Home

ଗାଜଲବାଡ଼ି ଘାଟିରେ ଅଟକିଲା ଭାରୀଯାନ

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟିରେ ବାରମ୍ବାର ଭାରୀଯାନ ଅଟକି ଯାଉଛି। ଫଳରେ ଦାରିଙ୍ଗବାଡ଼ିଠାରୁ ବ୍ରହ୍ମପୁର, ଭଞ୍ଜନଗର, ସୋରଡ଼ା ଅଞ୍ଚଳକୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ପ୍ରକାଶ ଯେ, ଏକ ଯନ୍ତ୍ରପାତି ବୋଝେଇ ଟ୍ରକ୍‌ ୫୯ ନଂ ଜାତୀୟ…

ଆତ୍ମସମର୍ପଣ କଲେ ପାର୍ଲାମେଣ୍ଟ ଉପଦ୍ରବର ମାଷ୍ଟରମାଇଣ୍ଡ୍‌

ନୂଆଦିଲ୍ଲୀ,୧୫।୧୨: ପାର୍ଲାମେଣ୍ଟ ଉପଦ୍ରବର ମାଷ୍ଟରମାଇଣ୍ଡ୍‌ ଲଲିତ ମୋହନ ଝା ଗୁରୁବାର ନୂଆଦିଲ୍ଲୀର କର୍ତ୍ତବ୍ୟପଥ ଥାନାରେ ଆତ୍ମସମର୍ପଣ କରିବା ପରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କୁ ଦିଲ୍ଲୀ ପୋଲିସ ସ୍ପେଶାଲ ସେଲ୍‌ ଅଧିକାରୀମାନେ ପଚରାଉଚରା କରୁଛନ୍ତି। କୋଲକାତାରେ ଶିକ୍ଷକତା କରୁଥିବା ଲଲିତ ଘଟଣା…

ଇସ୍ରାଏଲ୍‌କୁ ଗାଳି ଦେଉଥିଲେ ତୁର୍କୀ ସାଂସଦ, ହଠାତ୍‌ ଆସିଲା ହାର୍ଟଆଟାକ୍‌: ଆଉ ତା’ପରେ

ଆଙ୍କରା,୧୫।୧୨: ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଗତ କିଛି ମାସ ଧରି ଚାଲିଥିବା ଏହି ଯୁଦ୍ଧ ଏବେ ବିପଜ୍ଜନକ ମୋଡ଼ ନେଇଛି। ଉଭୟ ପକ୍ଷର ଲୋକଙ୍କୁ ହତ୍ୟା କରାଯାଉଛି। ହମାସ ଆକ୍ରମଣରେ ଇସ୍ରାଏଲ ସେନାର ୫ ହଜାରରୁ…

ଜନ୍ମଦିନରେ ବଡ଼ ରେକର୍ଡ ହାସଲ କଲେ କୁଲଦୀପ

ନୂଆଦିଲ୍ଲୀ,୧୫।୧୨:ଦକ୍ଷିଣ ଆଫ୍ରିକା ଗସ୍ତରେ ଥିବା ଟିମ ଇଣ୍ଡିଆ ଶେଷ ଟି-୨୦ ମ୍ୟାଚରେ ଏକ ଚମତ୍କାର ବିଜୟ ହାସଲ କରି ସିରିଜକୁ ୧-୧ରେ ଡ୍ର କରିଥିଲା। ଏହି ମ୍ୟାଚ୍‌ର ହିରୋ ସୁର୍ଯ୍ୟକୁମାର ଯାଦବ ଥିଲେ। ସେ ଜବରଦସ୍ତ ଶତକ ମାରିଥିଲେ। ତେବେ ବୋଲିଂରେ…

ପିଆଜ ଉତ୍ପାଦନ ବଢୁଛି, ଘାଣ୍ଟି ହେଉଛନ୍ତି ଖାଉଟି

ଭୁବନେଶ୍ୱର,୧୫।୧୨(ଅନିଲ ଦାସ)- ରାଜ୍ୟରେ ପିଆଜ ଉତ୍ପାଦନ ବଢୁଛି। ହେଲେ ପ୍ରତ୍ୟେକ ବର୍ଷ ଦର ବୃଦ୍ଧିରେ ଘାଣ୍ଟି ହେଉଛନ୍ତି ଖାଉଟି। ଅନ୍ୟ ବର୍ଷଗୁଡିକ ଭଳି ଚଳିତ ବର୍ଷ ମଧ୍ୟ ମାସାଧିକ କାଳ ହେବ ରାଜ୍ୟରେ ପିଆଜ କିଲୋ ପିଛା ଦର ୬୦ ଟଙ୍କା…

ଆମେରିକା, ୟୁରୋପରେ ସୋରିଷ ତେଲରେ ରାନ୍ଧିବା ନିଷେଧ, ଜାଣନ୍ତୁ କାରଣ…

ରୋଷେଇରେ ତେଲର ଅନେକ ବିକଳ୍ପ ଅଛି। ଯେମିତି କି ସୋରିଷ ତେଲ, ଅଲିଭ୍‌ ତେଲ, ଅଳସୀ ତେଲ, ନଡ଼ିିଆ ତେଲ, ମୁଗଫଳି ତେଲ, ପାମୋଲିନ ତେଲ ଇତ୍ୟାଦି। କିନ୍ତୁ ଭାରତ ସମେତ ବିଶ୍ୱର ଅଧିକାଂଶ ଦେଶରେ ଲୋକମାନେ ରୋଷେଇ ପାଇଁ ସୋରିଷ…

