ପାକିସ୍ତାନକୁ ଚାଇନାର ବଡ଼ ଝଟ୍କା
ଇସଲମାବାଦ,୪ା୧୦: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନକୁ ଚାଇନା ଏକ ବଡ଼ ଝଟ୍କା ଦେଇଛି। ପାକିସ୍ତାନର ରାଜନୈତିକ ଅସ୍ଥିରତା ଏବଂ ନିରାପତ୍ତାକୁ ଦର୍ଶାଇ ଚାଇନା ନୂତନ ବେଲ୍ଟ ଏବଂ ରୋଡ୍ ପ୍ରକଳ୍ପକୁ ପ୍ରତ୍ୟାଖ୍ୟାନ କରିଛି। ଏକ ରିପୋର୍ଟ ଅନୁଯାୟୀ, ଚାଇନା…
ଏଏପି ଏମ୍ପି ସଞ୍ଜୟ ସିଂ ଗିରଫ
ନୂଆଦିଲ୍ଲୀ,୪।୧୦: ଆମ ଆଦମୀ ପାର୍ଟି (ଏଏପି) ଏମ୍ପି ସଞ୍ଜୟ ସିଂଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଇଡି ଆଜି ସକାଳେ ଚଢାଉ ଆରମ୍ଭ କରିଥିଲା। ଦୀର୍ଘ ୧୦ ଘଣ୍ଟା…
ନେପାଳଗଞ୍ଜରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି
କାଠମାଣ୍ଡୁ,୪ା୧୦: ନେପାଳଗଞ୍ଜର ଜଣେ ହିନ୍ଦୁ ବାଳକ ସୋସିଆଲ ମିଡିଆରେ ମୁସଲମାନମାନଙ୍କ ବିଷୟରେ ଏକ ପୋଷ୍ଟ ଶେୟାର କରିବା ପରେ ବିବାଦ ସୃଷ୍ଟି ହୋଇଥିଲା। ଏହାର ପ୍ରତିବାଦରେ ମୁସଲମାନମାନେ ରାସ୍ତାରେ ଟାୟାର ଜାଳି ଅବରୋଧ କରିଥିଲେ। ରିପୋର୍ଟ ଅନୁଯାୟୀ, ମଙ୍ଗଳବାର (ଅକ୍ଟୋବର ୩)ରେ…
ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ନେଇ ଆମେରିକା ପ୍ରତିରକ୍ଷା ମନ୍ତ୍ରୀଙ୍କ ଉଦ୍ବେଗ
ଓ୍ବାଶିଂଟନ,୪ା୧୦: ପାକିସ୍ତାନରେ ଆତଙ୍କବାଦୀ ହମ୍ଲା ବନ୍ଦ ହେବାର ନାଁ ନେଉନି। ବାରମ୍ବାର ଏହି ଘଟଣା ବୃଦ୍ଧି ପାଇଚାଲିଛି। ପାକିସ୍ତାନ ଇନ୍ଷ୍ଟିଚ୍ୟୁଟ୍ ଫର୍ କଣ୍ଟ୍ରୋଲ ଆଣ୍ଡ୍ ସିକ୍ୟୁରିଟି ଷ୍ଟଡିଜ (ପିଆଇସିଏସ୍ଏସ୍)ର ଏକ ରିପୋର୍ଟରେ କୁହାଯାଇଛି, ଅଗଷ୍ଟ ମାସରେ ଦେଶରେ ଆତଙ୍କବାଦୀ ଆକ୍ରମଣରେ ତୀବ୍ର…
ସୁଧୁରୁନି ବିଏସ୍ଏନ୍ଏଲ୍ ନେଟ୍ଓ୍ବାର୍କ ସେବା, ଏସ୍ପିଙ୍କୁ ଭେଟିଲେ ଉପଭୋକ୍ତା
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ): ସରକାରଙ୍କ ପକ୍ଷରୁ ଟେଲିକମ ବିଭାଗ ବିକାଶ ନିମନ୍ତେ ବିଭିନ୍ନ କାର୍ଯ୍ୟ ହେଉଛି। ହେଲେ ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହରରେ ବିଏସ୍ଏନ୍ଏଲ୍ ନେଟଓ୍ବାର୍କ ଲଗାତର ଭାବେ ସମସ୍ୟା ଦେଖାଦେଉଛି। ଏନେଇ ବାରମ୍ବାର ସହରର ଉପଭୋକ୍ତାମାନେ ବିଏସ୍ଏନ୍ଏଲ କର୍ତ୍ତୃପକ୍ଷଙ୍କ ଦୃଷ୍ଟି…
ଅଜିତ ପାଓ୍ବାର ହେବେ ମୁଖ୍ୟମନ୍ତ୍ରୀ: କଂଗ୍ରେସ ନେତା…
ମୁମ୍ବାଇ,୪।୧୦ : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ମଙ୍ଗଳବାର କ୍ୟାବିନେଟ ବୈଠକରେ ଯୋଗ ନ ଦେବା ପରେ ରାଜ୍ୟ ରାଜନୀତିରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଥିବା ଜଣାପଡିଛି। ଚର୍ଜା ହେଉଛି ଚାଚା ଶରଦ ପାୱାରଙ୍କଠାରୁ ଅଲଗା ହୋଇ ଭାଜପା ଶିବିରରେ…
