Home

ନିର୍ଯାତନାର ଶିକାର ହୋଇଥିଲେ ୨ ବିବସ୍ତ୍ର ମହିଳା

ସୁନ୍ଦରଗଡ,୮ା୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ ସହର ଉପକଣ୍ଠ ଇବ୍‌ ନଦୀ ପୋଲ ଉପରେ ଶୁକ୍ରବାର ଉଲଗ୍ନ ହୋଇ ଚାଲି ଚାଲି ଯାଉଥିବା ୨ ଆଦିବାସୀ ମହିଳା ଉଦ୍ଧାର ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସ୍ଥାନୀୟ ବିଧାୟିକା କୁସୁମ ଟେଟେ ୨ ମହିଳାଙ୍କୁ…

ସ୍କୁଲରେ ହେବ ସୋସିଆଲ ଅଡିଟ୍‌

ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ସମଗ୍ର ଶିକ୍ଷା ଯୋଜନା ଅଧୀନରେ ବିଦ୍ୟାଳୟସ୍ତରୀୟ ସୋସିଆଲ ଅଡିଟ୍‌ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସୋସିଆଲ ଅଡିଟ୍‌ ୟୁନିଟ୍‌ (ଓସାଟ୍‌) ସହ ଓସେପାର ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ସମନ୍ବିତ…

ଶୀତ ପୂର୍ବରୁ ଚିଲିକାରେ ବିଦେଶୀ ପକ୍ଷୀ

ବାଲୁଗାଁ, ୮।୧୦(ସଂଗ୍ରାମ ପାଇକରାୟ)ଶୀତ ଆସିବା ପୂର୍ବରୁ ନୀଳାମ୍ବୁ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଛି। ଶନିବାର ସୁଦ୍ଧା ପକ୍ଷୀ ଅଭୟାରଣ୍ୟ ନଳବଣକୁ ୫୦ (ଇୟୁଜିୟନ୍‌ ପ୍ରଜାତିର ୩୦ ଏବଂ ଗଡଓ୍ବାଲ ୨୦) ବିଦେଶୀ ପକ୍ଷୀ ଆସିଥିବା ଡିଏଫ୍‌ଓ ଅମ୍ଳାନ ନାୟକ ସୂଚନା…

୧୪ରେ ଖୋଲିବ ଶିମିଳିପାଳ

ବାରିପଦା, ୮।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଶିମିଳିପାଳ ଅଭୟାରଣ୍ୟ ନଭେମ୍ବର ୧ ପରିବର୍ତ୍ତେ ଚଳିତ ମାସ ୧୪ ତାରିଖରୁ ବିଧିବଦ୍ଧ ଭାବେ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଶିମିଳିପାଳ ଭିତରକୁ ପ୍ରବେଶ ନିମନ୍ତେ ଅନ୍‌ଲାଇନ ଯୋଗେ ଯାନବାହନ ଓ…

ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପ ଶିଳାନ୍ୟାସ

ଭୁବନେଶ୍ୱର,୮ା୧୦(ଅନିଲ ଦାସ)୨୦୨୪ ଜାନୁୟାରୀ ପହିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଶୁଭ ଦେବେ। ଏହି ପ୍ରକଳ୍ପ ପାଇଁ ପ୍ରସ୍ତୁତ ୫୯୨୯ କୋଟି ଟଙ୍କାର ପ୍ରକଳ୍ପ ରିପୋର୍ଟକୁ ଅନୁମୋଦନ ମିଳିସାରିଛି। ଏହି ସମସ୍ତ ଅର୍ଥ ରାଜ୍ୟ ସରକାର ବହନ…

ସ୍ତ୍ରୀ-ସ୍ବାମୀଙ୍କୁ ପରସ୍ପରଠାରୁ ଅଲଗା ରଖିବା ଅତ୍ୟଧିକ କ୍ରୁରତା: ହାଇକୋର୍ଟ…

ନୂଆଦିଲ୍ଲୀ,୭।୧୦ : ଛାଡପତ୍ର ମାମଲାର ଶୁଣାଣି ବେଳେ ଦିଲ୍ଲୀ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇ କହିଛନ୍ତି ବିବାହିତ ଦମ୍ପତିଙ୍କୁ ପରସ୍ପରଠାରୁ ଅଲଗା ରଖିବା ଅତ୍ୟନ୍ତ ନିଷ୍ଠୁରତା। ପ୍ରକୃତରେ, ଜଣେ ବ୍ୟକ୍ତିଙ୍କୁ ଛାଡପତ୍ର ଦେବା ପାଇଁ ଫ୍ୟାମିଲି କୋର୍ଟର ଆଦେଶକୁ ପାଳନ…

