Home

ନୂଆ ରୂପ ପାଇବ ରେଭେନ୍‌ଶା ବାଳିକା ଉଚ୍ଚ ବିଦ୍ୟାଳୟ

କଟକ/ଭୁବନେଶ୍ୱର,୨୨ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ/ଅନିଲ ଦାସ): ୧୫୦ବର୍ଷର ପୁରାତନ ଐତିହାସିକ ରେଭେନ୍‌ଶା ବାଳିକା ଉଚ୍ଚ ବିଦ୍ୟାଳୟ ହେରିଟେଜ୍‌ କୋଠାକୁ ନୂଆ ରୂପ ଦିଆଯିବ। ୫-ଟି ଉପକ୍ରମରେ ସ୍କୁଲର ବିକାଶ କରାଯିବ ବୋଲି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଗୁରୁବାର ସ୍କୁଲ…

ସଞ୍ଜୁ ସାମସନଙ୍କ ପ୍ରଥମ ଦିନିକିଆ ଶତକ: ସିରିଜ୍‌ ହାତେଇଲା ଭାରତ

ପର୍ଲ, ୨୨।୧୨- ବୋଲାଣ୍ଡ ପାର୍କରେ ଗୁରୁବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ବିଜୟ ହାସଲ କରିଛି। ଭାରତ ଘରୋଇ ଦଳକୁ ୭୮ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ ସହ ଭାରତ ୩ ମ୍ୟାଚ୍‌…

ରେଳଧାରଣା ଉଡ଼ାଇଲେ ମାଓବାଦୀ

ସୁନ୍ଦରଗଡ଼,୨୨ା୧୨: ସୀମାନ୍ତ ଝାଡ଼ଖଣ୍ଡରେ ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ବିସ୍ଫୋରଣ କରି ରେଳଧାରଣା ଉଡ଼ାଇ ଦେଇଛନ୍ତି। ଫଳରେ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଛି। ମନୋହରପୁର, ଚକ୍ରଧରପୁର ଏବଂ ରାଉରକେଲା ଷ୍ଟେଶନରେ ୨୦ରୁ ଅଧିକ ଟ୍ରେନ୍‌ ଅଟକି ରହିଛି। ଅନ୍ୟପକ୍ଷରେ ମାଓବାଦୀମାନେ ଆଜି…

୫ରୁ ଭିତରକନିକା ବନ୍ଦ

ରାଜନଗର, ୨୨ା୧୨(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ଗଣନା ଜାନୁୟାରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନଙ୍କୁ ଏହି ସମୟରେ ପରିଭ୍ରମଣ…

ରାଜ୍ୟ ସଭାରେ ୩ ଆପରାଧିକ ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୨୧ା୧୨: ଆପରାଧିକ ଆଇନ ସଂଶୋଧନ ବିଲ୍‌ ବୁଧବାର ଲୋକ ସଭାରେ ଗୃହୀତ ହୋଇଥିବାବେଳେ ଗୁରୁବାର ଏହା ରାଜ୍ୟ ସଭାର ଅନୁମୋଦନ ଲାଭ କରିଛି। ବିରୋଧୀ ଏମ୍‌ପିମାନଙ୍କ ଅନୁପସ୍ଥିତରେ ଉଚ୍ଚ ସଦନରେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ…

ମାଡୁଛି କୋଭିଡ୍‌ ବଢୁଛି ଭୟ: ମାସ୍କ ପିନ୍ଧିବାକୁ ପରାମର୍ଶ, ପୂର୍ବରୁ ଆକ୍ରାନ୍ତ ଥିବା ବ୍ୟକ୍ତି ହୋଇଯାଆନ୍ତୁ ସତର୍କ…

ନୂଆଦିଲ୍ଲୀ,୨୧।୧୨: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ସମୁଦାୟ ୩୫୮ ମାମଲା ସାମ୍ନାକୁ ଆସିଥିବା ବେଳେ ସେଥିମଧ୍ୟରୁ ୩୦୦ଟି କେବଳ କେରଳର ରହିଛି। ଏଥିସହ ଏ ପର୍ଯ୍ୟନ୍ତ ଦେଶରେ ୬ ଜଣଙ୍କର ମୃତ୍ୟୁ…

ନକଲି ସିମ୍‌ କାର୍ଡ କିଣିଲେ ୩ ବର୍ଷ ଜେଲ ସହ ହେବ ଜରିମାନା, ଜାଣନ୍ତୁ ସରକାରଙ୍କ ନୂଆ ନିୟମ

ନୂଆଦିଲ୍ଲୀ,୨୧।୧୨: ନକଲି ସିମ୍‌ କାର୍ଡ ଜରିଆରେ ଠକେଇ ଏବଂ ଦେଶର ଅନ୍ୟାନ୍ୟ ଅପରାଧ ଉପରେ ସରକାର କଟକଣା ଲଗାଇବାକୁ ଯାଉଛନ୍ତି। ସଂସଦର ଉଭୟ ଗୃହରେ ଟେଲିକମ ବିଲ ୨୦୨୩ ପାରିତ ହୋଇଛି। ଏହି ବିଲରେ ନକଲି ସିମ୍‌ କିଣିବା ଉପରେ ୩…

