Home

ଭାରତ ମୁସଲମାନଙ୍କ ପାଇଁ ପାଲଟିଛି ସ୍ବର୍ଗ: ମୋଦି…

ନୂଆଦିଲ୍ଲୀ,୨୧।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ମୁସଲମାନମାନଙ୍କ ପାଇଁ ସ୍ବର୍ଗ ବୋଲି ବର୍ଣ୍ଣନା କରିଛନ୍ତି। ବିଦେଶୀ ଖବରକାଗଜ ‘ଫାଇନାନ୍ସିଆଲ ଟାଇମ୍ସ’କୁ ଦିଆଯାଇଥିବା ଏକ ସାକ୍ଷାତକାରରେ ଏକ ପ୍ରଶ୍ନର ଉତ୍ତରରେ ପିଏମ ମୋଦି ଏଭଳି କହିଛନ୍ତି । ଦୁନିଆର ଅନ୍ୟ କେଉଁଠାରେ…

ନିର୍ବନ୍ଧ ଇଭେଣ୍ଟରେ କଲେ ସ୍ବର୍ଗ ଥିମ, ଶୂନ୍ୟରେ ଦେବଦୂତ ଭଳି ଓହଳିଲେ ମହିଳା

ବିବାହ କିମ୍ବା ନିର୍ବନ୍ଧ ଇଭେଣ୍ଟକୁ ଗ୍ରାଣ୍ଡ ସେଲିବ୍ରେଶନ କରିବାକୁ ଆଜିର ଯୁବପିଢି ନୂଆ ନୂଆ ରାସ୍ତା ଆପଣାଉଛନ୍ତି। ବିବାହରେ ଏଥର ବିଭିନ୍ନ ପ୍ରକାର ଥିମ ରଖାଯିବା ସହ କପୁଲଙ୍କ ଗ୍ରାଣ୍ଡ ଏଣ୍ଟ୍ରି ମଧ୍ୟ କରାଯାଉଛି। ସେଲିବେଶ୍ରନକୁ ୟୁନିକ କରିବାକୁ ଲୋକେ ଲକ୍ଷ…

ପୋଷ୍ଟପେଡ ଫୋନ ବିଲ୍‌ ନ ଦେଲେ ହେବ ଜେଲ ଦଣ୍ଡ…

ନୂଆଦିଲ୍ଲୀ,୨୧।୧୨ : ପୋଷ୍ଟପେଡ ଫୋନ ବିଲ ପେମେଣ୍ଟରେ ବିଳମ୍ବ କଲେ ୟୁଜରଙ୍କୁ ଜେଲ ଦଣ୍ଡ ହେବ। ଏହା ଶୁଣି ୟୁଜର ଆଶ୍ଚର୍ଯ୍ୟ ହୋଇପାରନ୍ତି, କିନ୍ତୁ ଏହା ସତ୍ୟ। ଯଦି ଏହା କରାଯାଏ ତେବେ ୟୁଜରଙ୍କୁ କୋର୍ଟକୁ ଯିବାକୁ ପଡିପାରେ। ଏଥିସହ, ଯଦି…

ରାତିରେ ଖସୁଛି ପାରଦ, ଜି ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର

ଜି ଉଦୟଗିରି, ୨୧।୧୨(ଶିଶିର ପଟ୍ଟନାୟକ ) ରାଜ୍ୟରେ ଦିନକୁ ଦିନ ଶୀତ ବୃଦ୍ଧି ପାଇବାରେ ଲାଗିଛି। ଜି ଉଦୟଗିରି ଲଗାତାର ଭାବେ ରାଜ୍ୟର ସବୁଠାରୁ ଥଣ୍ଡା ସହର ହୋଇଛି । ଗୁରୁବାର ସକାଳ ୮ ଘଣ୍ଟା ସୁଦ୍ଧା ଜି ଉଦୟଗିରି ସହରର…

ପାଣିରେ ଭାସିବା ପରିବର୍ତ୍ତେ ପବନରେ ଉଡୁଛି ଡଙ୍ଗା, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଏଥିମଧ୍ୟରୁ କିଛି ଭିଡିଓ ଆଶ୍ଚର୍ଯ୍ୟଜନକ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଏକ ଡଙ୍ଗା ପାଣିରେ ଭାସିବା ପରିବର୍ତ୍ତେ ଆକାଶରେ ଉଡୁଥିବା ଦେଖିବାକୁ ମିଳିଛି। ତେବେ…

୪୮ ଘଣ୍ଟାରେ କଂଗ୍ରେସ ସଂଗ୍ରହ କଲା ୩ କୋଟି ଚାନ୍ଦା, ବିହାର-ମହାରାଷ୍ଟ୍ରରୁ ଅଧିକ ଲୋକ ସାମିଲ…

ନୂଆଦିଲ୍ଲୀ,୨୧।୧୨ : କଂଗ୍ରେସ ପାର୍ଟି ମାତ୍ର ୪୮ ଘଣ୍ଟା ମଧ୍ୟରେ କ୍ରାଉଡ ଫଣ୍ଡିଂ ମାଧ୍ୟମରେ ୩ କୋଟି ଟଙ୍କା ସଂଗ୍ରହ କରିଛି। ଏପର୍ଯ୍ୟନ୍ତ ପ୍ରାୟ ୧,୧୩,୦୦୦ ଲୋକ ଦାନ କରିଛନ୍ତି। ୨୦୨୪ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳ ପାଇଁ ସମ୍ବଳ ସଂଗ୍ରହ…