ବାଣ ଦୋକାନରେ ବିସ୍ଫୋରଣ: ୧୦ ମୃତ…

ବେଙ୍ଗାଲୁରୁ,୭।୧୦ : କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ଏକ ବାଣ ଦୋକାନରେ ବିସ୍ଫୋରଣ ଘଟି ୧୦ ଜଣଙ୍କ ମୃତ୍ୟୁ ଘଟିଛି। ବେଙ୍ଗାଲୁରୁର ବାହାର ଅଞ୍ଚଳରେ ଥିବା ଅଟ୍ଟିବେଲି ଠାରେ ସନ୍ଧ୍ୟା ସମୟରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକମାନେ ଜୀବନ୍ତ ଦଗ୍ଧ ହୋଇ…

ଅମିତଙ୍କୁ ଦେଢ଼ କୋଟି ଟଙ୍କା ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୧୦(ଅନିଲ ଦାସ): ଓଡ଼ିଆ ହକି ଖେଳାଳି ଅମିତ ରୋହିଦାସଙ୍କୁ ଦେଢ଼ କୋଟି ଟଙ୍କା ପୁରସ୍କାର ଦିଆଯିବ। ଚାଇନାର ହାଙ୍ଗଝୋଠାରେ ଅନୁଷ୍ଠିତ ୧୯ତମ ଏସିଆନ ଗେମ୍ସରେ ଭାରତୀୟ ହକି ଦଳ ସ୍ବର୍ଣ୍ଣ ପଦକ ଜିତିବାରେ ଅମିତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବାରୁ ଶନିବାର…

ଚଳିତ ବର୍ଷର ଅନୁଦାନ ୩୫୧ କୋଟିକୁ ବୃଦ୍ଧି କଲେ ସରକାର

ଭୁବନେଶ୍ୱର,୭ା୧୦(ଅନିଲ ଦାସ): ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ବ୍ୟୟବରାଦ କରାଯାଇଛି। ଏହି ଅନୁଦାନକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ ।…

ଟାଇଗର-୩: ଲିକ ହେଲା କ୍ୟାଟ୍ରିନାଙ୍କ ସିନ…

ମୁମ୍ବାଇ : ଟାଇଗର-୩ ରିଲିଜ ଦିନ ଯେତେ ପାଖେ ଆସୁଛି ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ସେତେ ବଢ଼ିବାରେ ଲାଗିଛି। ଫିଲ୍ମରେ ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫ ମଧ୍ୟରେ ପୁଣି ରୋମାନ୍ସ ଦର୍ଶକ ଦେଖିବାର ସୁଯୋଗ ପାଇବେ। ତେବେ…

କୋରାପୁଟରେ ୧୬୭ ସ୍କ୍ରବ୍‌ ଟାଇଫସ୍‌ ରୋଗୀ ଚିହ୍ନଟ: ସିଡିଏମ୍‌ଓ

କୋରାପୁଟ,୭ା୧୦(ଅମିତାଭ ବେହେରା): କୋରାପୁଟ ଜିଲାରେ ବର୍ତ୍ତମାନସୁଧା ୧୬୭ ଜଣ ସ୍କ୍ରବ୍‌ ଟାଇଫସ୍‌ରେ ଆକ୍ରାନ୍ତ ହୋଇଥିବା ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଅରୁଣ କୁମାର ପାଢ଼ୀ ଶନିବାର ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୬୫୦ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିବା…

୪ ଛେଳି ଖାଇଲା ବାଘ, ଲୋକେ ଆତଙ୍କିତ

କେନ୍ଦୁଝର,୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ରେଞ୍ଜ ଢେଙ୍କିକୋଟ ସେକ୍ସନ କାଳିମାଟି ଡ୍ୟାମ୍‌ ନିକଟ ବାରବାଙ୍କ ଜଙ୍ଗଲରେ ବାଘ ଆକ୍ରମଣରେ ୪ଟି ଛେଳିଙ୍କ ଜୀବନ ଯାଇଛି। ପ୍ରକାଶ ଯେ, ଢେଙ୍କିକୋଟ ଅଞ୍ଚଳର ବାସନ୍ତୀ ଓ ଲମ୍ବୋଧର ମୁଣ୍ଡାଙ୍କ ଛେଳି ଧରି ଶୁକ୍ରବାର ଦୁଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri