ନିଜ ବଡିଗାର୍ଡଙ୍କୁ ଧକ୍କା ଦେଲେ ରୋହିତ ଶର୍ମା: କାରଣ ଜାଣିଲେ ପ୍ରଶଂସକ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO
ନୂଆଦିଲ୍ଲୀ,୨୩।୬: ଭାରତୀୟ ଦଳର ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ସାଧାରଣତଃ ତାଙ୍କର ମଜାଳିଆ ଏବଂ ଶାନ୍ତ ଆଚରଣ ପାଇଁ ଜଣାଶୁଣା। ପଡ଼ିଆ ଭିତରେ ହେଉ କିମ୍ବା ବାହାରେ, ତାଙ୍କର ଆକର୍ଷଣୀୟ ଭିଡିଓ ପ୍ରାୟତଃ ସୋସିଆଲ ମିଡିଆରେ ଭାଇରାଲ ହୁଏ। କିନ୍ତୁ ନିକଟରେ…
ହଠାତ୍ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ: ମୋଦି ସରକାରରେ ହୋଇପାରେ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ,୨୩।୬: କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଆନ ଇସ୍ତଫା ଦେଇଛନ୍ତି। ସେ ମୋଦି ସରକାରରେ ମତ୍ସ୍ୟପାଳନ ଏବଂ ସଂଖ୍ୟାଲଘୁ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜର୍ଜ କୁରିଆନଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ ଅନୁଯାୟୀ ଏବଂ ସମ୍ବିଧାନର…
ଶାହରୁଖଙ୍କୁ ନେଇ ପଙ୍କଜ କପୁର କଲେ ବଡ଼ ଖୁଲାସା: ଦର୍ଶକ ସ୍ତବ୍ଧ
ବଲିଉଡ୍ କିଙ୍ଗ କହିଲେ ଶାହରୁଖ ଖାନ୍ଙ୍କୁ ବୁଝାଏ। ଥିଏଟରରୁ ବଲିଉଡ ପର୍ଯ୍ୟନ୍ତ ତାଙ୍କ ଯାତ୍ରା ଅନେକ ଯୁବପିଢ଼ିଙ୍କ ପାଇଁ ପ୍ରେରଣାର କାରଣ ପାଲଟିଛି। ସେ ଅନେକ ବ୍ଲକବଷ୍ଟର ଫିଲ୍ମ ଦେଇଛନ୍ତି। ଇଣ୍ଡଷ୍ଟ୍ରିର ସବୁଠାରୁ ବଡ଼ ଷ୍ଟାରମାନଙ୍କ ମଧ୍ୟରୁ ସେ ଅନ୍ୟତମ। ସେ…
ହର୍ମୁଜରେ ସ୍ଥାପନ ହେବ ହଟଲାଇନ; ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକାକୁ ଇରାନର ସ୍ପଷ୍ଟ ବାର୍ତ୍ତା
ତେହରାନ,୨୩।୬: ଯଦିଓ ଆମେରିକା ଏବଂ ଇରାନ ସ୍ବିଜରଲ୍ୟାଣ୍ଡରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସମୟରେ ଅନେକ ପ୍ରସଙ୍ଗରେ ଏକ ସହମତିରେ ପହଞ୍ଚିଥିଲେ, ତଥାପି ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ମତ ପ୍ରାୟତଃ ଅପରିବର୍ତ୍ତିତ ଦେଖାଯାଉଛି। ତେହରାନର ମୁଖ୍ୟ ଆଲୋଚନାକାରୀ ମହମ୍ମଦ ବଘେର ଘଲିବାଫ୍…
ପାକିସ୍ତାନକୁ କଡ଼ା ଟାର୍ଗେଟ କଲେ ୟୁକେ ପ୍ରଧାନମନ୍ତ୍ରୀ ଦୌଡ଼ରେ ଥିବା ନାଇଜେଲ ଫାରେଜ, ଜାଣନ୍ତୁ ଭାରତ ପ୍ରତି ତାଙ୍କର ମତ କ’ଣ
ଲଣ୍ଡନ,୨୩।୬: କିର ଷ୍ଟାର୍ମରଙ୍କ ଇସ୍ତଫା ପରେ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବା ଦୌଡ଼ରେ ନାଇଜେଲ ଫାରେଜ ଜଣେ ଦୃଢ଼ ଦାବିଦାର ଭାବରେ ଉଭା ହୋଇଛନ୍ତି। ରିଫର୍ମ ୟୁକେର ନେତା ଫାରେଜ ପ୍ରବାସନ ଉପରେ ତାଙ୍କର କଠୋର ମନୋଭାବ ପାଇଁ ଜଣାଶୁଣା। ସେ…
ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପରମାଣୁ କାର୍ଯ୍ୟକ୍ରମକୁ ନେଇ ନେଲା ୟୁଟର୍ନ
ତେହରାନ,୨୩।୬: ଯେତେବେଳେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଆଗକୁ ବଢୁଛି, ଇରାନ ଏହାର ପରମାଣୁ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ୟୁ-ଟର୍ନ ନେଇଛି। ଏହା ଚୁକ୍ତିନାମା ଉପରେ ନୂତନ ବିବାଦ ସୃଷ୍ଟି କରିବାର ସମ୍ଭାବନା ଦେଖାଯାଉଛି। ଇରାନ ପୂର୍ବରୁ ଶାନ୍ତି…
କାତାରରେ ବିସ୍ଫୋରଣ: ୧୨ ଭାରତୀୟଙ୍କ ସମେତ ୧୩ ମୃତ
ଦୁବାଇ,୨୩ା୬(ପି.ଟି.): କାତାରର ରାସ୍ ଲାଫାନ୍ ଶିଳ୍ପାଞ୍ଚଳ ସହରରେ ଥିବା ଏକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟି ୧୨ ଭାରତୀୟଙ୍କ ସମେତ ୧୩ ଜଣ ପ୍ରାଣ ହରାଇଛନ୍ତି। ରବିବାର ସନ୍ଧ୍ୟାରେ ଶିଳ୍ପାଞ୍ଚଳ ସହରର ବାର୍ଜାନ ଗ୍ୟାସ୍ ଯୋଗାଣ କେନ୍ଦ୍ରରେ ବିସ୍ଫୋରଣ ଘଟି ନିଆଁ ଲାଗିଯିବାରୁ…
‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ
ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ ହୋଇଥିବା ଚୁକ୍ତିକୁ ପାଳନ କରିବାରେ ବିଫଳ ହୁଏ, ତେବେ ୱାଶିଂଟନ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ…
ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି
ଓବୁର୍ଜେନ୍,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା ଯୁଦ୍ଧକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଲାଗି ଚୂଡ଼ାନ୍ତ ଚୁକ୍ତିନାମାରେ ପହଞ୍ଚିବା ନିମନ୍ତେ ଏକ…
ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍ଇଇଟି ପରୀକ୍ଷାରୁ ବଞ୍ଚିତ
ନୂଆଦିଲ୍ଲୀ,୨୩ା୬: ଏନ୍ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ ପରୀକ୍ଷା କରାଇବା ପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ)କୁ ଦ୍ୱିତୀୟ ସୁଯୋଗ ମିଳିଲା।…
ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍ପି
ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ ବିଦ୍ରୋହୀ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଶିବସେନାରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି।…
ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ
ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ ମହାପ୍ରଭୁ ଶ୍ରୀ ଶ୍ରୀ ଦଧିବାମନଙ୍କ ମାଉସୀ ମା’ ମନ୍ଦିର କ୍ଷତିଗ୍ରସ୍ତ ହୋଇଛି ।…

