Home

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି ଗ୍ରୀଷ୍ମଋତୁରେ ବିଶ୍ୱ ସାରା ଅସହ୍ୟ ଗରମ ଅନୁଭୂତ ହେଉଛି। ଏହା ପଛରେ ଏଲ୍‌…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ ଧାରା ଓଡ଼ିଶା ସାରା’ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ…

ଟିମ ଇଣ୍ଡିଆକୁ ଘାରିଲାଣି 2026 ଟି-20 ବିଶ୍ୱକପରୁ ବାହାରି ଯିବାର ଭୟ; ଗୋଟିଏ ପରାଜୟ ବଢାଇଲା ଟେନସନ

ନୂଆଦିଲ୍ଲୀ,୨୨।୬: ଜୁନ ୧ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଭାରତ ପରାଜୟ ବରଣ କରିଥିଲା। ଏହି ଫଳାଫଳ ଗ୍ରୁପ ୧ ପଏଣ୍ଟ ଟେବୁଲର ଗତିଶୀଳତାକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଟୁର୍ନାମେଣ୍ଟ ଫର୍ମାଟ ଏପରି ଯେ ଗୋଟିଏ ପରାଜୟ ମଧ୍ୟ କୌଣସି…

ସିମେଣ୍ଟ କାରଖାନା ବନ୍ଦ: ତେଜିଲା ଅସନ୍ତୋଷ, ଲୋକେ ଆନ୍ଦୋଳନମୁହାଁ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ମାସ ୧୯ତାରିଖର ସମ୍ପୂର୍ଣ୍ଣଭାବେ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଭାରତ ସରକାରଙ୍କ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟର ସଚିବଙ୍କୁ…

ପ୍ରକୃତି ପାଠଶାଳାରେ ଗଛ ଚିହ୍ନିଲେ ପିଲା, ପରିବେଶ ସୁରକ୍ଷା ସହ…

ଦାରିଙ୍ଗବାଡ଼ି,୨୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ତିଲୋରୀ ପଞ୍ଚାୟତ ଦୁର୍ଗମ ଗଣ୍ଡିଗୁଡ଼ା ଗ୍ରାମରେ ଶିଶୁମାନଙ୍କର ଏକ ଦିବସୀୟ ପ୍ରକୃତି ପାଠଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ କାର୍ଯ୍ୟକ୍ରମରେ ଯୋଗଦେଇଥିବା ଶିଶୁମାନଙ୍କୁ ପ୍ରକୃତି ସୁରକ୍ଷା, ବିଭିନ୍ନ ପ୍ରକାର ଗଛ ଚିହ୍ନିବା ଓ…

Iran US Talk in Switzerland:ଆମେରିକା ସହ ନା ହାତ ମିଳାଇଲା ନା ଫଟୋ ଉଠାଇଲା, ଆଲୋଚନା ଟେବୁଲରେ ବି ମତ ପରିବର୍ତ୍ତନ କଲା ନାହିଁ ଇରାନ

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଇରାନ ଏବଂ ଆମେରିକା ମଧ୍ୟରେ ରବିବାର (ଜୁନ ୨୧, ୨୦୨୬)ରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଦେଖାଯାଇଥିଲା। ତସନିମର ଏକ ରିପୋର୍ଟ ଅନୁଯାୟୀ, ଇରାନ ପ୍ରତିନିଧିମଣ୍ଡଳୀ ବୈଠକ ସମୟରେ ଆମେରିକୀୟ ଅଧିକାରୀଙ୍କ…

ସରିଲା ଛୁଟି, କେଭିରେ ଆରମ୍ଭ ହେଲା +୨ ପାଠପଢ଼ା

ଭଞ୍ଜନଗର,୨୨ା୬(ବାବୁଲା ପ୍ରଧାନ): ଗ୍ରୀଷ୍ମ ଛୁଟି ସରିବା ପରେ ସୋମବାରଠାରୁ ଗଞ୍ଜାମ ଜିଲାର ସମସ୍ତ ବିଦ୍ୟାଳୟ ଖୋଲିଛି। ଛାତ୍ରୀଛାତ୍ର ନିର୍ଦ୍ଧାରିତ ସମୟରେ ବିଦ୍ୟାଳୟକୁ ଆସିଛନ୍ତି। ଅନ୍ୟପଟେ ଚଳିତ ବର୍ଷ ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ବିଜ୍ଞାନ…

ପିତୃ ଦିବସରେ ବାପାଙ୍କୁ ବିଳାସପୂର୍ଣ୍ଣ କାର ଉପହାର ଦେଲେ ଏହି କ୍ରିକେଟର, ଦାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୬: ଭାରତୀୟ ଟିମର ଇଂଲଣ୍ଡ ଗସ୍ତ ୧ ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି। ଏହି ଗସ୍ତ ସମୟରେ, ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ପାଞ୍ଚଟି ଟି-୨୦ ମ୍ୟାଚ ଏବଂ ତିନୋଟି ଏକଦିବସୀୟ ମ୍ୟାଚ ଖେଳାଯିବ। ଭାରତୀୟ ଓପନର ଯଶସ୍ବୀ ଜୟସୱାଲଙ୍କୁ ଇଂଲଣ୍ଡ…

ପ୍ଲେୟାର ଅଫ ଦ ମ୍ୟାଚ ବିବେଚିତ ହେବା ପରେ ସମାଲୋଚକମାନଙ୍କୁ କଡ଼ା ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୨।୬: ଶ୍ରୀଲଙ୍କା ଏ’କୁ ପରାସ୍ତ କରିବା ପରେ ‘ପ୍ଲେୟାର ଅଫ ଦି ମ୍ୟାଚ’ ବିବେଚିତ ବୈଭବ ସୂର୍ଯ୍ୟବଂଶୀ କହିଛନ୍ତି ଯେ ସେ ପ୍ରଥମ ୧୦ ଓଭରର ଫାଇଦା ଉଠାଇବାକୁ ଯୋଜନା କରିଥିଲେ, ଏକ ରଣନୀତି ଯାହା ସମ୍ପୂର୍ଣ୍ଣ ସଫଳ ପ୍ରମାଣିତ ହୋଇଥିଲା।…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ କତାର ଗ୍ୟାସ ଟର୍ମିନାଲରେ ବଡ଼ ବିସ୍ଫୋରଣ; ୫୪ ଜଣ ଆହତ, ୧୮ ନିଖୋଜ

ଦୋହା,୨୨।୬: ରବିବାର ରାତିରେ (ଜୁନ ୨୧) କତାରର ରାସ ଲାଫାନରେ ଏକ ପ୍ରମୁଖ ପ୍ରାକୃତିକ ଗ୍ୟାସ ରପ୍ତାନି ଟର୍ମିନାଲରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା। ଇରାନ ଦ୍ୱାରା ପୂର୍ବ ଆକ୍ରମଣ ପରେ ଶ୍ରମିକମାନେ ଟର୍ମିନାଲକୁ ପୁନଃଆରମ୍ଭ କରିବାକୁ ଚେଷ୍ଟା କରୁଥିବା ସମୟରେ…

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ ଯୁବକ ବର୍ବରତାର ସହ ମାଡ଼ ମାରିଛନ୍ତି। ଆହତ ଯୁବକ ଜଣକ କେରଳ ରାଜ୍ୟ…

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ସ୍ବତନ୍ତ୍ର ଢଙ୍ଗରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?