Home

ଦୁର୍ବଳ ହେଲା ‘ମିଗଜୋମ’: ୧୭ ମୃତ

ହାଇଦ୍ରାବାଦ୍‌,୫।୧୨: ବାତ୍ୟା ‘ମିଗଜୋମ’ ଭୀଷଣ ରୂପ ନେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମରେ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇପଡିଥିବା ବୁଧବାର ଭାରତ ପାଣିପାଗ ବିଭାଗ କହିଛି। ଏହା ଆଗାମୀ ୬ ଘଣ୍ଟା ମଧ୍ୟରେ ଆହୁରି ଦୁର୍ବଳ ହେବ…

ଲକ୍ଷପତି ଭିକାରୀଙ୍କ ଭୋକରେ ମୃତ୍ୟୁ, ପାଖରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା

ବଲସାଡ,୬।୧୨: ରାସ୍ତାରେ ଯିବାଆସିବା ସମୟରେ ଆପଣ ଭିକାରୀଙ୍କୁ ନିହାତି ଭେଟୁଥିବେ। ପେଟ ପୋଷିବା ପାଇଁ ସେମାନେ ରାସ୍ତାକଡରେ ବସି ଭିକ ମାଗିଥାନ୍ତି। ଭିକରୁ ମିଳୁଥିବା ୩୦-୪୦ଟଙ୍କାକୁ ନେଇ ସେମାନେ ଓଳିଏ ଖାଇଲେ ଓଳିଏ ଉପାସ ରୁହନ୍ତି। ହେଲେ ଆପଣ କେବେ ଲକ୍ଷପତି…

ପ୍ରତିଦିନ ଗାଧୋଇବା କ୍ଷତିକାରକ, ଜାଣନ୍ତୁ କ’ଣ କହୁଛି ବିଜ୍ଞାନ…

ୱାଶିଂଟନ/ନୂଆଦିଲ୍ଲୀ,୬।୧୨ : ଭାରତ ଏପରି ଏକ ଦେଶ ଯେଉଁଠାରେ ଲୋକମାନେ ସାଧାରଣତଃ ପ୍ରତିଦିନ ଗାଧୋଇଥାନ୍ତି। ଅତ୍ୟଧିକ ଥଣ୍ଡା ସମୟରେ ମଧ୍ୟ ଲୋକମାନେ ଗାଧୋଇବାକୁ ଭୁଲନ୍ତି ନାହିଁ। ଭାରତୀୟ ସଂସ୍କୃତିରେ ସ୍ନାନ ଶୁଦ୍ଧତା ସହିତ ଜଡିତ ହୋଇଛି ଏବଂ ଏହାକୁ ଏକ ଭିନ୍ନ…

ନିଜ ବୁଥ୍‌କୁ ବି ବଞ୍ଚାଇପାରିଲେନି ପୂର୍ବତନ ମୁଖ୍ୟମନ୍ତ୍ରୀ ଗେହଲଟ; ଯେଉଁଠି ଦେଇଥିଲେ ଭୋଟ ସେଠାରେ ବି ବାଜି ମାରିଲା ଭାଜପା

ଜୋଧପୁର,୬।୧୨: ରାଜସ୍ଥାନ ବିଧାନସଭା ନିର୍ବାଚନରେ କଂଗ୍ରେସ ଶୋଚନୀୟ ଭାବେ ପରାସ୍ତ ହୋଇଛି। ବିଶେଷକରି ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଗଡ଼ରେ ଭାଜପାର ବିପୁଳ ବିଜୟ ଚର୍ଚ୍ଚାର କାରଣ ପାଲଟିଛି। ସରଦାରପୁରା ଆସନର ଯେଉଁ ବୁଥ୍‌ରେ ଗେହଲଟ ମତଦାନ ଦେଇଥିଲେ ସେଠାରେ ମଧ୍ୟ…

ଡିସେମ୍ବର ୬ରେ ଏସବୁ ୫ ମହାନ ଭାରତୀୟ କ୍ରିକେଟରଙ୍କ ଜନ୍ମଦିନ, ୩ ଖେଳିଛନ୍ତି ୨୦୨୩ ବିଶ୍ବକପ…

କୋଲକାତା,୬।୧୨: ଡିସେମ୍ବର୬ରେ ଭାରତୀୟ କ୍ରିକେଟ ପାଇଁ ଏକ ବିଶେଷ ଦିନ। ଜଣେ କିମ୍ବା ଦୁଇଜଣ ନୁହେଁ ଏହି ଦିନ ୫ ଜଣ କ୍ରିକେଟର ଜନ୍ମ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିନିଜଣ ଭାରତରେ ନିକଟରେ ଶେଷ ହୋଇଥିବା ଆଇସିସି କ୍ରିକେଟ ବିଶ୍ୱକପରେ ଖେଳିଛନ୍ତି।…

