Home

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକସ୍ତରୀୟ କୃଷକ ସମାବେଶ ହୋଇଯାଇଛି। ବ୍ଲକ କୃଷି ଅଧିକାରୀ ସୀତାଂଶୁ କୁମାର ମଲିକଙ୍କ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ ଅଭିଜ୍ଞତା ପ୍ରମାଣପତ୍ର ପାଇଁ ଠିକାଦାରଙ୍କଠାରୁ ସେ ଲାଞ୍ଚ ନେଉଥିଲେ। ରାୟଗଡ଼ା କ୍ୱାର୍ଟରରୁ ଲାଞ୍ଚକୁ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ ସରକାରଙ୍କ ଶ୍ରମ ମନ୍ତ୍ରଣାଳୟକୁ ଅବଗତ କରି ସାରିଛନ୍ତି। ଏହା ଜାଣିବା ପରେ ଅଞ୍ଚଳରେ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି ରହିଥିବା କଥା ବିଭାଗ ସ୍ବୀକାର କରି ସଂଶୋଧିତ ତାଲିକା ପ୍ରକାଶ କରିଥିଲା। ହେଲେ…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ ଦେଇ କୋର୍ଟ ନୀରବ ମୋଦିଙ୍କୁ ୧୦୦ କୋଟି (୧୦.୭ ନିୟୁତ ଡଲାର)ରୁ ଅଧିକ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର ନୂଆ ଧାରା ସୃଷ୍ଟିକରିଛି। ଦାଦନ ପ୍ରବଣ ଖପ୍ରାଖୋଲ ବ୍ଲକ୍‌ ଅନ୍ତର୍ଗତ ପୋଢ଼ମୁଣ୍ଡ ଗଁାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ା ମିଳିଥିବା ସୂଚନା ଅନୁଯାୟୀ,…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି ନାହିଁ । ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ଲାଗି ରହିଛି। ଏହି…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି। ମୃତ ମହିଳା ହେଲେ ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଗ୍ରାମର…

ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି। ମାତ୍ର ନିୟମିତ ବହୁସଂଖ୍ୟକ ବାଲି, ମାଟି ବୋଝେଇ ଗାଡ଼ି ଗୁଡ଼ିକ ରାସ୍ତାରେ ଚଳାଚଳ…

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ କଟକଣା ଏବଂ ଏଥିରେ ରହିଥିବା ତ୍ରୁଟି ଧାନ କିଣାବିକାରେ ପ୍ରମୁଖ ସମସ୍ୟା ପାଲଟିଛି।…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା ସନ୍ଦେହରେ ୫ ଜଣ କଏଦୀ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ବେଳେ, ସେମାନଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?