ଅଧରାତିରେ ଗୁହାଳରୁ ୧୪ ଛେଳି ଗାଏବ: ମାଲିକ କହିଲେ…
ଗଞ୍ଜାମ,୭।୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରୁ ୧୪ଟି ଛେଳି ଚୋରି ହୋଇଥିବା ଅଭିଯୋଗ ହୋଇଛି l ବୁଧବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଛେଳି ମାଲିକ ନରହରି ସାହୁଙ୍କ ଘର ଗ୍ରିଲ ଚାବି ପକେଇ…
ଗମନାଗମନରେ ଘୋଡ଼ାଘାଟ ନଦୀ ସାଜିଛି ବାଧକ: ଲୋକେ ହନ୍ତସନ୍ତ
ନୂଆପଡ଼ା,୭ା୫ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଚୁଲାଭାଟ ପଞ୍ଚାୟତ ଭଇଷାଦାଦର ଗଁାର ବରପଦର ପଡ଼ାବାସୀଙ୍କ ଗମନାଗମନରେ ଘୋଡ଼ାଘାଟ ନଦୀ ବାଧକ ସାଜିଛି। ବରପଦର ପଡ଼ାରେ ୨୦ରୁ ଊର୍ଦ୍ଧ୍ୱ ପରିବାରର ୧୫୦ରୁ ଅଧିକ ଲୋକ ବସବାସ କରୁଛନ୍ତି। ଗଁାକୁ ଯିବା ପାଇଁ ସବୁଦିନିଆ…
ଉଚ୍ଛେଦ ହେଉଛି, ଥଇଥାନ ହେଉନି: ଜୀବନ ଜୀବିକା ଦୁର୍ବିଷହ
ବରଗଡ଼,୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ସହରରେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଏହି ଉଚ୍ଛେଦ ଅଭିଯାନରେ ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ୱାର୍ଡରେ ଜବରଦଖଲକୁ ହଟାଇ ଦିଆଯାଉଛି। ଏଥିରେ ଜବରଦଖଲରେ ରହିଥିବା ଉଠା ଦୋକାନଠାରୁ ଆରମ୍ଭ କରି କୁଡ଼ିଆ…
ପିଏଙ୍କ ହତ୍ୟା ପରେ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ, ସିଧା କହିଦେଲେ ହତ୍ୟାକାରୀ…ପଶ୍ଚିମବଙ୍ଗରେ ଚହଳ
କୋଲକାତା,୭।୫: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟିର ନିର୍ୱାଚନୀ ବିଜୟ ମଧ୍ୟରେ, ଏକ ଚାଞ୍ଚଲ୍ୟକର ଅପରାଧ ଘଟିଛି। ଏହି ଘଟଣାରେ, ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ, ଘଟଣାରେ ସମ୍ପୃକ୍ତ ଜଣେ ବି ଅଭିଯୁକ୍ତଙ୍କୁ ଗିରଫ କରାଯାଇ…
ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ
ଗତ ଫେବୃଆରୀ ୨୮ରୁ ଇରାନ୍ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ ବିଭିନ୍ନ ଦେଶକୁ ତୈଳ, ଗ୍ୟାସ୍ ଓ ଅନ୍ୟାନ୍ୟ ସାମଗ୍ରୀ ପରିବହନ ହେଉଥିବା ସାମୁଦ୍ରିକ…
ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି
କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପଶ୍ଚିମବଙ୍ଗର ମଧ୍ୟମଗ୍ରାମ ଅଞ୍ଚଳରେ ବିଳମ୍ବିତ ରାତିରେ ଏହି…
ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍ ନ ଖୋଲିଲେ ବୋମାମାଡ଼…
ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି ଆମେରିକା ରାଷ୍ଟ୍ରପତି କହିଛନ୍ତି । ଟ୍ରୁଥ୍ ସୋସିଆଲରେ, ଟ୍ରମ୍ପ କହିଛନ୍ତି ଯେ ଯଦି…
କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ
ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍ (ଟିଭିକେ) ତାମିଲନାଡୁରେ ସରକାର ଗଢ଼ିବା ଲାଗି ବୁଧବାର ଏହାର ନେତା ବିଜୟ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ…
ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…
ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି ଚାଳକ ରିଆମାଳ ଥାନା ମହେନ୍ଦ୍ରପୁର ଗ୍ରାମର କାର୍ତ୍ତିକ ଓରାମଙ୍କୁ ହତ୍ୟା କରାଯାଇଥିବା ଦେବଗଡ଼…
ସବ୍ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍ପି, ମାଡିବସିଲା ଭିଜିଲାନ୍ସ
ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍ଏଫ୍ଏମ୍ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍ସିଡି) ରିଲିଜ୍ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର ଅଧୀନରେ ଗାଇସିଲେଟ ବ୍ଲକରେ କାର୍ଯ୍ୟରତ ଡିଷ୍ଟ୍ରିକ୍ଟ ରିସୋର୍ସ ପର୍ସନ(ଡିଆର୍ପି) ରାକ୍ଷୀ ମେହେରଙ୍କୁ ମହଙ୍ଗା…
କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…
କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ ମନ୍ଥନ ଜାରି ରହିଛି। ମୁଖ୍ୟମନ୍ତ୍ରୀ ଦୌଡ଼ରେ ଥିବା ପ୍ରମୁଖ ଚେହେରା: ଶୁଭେନ୍ଦୁ ଅଧିକାରୀ:…
ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍, ମୁମ୍ବାଇ ଶିବିରରୁ ବଡ଼ ଖବର
ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ ରଜତ ପାଟିଦାରଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରୁ…
Archives


