ଝିଅଙ୍କ ସହ ୧୨ ଜ୍ୟୋତିର୍ଲିଙ୍ଗ ଦର୍ଶନ ଯାତ୍ରା ଶେଷ କଲେ ରବିନା, ଶିଳ୍ପା କହିଲେ-ଅଦ୍ଭୁତ
ବମ୍ବେ: ଅଭିନେତ୍ରୀ ହେଲେ ହେଁ ବେଶ ଧାର୍ମିକ। ଆମେ କହୁଛୁ ଅଭିନେତ୍ରୀ ରବିନା ଟଣ୍ଡନଙ୍କ କଥା। ନିକଟରେ ସେ ଝିଅ ରାଶାଙ୍କ ସହ ୧୨ ଜୋତିର୍ଲିଙ୍ଗ ଦର୍ଶନ ଯାତ୍ରା ଶେଷ କରିଛନ୍ତି। ଏହି ଯାତ୍ରା ଭକ୍ତିପୂର୍ଣ୍ଣ ଥିଲା ବୋଲି ଅଭିନେତ୍ରୀ କିଛି…
ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ କଳି:ସୋମବାରଠାରୁ ବିନା କୁଳପତିରେ କାର୍ଯ୍ୟ କରିବେ ୧୦ ବିଶ୍ୱବିଦ୍ୟାଳୟ…
କୋଲକାତା,୨୩।୧୨ : ପଶ୍ଚିମବଙ୍ଗର ୧୦ଟି ବିଶ୍ୱବିଦ୍ୟାଳୟ ସୋମବାରଠାରୁ ପୁଣି କୁଳପତି ଶୂନ୍ୟ ହୋଇଯିବେ। ରାଜ୍ୟପାଳ ସି.ଭି.ଆନନ୍ଦ ବୋଷଙ୍କ ଦ୍ୱାରା ନିଯୁକ୍ତ ମଧ୍ୟବର୍ତ୍ତୀକାଳୀନ କୁଳପତିଙ୍କ କାର୍ଯ୍ୟକାଳ ସୋମବାର ଠାରୁ ଶେଷ ହେବ। କଲିକତା ବିଶ୍ୱବିଦ୍ୟାଳୟ ସହିତ ଅନ୍ୟ ନଅଟି ବିଶ୍ୱବିଦ୍ୟାଳୟ କାଜି ନାଜରୁଲ…
ଦକ୍ଷିଣ ଭାରତ ହୋଇଛି ଭାଜପା ମୁକ୍ତ, ଏବେ ସାରା ଦେଶରୁ ହଟିବ: କଂଗ୍ରେସ…
ବେଙ୍ଗାଲୁରୁ,୨୩।୧୨ : କଂଗ୍ରେସ ନେତା ତଥା କର୍ନାଟକ ମନ୍ତ୍ରୀ ପ୍ରିୟଙ୍କା ଖାର୍ଗେ କହିଛନ୍ତି କଂଗ୍ରେସ କ୍ଷମତାକୁ ଫେରିବା ଆଉ କିଛି ସମୟ ବାକି ରହିଛି। ଦକ୍ଷିଣ ଭାରତ ପୂର୍ବରୁ ଭାଜପା ମୁକ୍ତ ହୋଇ ସାରିଛି। ଖୁବ ଶୀଘ୍ର ସମଗ୍ର ଦେଶରୁ ଭାଜପା…
ମାଇଁଙ୍କ ଶୁଦ୍ଧିକ୍ରିୟାକୁ ଆସିଥିଲେ, ଟ୍ରକ୍ ଚାପାରେ ଚାଲିଗଲା ଭଣଜାଙ୍କ ଜୀବନ
କେନ୍ଦୁଝର,୨୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅଧୀନ ୪୯ ନଂ ଜାତୀୟ ରାଜପଥ ପଟାଟାଙ୍ଗର ଛକରେ ଶନିବାର ଏକ ୧୦ ଚକିଆ ଟ୍ରକ୍ ଚାପି ଦେବାରୁ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଅନୁଗୋଳ ଜିଲା ପାଲଲହଡ଼ା ଥାନା…
ପ୍ରିୟଙ୍କାଙ୍କ ବଦଳରେ ଅବିନାଶଙ୍କୁ ଉତ୍ତରପ୍ରଦେଶ ଦାୟିତ୍ୱ…
ନୂଆଦିଲ୍ଲୀ,୨୩।୧୨ : ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳ ଏହାର ସଂଗଠନରେ ବଡ଼ ପରିବର୍ତ୍ତନ ଆଣିବାକୁ ନିଷ୍ପତ୍ତି ନେଇଛି। ଏହା ଅନ୍ତର୍ଗତ ଅବିନାଶ ପାଣ୍ଡେଙ୍କୁ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ଥାନରେ ଉତ୍ତରପ୍ରଦେଶର ଦାୟିତ୍ୱ ଦିଆଯାଇଛି। ରାଜୀବ…
ପୂର୍ବତନ ରାଜ୍ୟପାଳଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧୨: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍ଏମ୍ ରାଜେନ୍ଦ୍ରନ୍ଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ‘ଏକ୍ସ’ରେ କହିଛନ୍ତି, ଅମଲା କର୍ମଚାରୀ ଭାବରେ ତାଙ୍କର ଦୀର୍ଘବର୍ଷର ଅଭିଜ୍ଞତା ତାଙ୍କୁ ଜଣେ ଭଲ ପ୍ରଶାସକ କରିପାରିଥିଲା। ଜନସାଧାରଣଙ୍କ ପ୍ରତି ତାଙ୍କର…
