Home

ମନ ଜିଣୁଛି ତୋଷାଳି ମେଳା

ଭୁବନେଶ୍ୱର,୨୧।୧୨(ଶର୍ମିଷ୍ଠା ପାଣିଗ୍ରାହୀ)ଏବେ ରାଜଧାନୀବାସୀ ଶୀତୁଆ ସାକୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ବେଶ୍‌ ଉପଭୋଗ କରୁଛନ୍ତି। ପରିବାର, ସାଙ୍ଗସାଥୀ ମେଳରେ ମେଳା ବୁଲୁଛନ୍ତି। କିଣାବିକା ସାଙ୍ଗକୁ ସାଂସ୍କୃତିକ କାର୍ଯ୍ୟକ୍ରମ ନିଆରା ଅନୁଭବ ଦେଉଛି। ଅନ୍ୟପଟେ ଭଳିକି ଭଳି ଖାଦ୍ୟର ବାସ୍ନା ସେମାନଙ୍କୁ…

ମହିଳାଙ୍କୁ ସ୍ବାବଲମ୍ବୀ କରିଛି କତା କଣ୍ଢେଇ

ଚାରିଛକ, ୨୧ା୧୨(ଶିଶିର ସ୍ବାଇଁ)ସାଧାରଣତଃ ନଡ଼ିଆ ଖାଇସାରିଲା ପରେ ଷଢେଇ ଓ କତାକୁ ଆମେ ଅଦରକାରୀ ଭାବି ଫିଙ୍ଗିଦେଇଥାଉ। ତେବେ କେତେଜଣ ମହିଳା ସେହି ନଡ଼ିଆକତାରେ ଗଦି, ପାପୋଛୋ, ଭଳି ଅନେକ ଘର କରଣା ଜିନିଷ ତିଆରି କରି ସ୍ବାବଲମ୍ବୀ ହେବା ସହ…

ସୋଆରେ ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଚେସ୍‌ ଉତ୍ସବ

ଭୁବନେଶ୍‌ର, ୨୧।୧୨ (ତପନ ସ୍ବାଇଁ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଆସନ୍ତା ଜାନୁୟାରୀ ୨୮ରୁ ଫେବୃୟାରୀ ୪ ପର୍ଯ୍ୟନ୍ତ ପ୍ରଥମ ସୋଆ ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଟେସ୍‌ ଉତ୍ସବ ଅନୁଷ୍ଠିତ ହେବ। ସୋଆ, ଅନ୍ତର୍ଜାତୀୟ ଚେସ୍‌ ଫେଡେରେଶନ୍‌ (ଆଇସିଏଫ୍‌), ଅଲ୍‌…

ଅଷ୍ଟ୍ରେଲିଆ ବିପକ୍ଷରେ ବିଜୟ ଲକ୍ଷ୍ୟ

ମୁମ୍ବାଇ,୨୧ା୧୨(ପି.ଟି.): ଏକ ସପ୍ତାହ ମଧ୍ୟରେ ଭାରତୀୟ ମହିଳା କ୍ରିକେଟ ଦଳ ଏହାର ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖେଳିବାକୁ ଯାଉଛି। ଇଂଲଣ୍ଡକୁ ପରାସ୍ତ କରିଥିବା ବେଳେ ଅଷ୍ଟ୍ରେଲିଆ ବିପକ୍ଷରେ ଏହାର ପ୍ରଥମ ବିଜୟ ହାସଲ କରିବା ଲକ୍ଷ୍ୟରେ ରହିଛି ଭାରତ। ୪୬ ବର୍ଷର…

ଓଏଫ୍‌ସିର କ୍ରମାଗତ ବିଜୟ

ଭୁବନେଶ୍ୱର,୨୧ା୧୨(ସରୋଜ ଜେନା): ଇଣ୍ଡିଆନ୍‌ ଓମେନ୍ସ ଲିଗ୍‌ ଫୁଟବଲରେ କ୍ରମାଗତ ବିଜୟ ହାସଲ କରିଛି ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। ବୁଧବାର କଳିଙ୍ଗ ଷ୍ଟାଡିୟମରେ ଖେଳା ଯାଇଥିବା ମ୍ୟାଚ୍‌ରେ ଦଳ ୨-୦ ଗୋଲରେ ଡିଫେଣ୍ଡିଂ ଚାମ୍ପିୟନ ଗୋକୁଳମ କେରଳକୁ ପରାସ୍ତ କରିଛି। ଓଏଫ୍‌ସି ପକ୍ଷରୁ ପ୍ୟାରୀ…

ଆକ୍ସିସ ବ୍ୟାଙ୍କ ପ୍ରିଭିଲେଜ୍‌ କ୍ରେଡିଟ୍‌ କାର୍ଡର ଶୁଭାରମ୍ଭ

ଭୁବନେଶ୍ୱର,୨୧।୧୨: ଆକ୍ସିସ୍‌ ବ୍ୟାଙ୍କ ଓ ଆମେରିକାନ୍‌ ଏକ୍ସପ୍ରେସ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ଓ ସହଭାଗିତା ନିକଟରେ ହୋଇଯାଇଛି। ଏପରିକି ଆମେରିକାନ ଏକ୍ସପ୍ରେସ୍‌ ନେଟ୍‌ୱର୍କରେ ଆକ୍ସିସ୍‌ ବ୍ୟାଙ୍କ ପ୍ରିଭିଲେଜ୍‌ କ୍ରେଡିଟ୍‌ କାର୍ଡର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସହଭାଗିତା ଯୋଗୁ…