ଭାଜପା-ବିଜେଡି ମେଣ୍ଟ ହେଲେ ହାତକୁ ଫାଇଦା

କେନ୍ଦୁଝର,୧୫ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦ୍ରରେ ଭାଜପା ଓ ରାଜ୍ୟରେ ବିଜେଡିର ଶାସନ ଥିବା ବେଳେ କଂଗ୍ରେସ ଲୋକଙ୍କ ବିଶ୍ୱାସଭାଜନ ହେବାକୁ ପ୍ରୟାସ ଆରମ୍ଭ କରିଛି। କେନ୍ଦୁଝର ଜିଲା କଂଗ୍ରେସ ଅଫିସରେ ଚାଲିଥିବା ଖଟିରେ ସ୍ଥାନୀୟ ନେତା ଓ କର୍ମୀ କୁହାକୁହି ହେଉଛନ୍ତି, ରାଜ୍ୟରେ…

ଅନ୍‌ଲାଇନ୍‌ରେ ମଗାଇଥିଲେ ଆଇଫୋନ-୧୫, ପ୍ୟାକେଟ୍‌ ଖୋଲିଲା ବେଳକୁ ଏଥିରୁ ବାହାରିଲା…

ଆଜିର ସମୟ ଲୋକଙ୍କ ପାଇଁ ଯଥେଷ୍ଟ ଆରାମଦାୟକ ହୋଇଛି। ଯେଉଁ ଜିନିଷ ଦରକାର, ଏହାକୁ ଅନ୍‌ଲାଇନ୍‌ରେ ଅର୍ଡର କରାଯାଇପାରିବ। ପୂର୍ବରୁ ଲୋକମାନେ ଆବଶ୍ୟକ ଜିନିଷ କିଣିବା ପାଇଁ ଅନେକ ଦୋକାନ ବୁଲୁଥିଲେ। ଏହା ପରେ ଦୋକାନ ବଜାରର ଧାରା ଆସିଲା। ଫଳଠାରୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ୩ ସୁଗୁଣ ବଖାଣିଲେ ଅମିତ ଶାହା

ନୂଆଦିଲ୍ଲୀ,୧୫।୧୨: ସମ୍ପ୍ରତି ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନରେ ଫଳାଫଳ ପ୍ରମାଣ କରୁଛି ଦେଶରେ ଏବେ ମୋଦି ଯୁଗ ଚାଲିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ନିର୍ବାଚନରେ ଭାଜପା ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ଏଥିରେ ବିପୁଳ ସଫଳତା ହାସଲ କରିଥିଲା। ଭାରତୀୟ ଜନତା ପାର୍ଟିରେ ଚାଣକ୍ୟ…

ବିକାଶ ନାଁରେ ଚାଲିଛି ହରିଲୁଟ

ନୂଆଗାଁ,୧୫।୧୨ (ଧନେଶ୍ୱର ସାହୁ): ପ୍ରତି ପଞ୍ଚାୟତ ଓ ଗାଁର ବିକାଶ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ସରକାର ଅନୁଦାନ ଦେଉଛନ୍ତି। କିନ୍ତୁ ତାହାକୁ ଠିକ୍‌ ଭାବେ ବିନିଯୋଗ ନ କରି ଅସତ୍‌ ଉପାୟରେ ତାହା ହରିଲୁଟ୍‌ ହେଉଛି । ନୟାଗଡ଼ ଜିଲା…

ବଦଳୁନି ଜଙ୍ଗଲ ରାସ୍ତାର ରୂପ

ନୟାଗଡ଼,୧୫।୧୨(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଖଣ୍ଡପଡ଼ା ରେଞ୍ଜର ନୂଆପଲ୍ଲୀ ଠାରୁ ସାରଣ୍ଡା, ବୁଢ଼ିଝରି, ଆଙ୍ଗିସିଙ୍ଗି, କୋଶଳାଙ୍ଗ ଆଦି ଅଞ୍ଚଳକୁ ସାପୁଆ ଜଙ୍ଗଲ ଭିତରେ ରହିଥିବା ରାସ୍ତାର ରୂପ ବଦଳୁନି । କେତେବେଳେ ରାସ୍ତା ନିର୍ମାଣ ହେଉଛି ତ ଆଉ କେତେବେଳେ ମରାମତି…

ଖୁସିରେ ଗଦଗଦ ହେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୧୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚରେ ଭାରତ ବିଜୟ ହାସଲ କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱ କରିଥିବା ଭାରତୀୟ ଦଳ ଜିତି ସିରିଜକୁ ୧-୧ରେ ଡ୍ର କରିଥିଲା। ଭାରତର ଏହି ବିଜୟରେ କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?