ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…
ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା ଗ୍ରାମର ସୁନ୍ଦରସିଂ ମେହେରଙ୍କ ଝିଅ ଗିରିଜା ଗତ ମଙ୍ଗଳବାର ନିଜ ଜମିରେ କାମ…
ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି
ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ ଦାୟିତ୍ୱ ସ୍ଥିର କରିବାକୁ କୁହାଯାଇଛି। କୋର୍ଟ କହିଛନ୍ତି ଯେ ଛାତ୍ର ପ୍ରତିବାଦ ପ୍ରସଙ୍ଗ…
ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…
ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ ବଦଳରେ ଚ ଠାରୁ ବର୍ଣ୍ଣମାଳା ଆରମ୍ଭ ହୋଇଛି । ଚ ପରେ ରହିଛି…
‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ
ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ ଉଦୟନିଧି ବିଳମ୍ବିତ ରାତିରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ତାଙ୍କ ରାଜନୈତିକ…
ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍ ଅଚଳ: ଚିନ୍ତାରେ ଚାଷୀ
ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର ପୋଷୁଛନ୍ତି ମାତ୍ର ଜିଲାରେ ୫୦% ଭାଗ ଜମିକୁ ଜଳସେଚନ ଥିବାରୁ ଦୋ’ ଫସଲି…
କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍ରେ ପକାଯାଉଛି ମଶାତେଲ
କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏ୍ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍ରେ ମଶାତେଲ ପକାଯାଉଛି। ବର୍ଷାଋତୁରେ ଏହି ସହରରେ ଥିବା ୧୧ ନମ୍ବର ଓ୍ବାର୍ଡରେ ଡେଙ୍ଗୁ ରୋଗ ରପ୍ରାଦୁର୍ଭା…
କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ
ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ ଅଂଶଗ୍ରହଣ କରିଥିଲେ, ଯେଉଁଥିରେ ମନ୍ତ୍ରୀ, ବିଧାୟକ ଏବଂ ଦଳର ବରିଷ୍ଠ ନେତାମାନେ ଯୋଗ…
କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍ ନୋଟ୍? RBI ଗଭର୍ନର କହିଦେଲେ ଲଞ୍ଚ୍ ଡେଟ୍
ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ ଏହି ପ୍ରଶ୍ନ ଅଛି ଯେ ଏହି ନୋଟ୍ ଆପଣଙ୍କ ୱାଲେଟ୍ରେ କେବେ ପହଞ୍ଚିବ,…
ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…
ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ ଦିନ ମେଟାର ସମସ୍ୟା ବଢ଼ିବାରେ ଲାଗିଛି । ବୁଧବାର (୫ ଅଗଷ୍ଟ) ମେଟାର…
ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ
ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ ବୁଧବାର ଭିଜିଲାନ୍ସର ଏକ ସ୍ବତନ୍ତ୍ର ଦଳ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଦୁଇଜଣ…
ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍: ଚାର୍ଜଶିଟ୍ ଦାଖଲ କଲା କ୍ରାଇମ୍ବ୍ରାଞ୍ଚ
କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଶିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ଚାର୍ଜଶିଟ୍ ଦାଖଲ…
ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ
ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍ସନ୍ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକରେ ଖାଲି ପଡ଼ିଥିବା ପଦବୀ ପୂରଣ ଭଳି ଦାବିକୁ ଆଡ଼େଇ ଦେଇ କମିଟି…

