ଆଜିଠୁ ଆଜିଓର ବିଗ୍ ବୋଲ୍ଡ ସେଲ୍
ଭୁବନେଶ୍ୱର, ୭।୧୨ଦେଶର ପ୍ରମୁଖ ଫ୍ୟାଶନ ଇ-ଟେଲର ଆଜିଓ ପକ୍ଷରୁ ‘ବିଗ୍ ବୋଲ୍ଡ ସେଲ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷ ଡିସେମ୍ବର ୭ (ଆଜିଠାରୁ) ରୁ ଉକ୍ତ ସେଲ୍ ଆନୁଷ୍ଠାନିକ ଭାବେ ଆରମ୍ଭ ହେଉଥିବାବେଳେ ଆଡିଡାସ୍ ଏବଂ ସୁପରଡ୍ରାଏ…
ଅଟୋ ରିଟେଲ ସେଲ୍ରେ ରେକର୍ଡ
ଭୁବନେଶ୍ୱର, ୭।୧୨(ଅଭୟ ଦାଶ)ଚଳିତ ବର୍ଷ ନଭେମ୍ବରରେ ରେକର୍ଡ ପରିମାଣରେ ଅଟୋ ରିଟେଲ ସେଲ୍ ହୋଇଛି। ଏପରିକି ୨୦୨୩ ନଭେମ୍ବରରେ ଦେଶର ମୋଟ ୨୮, ୫୪, ୨୪୨ ୟୁନିଟ୍ ଗାଡ଼ି ବିକ୍ରି ହୋଇଥିବା ଫେଡେରେଶନ ଅଫ୍ ଅଟୋମୋବାଇଲ ଡିଲର୍ସ ଆସୋସିଏଶନ (ଫାଡା) ପକ୍ଷରୁ…
ମିଜୋରାମର ସର୍ବକନିଷ୍ଠା ଏମ୍ଏଲ୍ଏ
ନୂଆଦିଲ୍ଲୀ,୭ା୧୨: ରେଡିଓ ଜକି ବାରିଲ୍ ଭାନ୍ନିହସାଙ୍ଗି ହେଉଛନ୍ତି ମିଜୋରାମ ବିଧାନସଭାକୁ ସଦ୍ୟ ନିର୍ବାଚିତ ସର୍ବକନିଷ୍ଠା ଏମ୍ଏଲଏ। ଇନ୍ଷ୍ଟାଗ୍ରାମରେ ତାଙ୍କର ୨ ଲକ୍ଷ ୫୨ ହଜାରରୁ ଅଧିକ ଫଲୋଅର୍ସ ଅଛନ୍ତି। ୩୨ ବର୍ଷୀୟା ବାରିଲ୍ ଆଇଜଲ୍ ସାଉଥ୍ ୩ୟ ନିର୍ବାଚନମଣ୍ଡଳୀରୁ ଜୋରାମ ପିପୁଲ୍ସ…
୭୨% ଭାରତୀୟ ଅନ୍ଲାଇନ ଠକେଇ ଶିକାର
ନୂଆଦିଲ୍ଲୀ,୭ା୧୨ : ନିକଟ ଅତୀତରେ ପ୍ରାୟ ୭୨% ଭାରତୀୟ ଅନ୍ଲାଇନ୍ ଠକେଇର ଶିକାର ହୋଇଛନ୍ତି। ବ୍ରିଟେନ୍ର ମାର୍କେଟିଂ ଗବେଷଣା ସଂସ୍ଥା ୟୁଗଭ୍ ପକ୍ଷରୁ ଗତ ନଭେମ୍ବରରେ କରାଯାଇଥିବା ଏକ ଇ-ସର୍ଭେରୁ ଏହି ବିଷୟ ଜଣାପଡ଼ିଛି। ଏହାର ବିସ୍ତୃତ ବିବରଣୀ ବୁଧବାର ପ୍ରକାଶ…
ଆଗକୁ ଉଷ୍ମ ଶୀତଋତୁ
ନୂଆଦିଲ୍ଲୀ,୭ା୧୨ : ଆଗାମୀ ଦିନରେ ଶୀତଋତୁ ଉଷ୍ମ ହେବ ବୋଲି ବୈଜ୍ଞାନିକମାନେ ପୂର୍ବାନୁମାନ କରିଛନ୍ତି। ୨୦୨୩-୨୪ର ଶୀତଋତୁରେ ପୃଥିବୀ ପୃଷ୍ଠର ହାରାହାରି ତାପମାତ୍ରା ନୂଆ ଐତିହାସିକ ରେକର୍ଡ ସୃଷ୍ଟି କରିବାର ୯୫ ପ୍ରତିଶତ ସମ୍ଭାବନା ଥିବା ଗବେଷକମାନେ ଜାଣିବାକୁ ପାଇଛନ୍ତି। ଏହି…
ଜେଏସ୍ଡବ୍ଲ୍ୟୁ ପକ୍ଷରୁ ଏମ୍ଇଏମ୍ସି ଉଇକ୍
ଭୁବନେଶ୍ୱର,୭।୧୨ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଜେଏସ୍ଡବ୍ଲ୍ୟୁ ଷ୍ଟିଲ୍ ଲିମିଟେଡ୍ର ମାଇନିଂ ୟୁନିଟ୍ ପକ୍ଷରୁ ୨୫ତମ ମାଇନ୍ସ ଏନ୍ଭରାମେଣ୍ଟ ଆଣ୍ଡ ମିନେରାଲ କଞ୍ଜରଭେଶନ (ଏମ୍ଇଏମ୍ସି) ସପ୍ତାହ ପାଳିତ ହୋଇଯାଇଛି। ଏପରିକି ଆଇବିଏମ୍ ଭୁବନେଶ୍ୱର ଅଧୀନ ଜେଏସ୍ଡବ୍ଲ୍ୟୁର ୪ଟି ଖଣି ପରିସରରେ ୨୫…
ଟାଟା ମୋଟର୍ସର ଅଲ୍ ନ୍ୟୁ ଏସ୍ସିଭି ରେଞ୍ଜର ଅନାବରଣ