ଇଣ୍ଡିଆରେ ମାୟାବତୀଙ୍କ ପାଇଁ ଲକ୍ଷ୍ମଣ ରେଖା: ବିଏସପିକୁ ମିଶାଇଲେ ଏସପି ସହିତ ଏସବୁ ଦଳ ଯିବେ ବାହାରି…
ନୂଆଦିଲ୍ଲୀ,୨୩।୧୨ : ଦେଶରେ ଲୋକସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ସେମାନଙ୍କ ରଣନୀତି ପ୍ରସ୍ତୁତ କରିଛନ୍ତି। ଏଥର ନିର୍ବାଚନରେ କେବଳ ଦୁଇ ମିଳିତ ମେଣ୍ଟ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ। ପ୍ରଥମଟି ହେଉଛି ଏନଡିଏ ଏବଂ ଦ୍ୱିତୀୟଟି ହେଉଛି ଇଣ୍ଡିଆ। କିଛି…
ଅସମ୍ଭାଳ ହେଉଛି କରୋନା, ଜିରୋ ନାଇଟ ସେଲିବ୍ରେସନକୁ ନେଇ ଦ୍ୱନ୍ଦ୍ବ
ନୂଆଦିଲ୍ଲୀ,୨୩।୧୨: ପୁଣି କରୋନା ଦେଖାଇଛି ତାର ପୁରୁଣା ରୂପ। ଦେଶରେ ଦିନକୁ ଦିନ ବଢି ଚାଲିଛି କୋଭିଡର ଏହି ନୂଆ ଭାରିଆଣ୍ଟ ସଂକ୍ରମଣ। ଆଉ ଏଥିପାଇଁ କେନ୍ଦ୍ର ସରକାର ସବୁ ରାଜ୍ୟକୁ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାରି ଭିତରେ ସବୁଠାରୁ…
ଗୋଡ଼ରେ ଘା’ ହେବାରୁ ଧାନବିଲରେ ବୃଦ୍ଧାଙ୍କୁ ଛାଡ଼ିଦେଲେ ପରିବାର ଲୋକେ
ବରଗଡ଼,୨୩ା୧୨(ପ୍ରେମାନନ୍ଦ ଖମାରୀ):ଅନ୍ଧବିଶ୍ୱାସ ଏବେ ବି ବଞ୍ଚିରହିଛି। ଆଉ ଏହି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ମଣିଷର ମାନବିକତା ମଧ୍ୟ ମରିଯାଉଛି। ବରଗଡ଼ ଜିଲା ଭଟଲି ବ୍ଲକ ଅଞ୍ଚଳରେ ଏମିତି ଏକ ଅମାନବୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ବାମଗୋଡ଼ ପାଦରେ ଘା’…
ଲୋକସଭା ବିଜୟ ପାଇଁ ଭାଜପାର ସି-ବର୍ଗ ସୂତ୍ର : ମୋଦି ପୁଣି ଫେରିବେ…
ନୂଆଦିଲ୍ଲୀ,୨୩।୧୨ : ଭାରତୀୟ ଜନତା ପାର୍ଟି ଆସନ୍ତା ଲୋକସଭା ନିର୍ବାଚନ ପାଇଁ ମିଶନ ମୋଡରେ ପ୍ରସ୍ତୁତି ଆରମ୍ଭ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳର କର୍ମୀଙ୍କୁ ଏଥିପାଇଁ ସମସ୍ତ ଶକ୍ତିରେ ଲାଗିବାକୁ ନିବେଦନ କରିସାରିଛନ୍ତି। ଦଳ ଏହାର ଯୋଜନା ଉପରେ କାମ…
ଜେଲ୍ ଗଲେ ବୁଖାରୀ
ଯାଜପୁର,୨୩ା୧୨: ସନ୍ଦିଗ୍ଧ କଶ୍ମୀର ଆତଙ୍କବାଦୀ ସୟଦ ଇଶାନ ବୁଖାରୀ ଶନିବାର ଜେଲ୍ ଯାଇଛନ୍ତି। ବୁଖାରୀଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଥିଲା କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍। ରିମାଣ୍ଡ ଅବଧି ସରିବା ପରେ ଆଜି ତାଙ୍କୁ ଚଣ୍ଡିଖୋଲ କୋର୍ଟ ଜେଲ୍ ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, କେବଳ…
ଦୁର୍ଘଟଣା ପରେ ଟ୍ରକ୍ ଜାଳିଦେଲେ ଲୋକେ
ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ଗାନ୍ଧୀନଗରପଡ଼ାରେ ଶନିବାର ଏକ ଟ୍ରକ୍ ଜାଳି ଦେଇଛନ୍ତି ଉତ୍ତ୍ୟେକ୍ତ ଲୋକେ। ଉକ୍ତ ଟ୍ରକ୍ଟି ଜଣେ ଯୁବକଙ୍କୁ ଧକ୍କା ଦେଇଥିଲା। ଫଳରେ ଟ୍ରକ୍ ଚାପାରେ ଗୁରୁତର ଥିବା ଯୁବକଙ୍କର ଭୀମଭୋଇ ମେଡିକାଲରେ ମୃତ୍ୟୁ ଘଟିଛି। ଏହା ପରେ ଉତ୍ତ୍ୟେକ୍ତ ଲୋକେ…

