ଛାତ୍ର ସଂସଦ ନିର୍ବାଚନ; ଘୋଷଣା ହୋଇନି, ଦ୍ୱନ୍ଦ୍ୱ ବି ଛିଡୁନି
ଭୁବନେଶ୍ୱର,୫ା୧୦(ସୁନିତ୍ ମିଶ୍ର): ଓଡ଼ିଶାରେ ଗତ ୮ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ ହୋଇନାହିଁ । ଭାଜପା ରାଜ୍ୟରେ ସରକାରକୁ ଆସିବା ପୂର୍ବରୁ ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ହେଉ ବୋଲି ଦାବି କରିଆସୁଥିଲା। ୨୦୨୪ରୁ ଭାଜପା ଓଡ଼ିଶାରେ ଶାସନକୁ ଆସିଛି।…
ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!
ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ ନେଇ ଅଧିକାରୀମାନେ ଚିନ୍ତିତ ହୋଇପଡ଼ିଛନ୍ତି ଏବଂ ସେଠାରେ ଭୟର ବାତାବରଣ ସୃଷ୍ଟି ହେଉଛି।…
ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି
ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ । ଏହାପରେ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ…
ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ
ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍ର ତେଲ୍ ଆଭିଭ୍ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍ ହମାମ ଅଲ୍-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ କରାଇବାକୁ ଚାହୁଁଥିଲେ ବୋଲି କୁହାଯାଉଛି। ତେବେ ବିମାନର କ୍ୟାପ୍ଟେନ୍ ଥିବା ଭାରତୀୟ ପାଇଲଟ୍…
ୟୁକ୍ରେନ୍ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍ ଆକ୍ରମଣ: ଜଣେ ମୃତ
ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍ରେ ଥିବା ଭାରତର କୁସୁମ ଗ୍ରୁପ୍ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ ଆହତ ହୋଇଛନ୍ତି। ୟୁକ୍ରେନ୍ର ସୁମିଠାରେ ଥିବା ଉକ୍ତ ପ୍ଲାଣ୍ଟର ମୁଖ୍ୟ ବିଲ୍ଡିଂ କ୍ଷତିଗ୍ରସ୍ତ…
ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….
ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ ରମେଶଙ୍କ ମଧ୍ୟରେ ବୟାନବାଜି ଦେଖିବାକୁ ମିଳିଛି। ଜୟରାମ ରମେଶ ଭିଡିଓଟିକୁ ଶେୟାର କରି…
୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍ରେ….
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ ଆଫ୍ରିକା ଚାମ୍ପିୟନ୍ସର ପ୍ରଥମ ମ୍ୟାଚ୍ରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏବି ଡିଭିଲିୟର୍ସ ମାତ୍ର ୩୯…
ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…
ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି ଡା. ରାଧା ମୋହନ ଦାସ ଅଗ୍ରୱାଲଙ୍କ ଘରେ ଚୋରି ହୋଇଛି । ଦିଲ୍ଲୀର…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ପୋଲିସ ସାଇଁକୁଳ ଗ୍ରାମର ଅଭିଯୁକ୍ତ ପଙ୍କଜ ପଣ୍ଡା(୨୧ ବର୍ଷ)କୁ ରବିବାର ଗିରଫ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି । ଏକ ଜାଲରେ ସାପଟି ଛନ୍ଦି ହୋଇଥିବା ସ୍ଥାନୀୟ ଲୋକେ ଦେଖି ବନ…
ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!
ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି ଯେ, ଆମେରିକାର ବଦଳୁଥିବା ଭୂମିକା ଓ ଚାଇନାର ବଢ଼ୁଥିବା ଶକ୍ତି ବିଶ୍ୱ ବ୍ୟବସ୍ଥାକୁ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ମତ ରଖିଛନ୍ତି । ଆୟର କହିଛନ୍ତି, ଏବେ ଦଳର ପୂରା ଧ୍ୟାନ…