ମେସେଜ-କଲ ହେବ ଟ୍ରାକ୍‌: ମୋବାଇଲ ୟୁଜରଙ୍କ ଉପରେ ସରକାରଙ୍କ କଡ଼ା ନଜର, ଆସିଲା ନୂଆ ବିଲ୍‌…

ନୂଆଦିଲ୍ଲୀ,୨୧।୧୨: ଟେଲିକମ ବିଲ ୨୦୨୩ କେନ୍ଦ୍ର ସରକାରଙ୍କ ଦ୍ୱାରା ଆଗତ ହୋଇଛି। ଏହି ବିଲରେ ସରକାର ଜାତୀୟ ସୁରକ୍ଷାକୁ ଦୃଷ୍ଟିରେ ରଖି ତୁରନ୍ତ ପ୍ରଭାବ ପକାଇ ଅନେକ ପଦକ୍ଷେପ ନେବାକୁ ଅନୁମତି ପାଇଛନ୍ତି। ଟେଲିକମ ସେକ୍ଟର ମାଧ୍ୟମରେ ଜାତୀୟ ସୁରକ୍ଷା କ୍ଷତିଗ୍ରସ୍ତ…

ଇଣ୍ଟରନେଟ କାଟିଲେ ଜରିମାନା ସହ ୩ ବର୍ଷ ଜେଲ ଦଣ୍ଡ, ସରକାରଙ୍କ ନୂଆ ନିୟମ…

ନୂଆଦିଲ୍ଲୀ,୨୧।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପ୍ରତ୍ୟେକ ଉପଭୋକ୍ତାଙ୍କୁ ଇଣ୍ଟରନେଟ ଯୋଗାଇବାକୁ ଚାହୁଁଛନ୍ତି। ଏଥିପାଇଁ ମୋଦି ସରକାର ପ୍ରତ୍ୟେକ ଗାଁକୁ ଇଣ୍ଟରନେଟ ସହିତ ସଂଯୋଗ କରୁଛନ୍ତି। ଏହା ବ୍ୟତୀତ ପ୍ରତ୍ୟେକ ପଞ୍ଚାୟତ ପର୍ଯ୍ୟନ୍ତ ଅପ୍ଟିକାଲ ଫାଇବର କେବୁଲ ବିଛାଯାଉଛି। ଯେଉଁମାନେ…

ରେଳ ଲାଇନ ଉପରେ ରିଲ କରିବା ପଡିଲା ମହଙ୍ଗା, ଟ୍ରେନ ଧକ୍କାରେ ୩ ନାବାଳକଙ୍କ ମୃତ୍ୟୁ…

ମୁର୍ଶିଦାବାଦ,୨୧।୧୨: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ରେଳ ଲାଇନ ଉପରେ ରିଲ୍‌ କରିବା ପଡିଲା ମହଙ୍ଗା ପଡିଛି। ହଠାତ ଟ୍ରେନ ଆସିଯିବାରୁ ରିଲ ତିଆରି କରିଥିବା ୭ ଜଣ ନାବାଳକଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଦୁଇ ନାବାଳକ ଆହତ ହୋଇଛନ୍ତି।…

ବିରକ୍ତ କଲେ ରାଗି ପକାଇ ଦେବି ଆଣବିକ ବୋମା: ଧମକ ଦେଲେ କିମ…

ପ୍ୟୋଙ୍ଗୟାଙ୍ଗ,୨୧।୧୨ : ଉତ୍ତର କୋରିଆ ନେତା କିମ ଜୋଙ୍ଗ ଉନ କହିଛନ୍ତି ମତେ ବେଶି ବିରକ୍ତ କରନ୍ତି। ମୁଁ ରାଗିଗଲେ ଆଣବିକ ବୋମା ପକାଇ ଦେବି। କିମ୍‌ଙ୍କ ଏଭଳି ମନ୍ତବ୍ୟ ସମଗ୍ର ବିଶ୍ୱକୁ ଚକିତ କରିଛି। ଗୁରୁବାର ଏକ ଗଣମାଧ୍ୟମ ରିପୋର୍ଟରେ…

ସୁପର-୮କୁ ଓଡ଼ିଶା ଉନ୍ନୀତ

ଭୁବନେଶ୍ୱର, ୨୧।୧୨ (ତପନ ସ୍ବାଇଁ): କେରଳର କୋଚିନଠାରେ ଚାଲିଥିବା ଦୃଷ୍ଟିବାଧିତ ଜାତୀୟ ନଗେଶ ଟ୍ରଫି ଟି୨୦ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା କ୍ରମାଗତ ତୃତୀୟ ବିଜୟ ହାସଲ କରିଛି। ଏଥିସହ ଓଡ଼ିଶା ସୁପର-୮ରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ୪…

କିଟ୍‌ ଓଭରଅଲ୍‌ ଚାମ୍ପିୟନ

ଭୁବନେଶ୍ୱର, ୨୧।୧୨ (ତପନ ସ୍ବାଇଁ): ପୁରୀଠାରେ ୪୦ତମ ରାଜ୍ୟ ରୋଡ୍‌ ସାଇକ୍ଲିଂ ଚାମ୍ପିୟନଶିପ୍‌ ବୁଧବାର ଉଦ୍‌ଯାପିତ ହୋଇଛି। ଏହାର ଜୁନିୟର ବର୍ଗ ସମେତ ସବ୍‌ଜୁନିୟର ଓ ସିନିୟର ବର୍ଗରେ ମିଳିତଭାବେ ଗ୍ରୁପ୍‌ ଚାମ୍ପିୟନ ହୋଇଥିବାରୁ କିଟ୍‌କୁ ଓଭରଅଲ୍‌ ଚାମ୍ପିୟନ ଘୋଷଣା କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?