ଭୁବନେଶ୍ୱର,୭।୧୨(ଅଭୟ ଦାଶ)ଭାରତର ସର୍ବବୃହତ୍ ବାଣିଜି୍ୟକ ଯାନ ଉପତ୍ାଦନକାରୀ ‘ଟାଟା ମୋଟର୍ସ’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍ ନ୍ୟୁ ଏସ୍ସିଭି (ସ୍ମଲ କମର୍ସିଆଲ ଭେଇକିଲ ବା ଏସ୍ସିଭି) ରେଞ୍ଜର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ମଙ୍ଗଳବାର ଆନୁଷ୍ଠାନିକ ଭାବେ ହୋଇଯାଇଛି।…
ପଦାତିକ ବାହିନୀର ଅତୁଳନୀୟ ବଳିଦାନ
ମାତୃଭୂମିର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରୁଥିବା ପଦାତିକ ବାହିନୀର ବଳିଦାନ ଅତୁଳନୀୟ। ପଦାତିକ ବାହିନୀର କର୍ମଚାରୀଙ୍କ କଲ୍ୟାଣ ପାଇଁ ଡିସେମ୍ବର ୭ରେ ଜାତୀୟ ପଦାତିକ ବାହିନୀ ପତାକା ଦିବସ (ନ୍ୟାଶନାଲ ଆର୍ମଡ ଫୋର୍ସ ଫ୍ଲାଗ୍ ଡେ) ପାଳନ କରାଯାଇଥାଏ।…
ନୀତାଙ୍କୁ ସ୍ପୋଟର୍ସ ଲିଡର ଅଫ୍ ଦି ଇୟର ଆଓ୍ବାର୍ଡ
ଭୁବନେଶ୍ୱର,୭।୧୨ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍. ଅମ୍ବାନୀଙ୍କୁ ନିକଟରେ ସ୍ପୋଟର୍ସ ଲିଡର ଅଫ୍ ଦି ଇୟର (ମହିଳା) ଆଓ୍ବାର୍ଡ (ପୁରସ୍କାର)ରେ ସମ୍ମାନିତ କରାଯାଇଛି। ବିଶେଷକରି କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୀତାଙ୍କୁ ଉପରୋକ୍ତ ଆଓ୍ବାର୍ଡ ଦିଆଯାଇଛି। ଉଲ୍ଲେଖଯୋଗ୍ୟ,…
ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଲା ବର୍ଷା
ବ୍ରହ୍ମପୁର,୭ା୧୨ (ସ୍ମୃତି ରଞ୍ଜନ ମହାଲିକ)ବାତ୍ୟା ମିଗଜୋମ ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହୋଇଛି। ଧାନ କଟା ହୋଇ ବିଲରେ ପଡିଥିବାରୁ ବର୍ଷା ଯୋଗୁ ଶତାଧିକ ଏକର ଜମିର ଫସଲ ପାଣିରେ ବୁଡିଯାଇଛି। ଫଳରେ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହୋଇ ଆସୁଥିବା…
ଜଳମଗ୍ନ ହେବ ୧୨ ସହର
ନୂଆଦିଲ୍ଲୀ,୭ା୧୨: ବାତ୍ୟା ମିଗ୍ଜୋମ୍ ପ୍ରଭାବରେ ତାମିଲନାଡୁର ଚେନ୍ନାଇ ସହର ଜଳାର୍ଣ୍ଣବ ହୋଇଥିବାବେଳେ ଏହା ପୁଣିଥରେ ଭାରତୀୟ ସହରଗୁଡ଼ିକର ଜଳବାୟୁ ପରିବର୍ତ୍ତନଜନିତ ଭୟାବହତାକୁ ଲୋକଲୋଚନକୁ ଆଣିଛି। ଗତ ୪ ତାରିଖ ସୁଦ୍ଧା ୪୮ ଘଣ୍ଟା ମଧ୍ୟରେ ଚେନ୍ନାଇରେ ୪୦ ସେଣ୍ଟିମିଟରରୁ ଅଧିକ ବର୍ଷା…
ମତ୍ସ୍ୟଜୀବୀଙ୍କ ସଂଖ୍ୟା ରିପୋର୍ଟ ବିଭାଗ ପାଖରେ ନାହିଁ
ପାରାଦୀପ,୭ା୧୨(ଶରତ ରାଉତ)ରାଜ୍ୟର ପ୍ରମୁଖ ମତ୍ସ୍ୟ ଉତ୍ପାଦନ ସ୍ଥାନ ହେଲା ପାରାଦୀପ ମାଛଧରା ବନ୍ଦର। ଏହି ମାଛଧରା ବନ୍ଦର ଉପରେ ୫୦ ହଜାରରୁ ଅଧିକ ଲୋକ ନିର୍ଭରଶୀଳ ବୋଲି ଅନେକ ସମୟରେ ସରକାରୀ ଭାବେ କୁହାଯାଉଛି। କିନ୍ତୁ କୌତୂହଳ ପ୍ରସଙ୍ଗ ହେଲା ଉକ୍ତ…

