Home

ଟସ୍‌ରେ କଏନ ବଦଳେ ପଡିଲା ବ୍ୟାଟ, ଦେଖନ୍ତୁ ଭିଡିଓ

କାନବେରା,୭।୧୨: ଡିସେମ୍ବର ୭ ଗୁରୁବାରଠାରୁ ବିଗ ବ୍ୟାସ ଲିଗର ନୂଆ ସିଜନ ଆରମ୍ଭ ହୋଇଥିଲା। ଅଷ୍ଟ୍ରେଲିଆର ଟି -୨୦ ଫ୍ରାଞ୍ଚାଇଜ ଲିଗ ମେଲବୋର୍ଣ୍ଣ ଷ୍ଟାର୍ସ ଏବଂ ବ୍ରିସବେନ ହିଟ ମଧ୍ୟରେ ମ୍ୟାଚ ସହିତ ଚମତ୍କାର ଓପନିଂ କରିଥିଲା। ଏଠାରେ, ମ୍ୟାଚ ପୂର୍ବରୁ…

‘ତୁମେ ଅହଂକାରୀ, କ୍ଲାସଲେସ ବ୍ୟକ୍ତି’, ଗମ୍ଭୀରଙ୍କ ପୋଷ୍ଟକୁ ନେଇ ରାଗିଲେ ଶ୍ରୀସନ୍ଥ

ନୂଆଦିଲ୍ଲୀ,୭।୧୨: ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ଓ ଶ୍ରୀସନ୍ଥଙ୍କ ବିବାଦ କମିବାର ନାଁ ନେଉନି। ବୁଧବାର ଲିଜେଣ୍ଡସ୍‌ ଲିଗ କ୍ରିକେଟ ମ୍ୟାଚ ସମୟରେ ଆରମ୍ଭ ହୋଇଥିବା ଏହି ବିବାଦ ଏବେ ସୋସିଆଲ ମିଡିଆରେ ଜାରି ରହିଛି। କେବେ ଶ୍ରୀସନ୍ଥ…

‘ଭାଜପାର ସଫଳତା ହାର ୫୬ ପ୍ରତିଶତ, କଂଗ୍ରେସର…’: ମୋଦି

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସଂସଦୀୟ ଦଳ ବୈଠକରେ ଉଦବୋଧନ ଦେଇ କହିଛନ୍ତି ଯେ ସରକାର ଚଳାଇବା ପାଇଁ ଭାଜପା ଲୋକଙ୍କ ପ୍ରିୟ ପାଲଟିଛି। ଏହାକୁ ନେଇ ସେ କିଛି ଆକଳନ ମଧ୍ୟ କରିଛନ୍ତି। ସେ କହିଛନ୍ତି ଯେ କଂଗ୍ରେସ…

ରେଣୁକା ସିଂ ହେବେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ!

ରାୟପୁର,୭।୧୨: ଛତିଶଗଡ଼ରେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଏବେ ବି ସସପେନ୍ସ ଜାରି ରହିଛି। ଭରତପୁର-ସୋନହତ ଆସନରୁ ନିର୍ବାଚନରେ ବିଜୟୀ ହୋଇଥିବା ରେଣୁକା ସିଂ ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଭେଟିଥିଲେ। ଉଭୟଙ୍କ ମଧ୍ୟରେ ପ୍ରାୟ…

‘ନଓ୍ବାବ ମଲିକଙ୍କୁ ମେଣ୍ଟରେ ନେବା ଠିକ ହେବ ନାହିଁ’, ଅଜିତ ପାଓ୍ବାରଙ୍କୁ ଚିଠି ଲେଖିଲେ ଫଡନାଭିସ

ମୁମ୍ବାଇ,୭।୧୨: ମନି ଲଣ୍ଡରିଂ ମାମଲାରେ ୧୮ମାସ ଜେଲରେ ଥିବା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ନଓ୍ବାବ ମଲିକ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନେତୃତ୍ୱରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ଦଳରେ ଯୋଗ ଦେଇଥିବା ଜଣାଯାଇଛି। ଅନ୍ୟପଟେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏହାକୁ…

ଆଇସିସି ଟି୨୦ ବିଶ୍ୱକପ୍‌ ଲାଗି ଲୋଗୋ ଜାରି କଲା ଆଇସିସି

ନୂଆଦିଲ୍ଲୀ,୭।୧୨: ଆଇସିସି ପକ୍ଷରୁ ଆସନ୍ତା ବର୍ଷ ହେବାକୁ ଥିବା ପୁରୁଷ ଏବଂ ମହିଳା ଟି୨୦ ବିଶ୍ୱକପ୍‌ର ଲୋଗୋ ଜାରି କରାଯାଇଛି। ଏହି ଲୋଗୋରେ ବ୍ୟାଟ୍‌, ବଲ୍‌ର ରଚନାତ୍ମକ ମିଶ୍ରଣକୁ ପ୍ରତୀକ ଭାବେ ରହିଛି। ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜର ମିଳିତ ସଂଯୋଜନାରେ ହେବାକୁ…

