ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!
ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି ମ୍ୟାଚ ସମୟରେ, ଖେଳାଳିଙ୍କ ସୁରକ୍ଷା ଦାୟିତ୍ୱ ଡଜନ ଡଜନ ମାମଲାରେ ଅଭିଯୁକ୍ତ ବ୍ୟକ୍ତିଙ୍କୁ ଦିଆଯାଇଥିଲା।…
ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ
ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା ଥାନା ଦାଶରଥିପୁର ଗ୍ରାମର ପତଳା ସାହି ଜଙ୍ଗଲ ଭିତରେ ବେଆଇନ ଦେଶୀ ମହୁଲି ମଦ…
ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…
ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଘଟଣା…
ଘରୁ ଅଲଗା ହେବା ପରେ ପିତା ଲାଲୁଙ୍କୁ ମନେପକାଇ ରୋହିଣୀ କହିଲେ…
ପାଟନା,୫।୧୨: ବିହାର ନିର୍ବାଚନ ଫଳାଫଳ ପରେ ଲାଲୁ ପରିବାର ମଧ୍ୟରେ ବିବାଦ କୌଣସି ଗୁପ୍ତ କଥା ନୁହେଁ। ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରୀୟ ଜନତା ଦଳ (RJD) ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ପରିବାର ସହିତ ସମ୍ପୂର୍ଣ୍ଣ…
ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ର ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ବାରଙ୍ଗସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ପରିବାର ଲୋକ ଏନେଇ ବାରଙ୍ଗ ଥାନାରେ ହତ୍ୟା ଅଭିଯୋଗ ଆଣିଛନ୍ତି। ପ୍ରକାଶ ଯେ, ବାଲେଶ୍ୱର ଖଇରା ଥାନା ଅନ୍ତର୍ଗତ ବେରାଯୋଡ଼ି ଗ୍ରାମର ମୃତ୍ୟୁଞ୍ଜୟ ବେଦାନ୍ତ…
ମୋ ଝିଅକୁ ପ୍ୟାଡ୍ ଦିଅ… ଇଣ୍ଡିଗୋ ବିମାନ ବିଳମ୍ବ ମଧ୍ୟରେ ହୃଦୟ ବିଦାରକ VIDEO ଭାଇରାଲ
ନୂଆଦିଲ୍ଲୀ,୫।୧୨: ଦେଶରେ ଯାତ୍ରୀ ସୁରକ୍ଷା ଏବଂ ସୁବିଧା ବିଷୟରେ ବହୁତ ଆଲୋଚନା ହେଉଥିବାବେଳେ, ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଭାଇରାଲ ହୋଇଛି। ବିମାନବନ୍ଦର ଭଳି ଏକ ଉଚ୍ଚମାନର ସୁବିଧାରେ ଜଣେ ବାପା କାନ୍ଦୁଥିବା ଏବଂ ତାଙ୍କ ଝିଅ ପାଇଁ…
ସକାଳୁ ଉଠିଲେ ପାଣି ପାଇଁ ସଂଘର୍ଷ: ୩୦ ପରିବାରକୁ ଗୋଟିଏ ନଳକୂପ
ଦାରିଙ୍ଗବାଡି, ୫/୧୨ (ଅରୁଣ ସାହୁ): ଭୋର ଉଠିଲେ ପିଇବା ଓ ବ୍ୟବହାର କରିବାକୁ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ଦିନେ କି ୨ ଦିନ ନୁହଁ ବର୍ଷ ବର୍ଷ ଧରି ପିଇବା ପାଣି ପାଇଁ ଗୋଟିଏ ନଳକୂପ ହିଁ ଭରସା…
ଏହି ଭୟଙ୍କର ଜୀବର ଚମଡ଼ାରୁ ତିଆରି ଘଣ୍ଟା ପିନ୍ଧନ୍ତି ପୁଟିନ୍, ଦାମ୍ ଜାଣିଲେ…
ମସ୍କୋ,୫ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏହି ଗସ୍ତ ଉଭୟ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ପୁଟିନ୍ଙ୍କ ପରି ତାଙ୍କ ଘଣ୍ଟା ମଧ୍ୟ ଖୁବ୍ ଚର୍ଚ୍ଚାରେ। ରୁଷିଆ ବିରୋଧୀ ଦଳଗୁଡ଼ିକ ଦାବି…
ପୁଟିନଙ୍କ ଭାରତ ଗସ୍ତକୁ ଦେଖି ଚିଡି ଗଲାଣି ପାକିସ୍ତାନ, କହିଲା ଆମର ବି ଏଠିକୁ ଆସୁଛନ୍ତି ରାଜା…
ଇସଲାମାବାଦ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ପାକିସ୍ତାନବାସୀଙ୍କୁ ଚିନ୍ତାରେ ପକାଇବା ସହ ବିଚଳିତ କରିଛି ଯେ ପୁଟିନ କାହିଁକି କେବେ ସେମାନଙ୍କ ଦେଶକୁ ଯାଆନ୍ତି ନାହିଁ। ନିଜର ବିରକ୍ତି ଲୁଚାଇବା ପାଇଁ, ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଅନେକ…
ଜଲଓ୍ବା ଦେଖାଇଲେ ନୀଳନୟନା: ମୋହିତ ପ୍ରଶଂସକ
ବଲିଉଡର ନୀଳନୟନା ଐଶ୍ୱର୍ଯ୍ୟା ରାୟ। ବଲିଉଡ୍ର ହଲିଉଡ ଯାଏ, ସବୁଠି ତାଙ୍କ ଜଲଓ୍ବା। ଇଏ ଏମିତି ଜଣେ ନାୟିକା, ଯିଏ ତାଙ୍କ ପର୍ସନାଲ ଏବଂ ପ୍ରଫେସନାଲ ଲାଇଫ୍କୁ ଖୁବ ସୁନ୍ଦର ଭାବେ ସମ୍ଭାଳିଛନ୍ତି। ବୟସ ବଢ଼ିବା ପରେ ମଧ୍ୟ ନିଜର ସୌନ୍ଦର୍ଯ୍ୟରେ…
ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…
ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି ପୂର୍ବାହ୍ନରେ ଜଣେ ଶିଶୁପୁତ୍ରର ମୃତଦେହ ମିଳିଛି। ମୃତ ଶିଶୁର ନାଁ ଦିନେଶ (୩)ଏବଂ ସେ…
‘ନା ନଇଁବ ଭାରତ, ନା ଭାଙ୍ଗିବ ରୁଷିଆ’, ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ପ୍ରଥମ ପ୍ରତିକ୍ରିୟା
ବେଜିଂ/ନୂଆଦିଲ୍ଲୀ,୫।୧୨: ବିଶ୍ୱ ବର୍ତ୍ତମାନ ଦୁଇଟି ଅକ୍ଷରେ ବିଭକ୍ତ ହୋଇଥିବା ପରି ମନେ ହେଉଛି। ଗୋଟିଏ ପଟେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଅନ୍ୟ ପଟେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଆମେରିକାର ଶୁଳ୍କ ନୀତି ଏବଂ ପାଶ୍ଚାତ୍ୟ ଦେଶଗୁଡ଼ିକର ରୁଷିଆ…
Archives