ଜମ୍ମୁ-କାଶ୍ମୀରର ପୁଞ୍ଚ ଜିଲାରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନ ଶହୀଦ

ଶ୍ରୀନଗର,୨୧।୧୨: ଜମ୍ମୁ-କାଶ୍ମୀରର ପୁଞ୍ଚ ଜିଲାରେ ଗୁରୁବାର ଆତଙ୍କବାଦୀମାନେ ସେନାର ଏକ ଟ୍ରକ୍‌ ଉପରେ ଗୁଳି ଚଳାଇଛନ୍ତି। ଏଥିରେ ତିନିଜଣ ଯବାନ ଶହୀଦ ହୋଇଛନ୍ତି। ନ୍ୟୁଜ ଏଜେନ୍ସି ପିଟିଆଇ ଅନୁଯାୟୀ, ଯବାନଙ୍କୁ ନେଇ ଯାଉଥିବା ଟ୍ରକ୍‌ ଉପରେ ଆତଙ୍କବାଦୀ ଆକ୍ରମଣ କରିଥିବା ଅଧିକାରୀମାନେ…

Dunki Movie Ticket: ମାଗଣାରେ ଦେଖନ୍ତୁ ‘ଡଙ୍କି’; ମିଳୁଛି ଜବରଦସ୍ତ ଅଫର, ଏଭଳି କରନ୍ତୁ ବୁକିଂ

ବମ୍ବେ: ବଲିଉଡ ଅଭିନେତା ଶାହାରୁଖ ଖାନ୍‌ ଏବଂ ତାପସୀ ପନ୍ନୁ ଅଭିନୀତ ଫିଲ୍ମ ‘ଡଙ୍କି’ ରିଲିଜ ହୋଇଛି। ଦିର୍ଘଦିନ ଧରି ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଭିନ୍ନ କ୍ରେଜ୍‌ ଥିଲା। ଏହାର ପରିଣାମସ୍ବରୂପ ସିନେମାହଲ୍‌ଗୁଡ଼ିକରେ ଦର୍ଶକଙ୍କ ଗହଳି ଦେଖିବାକୁ ମିଳୁଛି। ତେବେ…

ପାକିସ୍ତାନକୁ ଝଟ୍‌କା

ନୂଆଦିଲ୍ଲୀ,୨୧।୧୨: ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପକ୍ଷରୁ ପାକିସ୍ତାନକୁ ବଡ଼ ଝଟ୍‌କା ଲାଗିଛି। ଦ୍ରୁତ ବୋଲର ଖୁରମ୍‌ ଶେହଜାଦ ସିରିଜରୁ ବାଦ୍‌ ପଡ଼ିଛନ୍ତି। ପର୍ଥରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ସେ ଡେବ୍ୟୁ କରି ୫ ଉଇକେଟ ନେଇଥିଲେ। ବିଶେଷକରି ଷ୍ଟିଭ୍‌ ସ୍ମିଥ୍‌ଙ୍କୁ…

ଗୋବିନ୍ଦା @୬୦

ମୁମ୍ବାଇ: ୨୧ ଡିସେମ୍ବର ଅର୍ଥାତ୍‌ ଆଜି ହେଉଛି ସୁପରଷ୍ଟାର ଗୋବିନ୍ଦାଙ୍କ ୬୦ତମ ଜନ୍ମଦିନ। ୧୯୬୩ରେ ଜନ୍ମିତ ଗୋବିନ୍ଦା ଜୀବନରେ ଅନେକ ଉତ୍‌ଥାନ ପତ୍ତନ ଦେଇ ଗତି କରି ସଫଳତାର ଶୀର୍ଷରେ ପହଞ୍ଚିଛନ୍ତି। ସେ ୧୯୮୬ରେ ‘ଇଲଜାମ’ ଜରିଆରେ ତାଙ୍କ କ୍ୟାରିୟର୍‌ ଆରମ୍ଭ…

ଭାରତର ଏଭଳି ମନ୍ଦିର ଯେଉଁଠି ପୁରୁଷଙ୍କୁ ଯିବା ମନା; କେବଳ ମହିଳାଙ୍କୁ ମିଳେ ଏଣ୍ଟ୍ରି

ଭାରତର କିଛି ମନ୍ଦିରରେ ମହିଳାଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ରହିଛି। ସେହିଭଳି ଏଭଳି କିଛି ମନ୍ଦିର ରହିଛି, ଯେଉଁଠି ପୁରୁଷଙ୍କୁ ଯିବାକୁ ଅନୁମତି ନାହିଁ ନଚେତ ଏକ ସ୍ବତନ୍ତ୍ର ସମୟରେ ତାଙ୍କ ପାଇଁ ଦ୍ୱାର ଖୋଲାଥାଏ। ଆଶ୍ଚର୍ଯ୍ୟ ଲାଗିଲେ ହେଁ କଥାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?