ରଣବୀର କପୁରଙ୍କୁ ଇଡି ସମନ, ଅକ୍ଟୋବର ୬ ରେ ଅନଲାଇନ ଗେମିଂ ମାମଲାରେ ପଚରାଉଚରା…
ନୂଆଦିଲ୍ଲୀ/ମୁମ୍ବାଇ,୪।୧୦ : ଅଭିନେତା ରଣବୀର କପୁର ତାଙ୍କର ଆଗାମୀ ଚଳଚ୍ଚିତ୍ର ଆନିମଳ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଅଭିନେତାଙ୍କ ଏହି ଫିଲ୍ମ ଦେଖିବାକୁ ପ୍ରଶଂସକମାନେ ମଧ୍ୟ ବହୁତ ଉତ୍ସାହିତ ଅଛନ୍ତି, କିନ୍ତୁ ଫିଲ୍ମ ରିଲିଜ ହେବା ପୂର୍ବରୁ ରଣବୀର କପୁରଙ୍କୁ ଇଡିରୁ…
ଏମିତି ଦେଶ, ଯେଉଁଠି ଅନୁଭୂତ ହୁଏ ୭୨ ଋତୁ, ଜାଣନ୍ତୁ ଏହାର ନାମ
ସାଧାରଣତଃ ଦୁନିଆରେ ୬ଟି ଋତୁ ଅନୁଭୂତ ହୋଇଥାଏ। ଯଥା ଗ୍ରୀଷ୍ମ, ବର୍ଷା, ଶରତ, ହେମନ୍ତ, ଶୀତ ଏବଂ ବସନ୍ତ। ଭୋଗୌଳିକ ଅବସ୍ଥାନ ହେତୁ ଋତୁଗୁଡିକ ମଧ୍ୟ ପରିବର୍ତ୍ତନ ହୋଇଥାଏ। କେତେକ ସ୍ଥାନରେ କେବଳ ଗରମ କିମ୍ବା ବର୍ଷା ହେଉଥିବା ବେଳେ ଅନ୍ୟ…
ଏପଟେ ଚାଲିଛି ସାଇବର ସଚେତନ ପକ୍ଷ, ସେପଟେ ୫୬ ହଜାର ଟଙ୍କା ଠକେଇର ଶିକାର ଛାତ୍ରୀ
କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): ଦିନକୁ ଦିନ ସାଇବର ଠକେଇ ବଢ଼ିବାରେ ଲାଗିଛି। ଏହି ସାଇବର ଠକାମୀରୁ ବଞ୍ଚିବା ପାଇଁ ପୋଲିସ ବିଭାଗ ପକ୍ଷରୁ ସାଇବର ସଚେତନ ଅଭିଯାନ ସାରା ରାଜ୍ୟରେ ପାଳନ କରାଯାଉଛି। ସରକାରଙ୍କ ତରଫରୁ ମଧ୍ୟ ବ୍ୟାପକ ସଚେତନ କରାଯାଉଛି। ତଥାପି…
ରସାୟନ ବିଜ୍ଞାନରେ ମୋଙ୍ଗି-ଲୁଇସ-ଆଲେକ୍ସଙ୍କୁ ନୋବେଲ…
ଷ୍ଟକହୋମ,୪।୧୦ : ରସାୟନ ବିଜ୍ଞାନ କ୍ଷେତ୍ରରେ ୨୦୨୩ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଏହି ବର୍ଷ ମାସାଚୁସେଟ୍ସ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜିରୁ ମାଙ୍ଗି ଜି ବାୱେଣ୍ଡି, କଲମ୍ବିଆ ୟୁନିଭରସିଟିର ଲୁଇସ ଇ ବ୍ରୁସ ଏବଂ ନାନୋକ୍ରିଷ୍ଟାଲ ଟେକ୍ନୋଲୋଜିରେ କାର୍ଯ୍ୟ କରୁଥିବା ଆଲେକ୍ସି…
ପରାଜୟ ସତ୍ତ୍ୱେ ହାଇଦ୍ରାବାଦ ଷ୍ଟାଡିୟମରେ ବାବରଙ୍କ ନାରା, ଭିଡିଓ ଶେୟାର କଲା ପିସିବି
ନୂଆଦିଲ୍ଲୀ,୪।୧୦: ବିଶ୍ୱକପ୍ ୨୦୨୩ ପୂର୍ବରୁ ଓ୍ବାର୍ମଅପ୍ ମ୍ୟାଚ୍ରେ ସମସ୍ତ ଟିମ୍ ନିଜର ପ୍ରସ୍ତୁତିକୁ ପରଖିଛନ୍ତି। ସମସ୍ତ ୧୦ ଦଳ ମଧ୍ୟରୁ ପାକିସ୍ତାନ ଖେଳିଥିବା ଦୁଇଟିଯାକ ମୁକାବିଲାରେ ପରାଜିତ ହୋଇଛି। ହେଲେ ଦଳର ଅଧିନାୟକ ବାବର ଆଜମଙ୍କ ଜବରଦସ୍ତ ବ୍ୟାଟିଂ ପ୍ରଶଂସକଙ୍କୁ ଆମୋଦିତ…
ମୋଦି କ୍ୟାବିନେଟ୍ର ବଡ଼ ନିଷ୍ପତ୍ତି: ଉଜ୍ଜ୍ୱଳା ଯୋଜନାରେ ହିତାଧିକାରୀଙ୍କ ସବସିଡି ୩୦୦ ଟଙ୍କାକୁ ବୃଦ୍ଧି
ନୂଆଦିଲ୍ଲୀ,୪।୧୦: ମୋଦି କ୍ୟାବିନେଟ ବୁଧବାର ଏକ ବଡ ନିଷ୍ପତ୍ତି ନେଇଛି। ଉଜ୍ଜ୍ୱଳା ଯୋଜନାରେ ହିତାଧିକାରୀଙ୍କ ପାଇଁ ସବସିଡି ୨୦୦ ରୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ…
Archives


