଲ୍‌ସିସିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର ଭୁବନେଶ୍ୱରର ପଟିଆଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭିଏଲ୍‌ସିସିର ପୂର୍ବ ଏବଂ ବାଂଲାଦେଶର ଭିପି ଡା.ଶ୍ରୀକାନ୍ତ ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ।…

ଇନ୍‌ସ୍ପାୟାରର ଶୁଭାରମ୍ଭ

ଭୁବନେଶ୍ୱର,୨୫।୧୨: ବନ୍ଧନ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ତଥା ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ‘ଇନ୍‌ସ୍ପାୟାର’ ପ୍ରୋଗ୍ରାମ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଅଗ୍ରାଧିକାର ଭିତ୍ତିକ ସୁଧ ହାର, ବ୍ୟାଙ୍କ ସେବାରେ ପ୍ରାଥମିକତା ଓ ଘର ପାଖରେ ବ୍ୟାଙ୍କ…

ଜାନୁୟାରୀରୁ ଦର ବଢ଼ାଇବ ମାରୁତି ସୁଜୁକି

ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ (ଏମ୍‌ଏସ୍‌ଆଇଏଲ୍‌)ର ସମସ୍ତ ମଡେଲ ଘରୋଇ ବଜାରରେ ଭଲ କାରବାର କରୁଥିବାବେଳେ ବିଭିନ୍ନ କାରଣ ଓ କଞ୍ଚାମାଲର ଅଭାବ ଏବଂ ଦରବୃଦ୍ଧିରୁ ମିକୁଳିବା ପାଇଁ କମ୍ପାନୀ ୨୦୨୪…

ଡିପ୍‌ଫେକ୍‌-ନୂଆ ଆତଙ୍କ

ପ୍ରକାଶ ତ୍ରିପାଠୀ   ଆର୍ଟିଫିସିଆଲ ଇଣ୍ଟେଲିଜେନ୍‌ସ ବା କୃତ୍ରିମ ବୁଦ୍ଧିମତ୍ତା ଭଳି ନୂତନ ଜ୍ଞାନକୌଶଳ ଦିନକୁ ଦିନ ବ୍ୟାପକ ହେଉଛି। ଇଣ୍ଟରନେଟ ଦ୍ୱାରା ଆମର ଜୀବନଯାପନ ପ୍ରଣାଳୀ ସହଜ ଓ ସରଳ ତ ହେଉଛି ସତ, ମାତ୍ର ଏହାଦ୍ୱାରା ସୃଷ୍ଟ ଅନେକ…

ଖ୍ରୀଷ୍ଟମାସ ଓ ଯିଶୁ

ହରିଶ୍‌ ଚନ୍ଦ୍ର ଅରିଶଲ୍ୟ   ବାଇବେଲ କହେ, ”କାରଣ ଈଶ୍ୱର ଜଗତକୁ ଏପରି ପ୍ରେମକଲେ ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ର(ପ୍ରଭୁ ଯିଶୁ)ଙ୍କୁ ଦାନକଲେ। ଏଣୁ ଯେକେହି ତାହାଙ୍କଠାରେ ବିଶ୍ୱାସ କରିବ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପାଇବ।“…

ଅସ୍ୱାଭାବିକ ବିନ୍ଦୁରେ କଶ୍ମୀର

ଜମ୍ମୁ ଓ କଶ୍ମୀରର ଦ୍ୱୈତ ଜିଲା ପୁଞ୍ଚ୍‌ ଓ ରଜୌରିବାସୀ ଏବେ ୧୯୯୦ ସମୟର ଉଗ୍ରବାଦ ପରିସ୍ଥିତିକୁ ସାମ୍ନା କଲାଭଳି ଅବସ୍ଥାରେ ପହଞ୍ଚତ୍ଥିବା ମନେହେଉଛି। କାରଣ ଏହିସବୁ ଅଞ୍ଚଳରେ ଗୋଟିଏ ବର୍ଷ ମଧ୍ୟରେ ୪ଟି ବଡ଼ ଏନ୍‌କାଉଣ୍ଟରରେ ୨୦ ଜଣ ଯବାନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?