କ୍ଷମା ମାଗିଲେ ଭାଜପା ଏମପି

ନୂଆଦିଲ୍ଲୀ,୭।୧୨: ବିଏସପି ଏମପି ଦାନିଶ ଅଲିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଭାଜପା ଏମପି ରମେଶ ବିଧୁରୀ କ୍ଷମା ମାଗିଛନ୍ତି। ପିଟିଆଇ ସୂତ୍ରରୁ ପ୍ରକାଶ ଯେ ଭାଜପା ଏମପି ସଂସଦୀୟ କମିଟିକୁ କହିଛନ୍ତି ଯେ ଅଲିଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟକୁ ନେଇ…

ପ୍ରଥମ ମୁଭିରେ ଅଗସ୍ତ୍ୟ ନନ୍ଦାଙ୍କ ସହ ଲିପଲକ ସିନରେ ନଜର ଆସିଲେ ଶାହରୁଖଙ୍କ ଲାଡଲି

ମୁମ୍ବାଇ: ଜୋୟା ଅଖତରଙ୍କ ମୁଭି ‘ଦ ଆର୍ଚିଜ’ ଗୁରୁବାର ଅର୍ଥାତ୍‌ ୭ ଡିସେମ୍ବରରେ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସରେ ରିଲିଜ ହୋଇଛି। ଫିଲ୍ମଟି ଦର୍ଶକଙ୍କଠାରୁ ବହୁତ ଭଲ ପ୍ରତିକ୍ରିୟା ପାଇବାରେ ଲାଗିଛି। ଏହି ମୁଭି ମାଧ୍ୟମରେ ଅଭିନୟ ଜଗତରେ ପ୍ରବେଶ କରିଥିବା ଶାହରୁଖ…

ନିଜ ପତ୍ନୀଙ୍କ ଠାରୁ ଗରିବ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ

ହାଇଦ୍ରାବାଦ,୭।୧୨: ରେଭନ୍ଥ ରେଡ୍ଡୀ ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରାଇଛନ୍ତି। ବିଧାନସଭା ନିର୍ବାଚନରେ ୧୧୯ଟି ଆସନରୁ ୬୪ଟି…

ଘର-ଜମି କିଣିବା ପୂର୍ବରୁ କରାଇ ନିଅନ୍ତୁ ଆଧାର ସହ ପାନ ଲିଙ୍କ: ନ ହେଲେ କଟିବ ଅଧିକ ଟିଡିଏସ…

ନୂଆଦିଲ୍ଲୀ,୭।୧୨ : ଭାରତୀୟ ନାଗରିକଙ୍କ ପାଇଁ ଆଧାର ଏବଂ ପାନ କାର୍ଡ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଗତ କିଛି ବର୍ଷ ଧରି ଏହି ଦୁଇକୁ ଲିଙ୍କ କରିବା ବିଷୟରେ ସରକାରୀ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଉଭୟ ସରକାରୀ ଡକ୍ୟୁମେଣ୍ଟ ଜଣେ ବ୍ୟକ୍ତିଙ୍କର…

ପୁଷ୍ପା ଫିଲ୍ମର ଏହି ଷ୍ଟାର୍‌ ଗିରଫ

ମୁମ୍ବାଇ: ଅଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦାନାଙ୍କ ପୁଷ୍ପା ଫିଲ୍ମ ବିଶ୍ୱ ସ୍ତରରେ ସଫଳ ହୋଇଥିଲା ଏବଂ କୌତୂହଳର ବିଷୟ ହେଉଛି ଏହି ଫିଲ୍ମଟି ପ୍ରମୋଶନ ମଧ୍ୟ ହୋଇ ନ ଥିଲା। ଏହା ସତ୍ତ୍ୱେ ଫିଲ୍ମଟି ବହୁତ ଲୋକପ୍ରିୟ ହୋଇଥିଲା ଏବଂ…

ମନ୍ଦିର ଯିବା ନେଇ ବିବାଦୀୟ ମନ୍ତବ୍ୟ ଦେଲେ ଏଏପି ବିଧାୟକ, କହିଲେ ଅପମାନିତ ହେଉଥିବା ସ୍ଥଳକୁ ଯିବା ଉଚିତ ନୁହେଁ…

ଜୟପୁର,୭।୧୨ : ଆମ ଆଦମୀ ପାର୍ଟିର ବିଧାୟକ ରାଜେନ୍ଦ୍ର ପାଲ ଗୌତମ ତାଙ୍କ ବିବାଦୀୟ ବିବୃତ୍ତି ଯୋଗୁଁ ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ଦିଲ୍ଲୀର ସେମାପୁରୀର ବିଧାୟକ ରାଜେନ୍ଦ୍ର ପାଲ ସୋନିପତର ଲାହରଡା ଗ୍ରାମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?