ତନେଇରାର ପ୍ରଥମ ବର୍ଷ ପୂର୍ତ୍ତି ଉତ୍ସବ

ଭୁବନେଶ୍ୱର,୨୧।୧୨: ଟାଟା ଗ୍ରୁପ୍‌ର ସ୍ବତନ୍ତ୍ର ପରିଧାନ ବ୍ରାଣ୍ଡ୍‌ ତନେଇରାର ଭୁବନେଶ୍ୱର ଆଉଟ୍‌ଲେଟ୍‌ ପକ୍ଷରୁ ଶୋ’ରୁମ୍‌ର ପ୍ରଥମ ବର୍ଷର ପୂର୍ତ୍ତି ଉତ୍ସବ ବୁଧବାର ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଆଉଟ୍‌ଲେଟ୍‌ ପକ୍ଷରୁ ଏକ ଖରବଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଉକ୍ତ ସମ୍ମିଳନୀରେ ତନେଇରାର…

ଏଚ୍‌ଡିଏଫ୍‌ସି ଲାଇଫର ନୂତନ ଉତ୍ପାଦ

ଭୁବନେଶ୍ୱର,୨୧।୧୨: ଦେଶର ପ୍ରମୁଖ ଘରୋଇ ବୀମା ପ୍ରଦାନକାରୀ ସଂସ୍ଥା ଏଚ୍‌ଡିଏଫ୍‌ସି ଲାଇଫର ନୂତନ ଉତ୍ପାଦ ‘ଏଚ୍‌ଡିଏଫ୍‌ସି ଲାଇଫ୍‌ କ୍ଲିକ୍‌ ୨ ଆଚିଭ୍‌’ର ସର୍ବଭାରତୀୟ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହା ଏକ ସୁନିଶ୍ଚିତ ଜୀବନ ଜୀବନ ବୀମା ଯୋଜନା ହୋଇଥିବାବେଳେ…

ରୋଗୀଙ୍କୁ ଯୋଗାଉଛନ୍ତି ମାଗଣା ଆମ୍ବୁଲାନ୍ସ ସେବା

ବେଗୁନିଆ,୨୧।୧୨(ହର ପ୍ରସନ୍ନ ପଣ୍ଡା)ବର୍ତ୍ତମାନ ସମୟରେ ବ୍ୟସ୍ତ ଜୀବନରେ କିଏ ବା କାହାକୁ ପଚାରେ। ଏଭଳି କ୍ଷେତ୍ରରେ ସାଧାରଣଲୋକଙ୍କ ସେବାରେ ପ୍ରଦୀପ୍ତ କୁମାର ବିଶ୍ୱାଳ ନିଜକୁ ବ୍ରତୀ କରିଛନ୍ତି। ସେମାନଙ୍କ ସୁଖ ଦୁଃଖ ବୁଝିବା ସହ ରୋଗୀ ମାଗଣା ସେବା ଯୋଗାଇ ଯୋଗାନ୍ତି।…

ଟେଲିକମ୍‌ ବିଲ୍‌: ଗଣମାଧ୍ୟମର କଣ୍ଠରୋଧ, ପ୍ରିଭେସିରେ ହସ୍ତକ୍ଷେପ

ଭୁବନେଶ୍ୱର,୨୧ା୧୨ (ବ୍ୟୁରୋ)ଲୋକ ସଭାରେ ସୋମବାର ଆଗତ ମୋଦି ସରକାରଙ୍କ ୪୬ ପୃଷ୍ଠା ସମ୍ବଳିତ ଟେଲିକମ୍ୟୁନିକେଶନ୍ସ ବିଲ୍‌, ୨୦୨୩ ବୁଧବାର ଏକପ୍ରକାର ବିରୋଧୀ ବିହୀନ ଗୃହରେ ଧ୍ୱନିମତରେ ପାରିତ ହୋଇଛି। ଉକ୍ତ ବିଧେୟକକୁ ଟେଲି ଯୋଗାଯୋଗ ଶିଳ୍ପ ସ୍ବାଗତ କରିଥିବାବେଳେ ଆଇନଜୀବୀ, ନାଗରିକ…

ସେପ୍ଟେମ୍ବରରେ ଜିଓର ସର୍ବାଧିକ ଗ୍ରାହକ ସଂଯୋଗ

ଭୁବନେଶ୍ୱର,୨୧।୧୨: ଭାରତୀୟ ଟେଲିକମ୍‌ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍‌ ଉପଭୋକ୍ତା ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ୨୦୨୩ ସେପ୍ଟେମ୍ବରରେ ସର୍ବାଧିକ ସଂଖ୍ୟକ ନୂତନ ମୋବାଇଲ୍‌ ଗ୍ରାହକ ସଂଯୋଗ ପ୍ରଦାନ କରିଛି। ଏପରିକି ୨୦୨୩ ସେପ୍ଟେମ୍ବରରେ ନୂତନ ମୋବାଇଲ…

ଉଦୟ ଅନନ୍ତ ଏମ୍‌ସିଏଲ୍‌ର ନୂଆ ଅଧ୍ୟକ୍ଷ

ସମ୍ବଲପୁର,୨୧ା୧୨(ବି.ଶଙ୍କର): ମହାନଦୀ କୋଲଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌)ର ନୂଆ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଉଦୟ ଅନନ୍ତ କାଓଲେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସମ୍ବଲପୁର ବୁର୍ଲା (ଜାଗୃତି ବିହାର) ସ୍ଥିତ ଏମ୍‌ସିଏଲ୍‌ ମୁଖ୍ୟାଳୟରେ କାଓଲେ ପହଞ୍ଚତ୍ବା ପରେ କମ୍ପାନୀର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?