ମୁଁ କୋହଲିଙ୍କୁ ଅଧିନାୟିକତ୍ୱ ପଦରୁ ହଟାଇନାହିଁ: ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ,୬।୧୨:ଟି-୨୦ ବିଶ୍ୱକପ ୨୦୨୧ର ସମୟ ଭାରତୀୟ କ୍ରିକେଟ ପାଇଁ ବହୁତ ଖରାପ ଥିଲା। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ତତ୍କାଳୀନ ସଭାପତି ସୌରଭ ଗାଙ୍ଗୁଲି ଏବଂ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା।…

ନିର୍ବାଚନରେ ପରାଜୟ: ୩୩ ବର୍ଷ ପରେ ଏମ୍‌ଏନ୍‌ଏଫ୍‌ର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଜୋରାମଥାଙ୍ଗା

ଆଇଜଲ,୬।୧୨: ମିଜୋରାମ ବିଧାନସଭା ନିର୍ବାଚନରେ ମିଜୋ ନ୍ୟାଶନାଲ ଫ୍ରଣ୍ଟ(ଏମ୍‌ଏନ୍‌ଏଫ୍‌)ର ପରାଜୟ ପରେ ଏହାର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ବିଦାୟୀ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା। ୩୩ ବର୍ଷ ଧରି ଦଳ ସହ କାର୍ଯ୍ୟ କରିବା ପରେ ସେ ମଙ୍ଗଳବାର ଏମ୍‌ଏନ୍‌ଏଫ୍‌ ଅଧ୍ୟକ୍ଷ ପଦରୁ…

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌ ପୂର୍ବରୁ ଭାରତର ଚିନ୍ତା ବଢିଲା

ନୂଆଦିଲ୍ଲୀ,୬।୧୨: ଡିସେମ୍ବର ୧୦ରୁ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ଦ୍ରୁତ ବୋଲର ଦୀପକ ଚହର ଟି-୨୦ ସିରିଜରେ ଟିମ ଇଣ୍ଡିଆର ଅଂଶ ଅଛନ୍ତି। ଏହା ପରେ ଦୀପକଙ୍କୁ ଦିନିକିଆ ସିରିଜର ଦଳରେ…

କୋହଲି କି ରୋହିତ ନୁହେଁ, ଏହି ଭାରତୀୟ ଭାଙ୍ଗିପାରନ୍ତି ମୋ ରେକର୍ଡ: ବ୍ରାଏନ ଲାରା

ନୂଆଦିଲ୍ଲୀ,୬।୧୨:କ୍ରିକେଟରେ ଏମିତି କିଛି ରେକର୍ଡ ଅଛି, ଯାହା ଭାଙ୍ଗିବା ପ୍ରାୟ ଅସମ୍ଭବ। ଏଥିମଧ୍ୟରେ ସଚିନ ତେନ୍ଦୁଲକରଙ୍କ ୧୦୦ଟି ଅନ୍ତର୍ଜାତୀୟ ଶତକର ରେକର୍ଡ, ମୁଥିୟା ମୁରଲୀଧରନଙ୍କ ୮୦୦ ଟେଷ୍ଟ ଉଇକେଟ, ବ୍ରାଏନ ଲାରାଙ୍କ ଟେଷ୍ଟରେ ସର୍ବାଧିକ ୪୦୦ ସ୍କୋର ଏବଂ ରୋହିତ ଶର୍ମାଙ୍କ…

କର୍‌ନି ସେନା ଅଧ୍ୟକ୍ଷଙ୍କୁ ହତ୍ୟା ଘଟଣା: ୨ ଗିରଫ

ଜୟପୁର,୬ା୧୨: ଶ୍ରୀ ରାଷ୍ଟ୍ରୀୟ ରାଜପୁତ୍‌ କର୍‌ନି ସେନା ଅଧ୍ୟକ୍ଷ ସୁଖଦେବ ସିଂ ଗୋଗମେଦିଙ୍କୁ ଜୟପୁର ସହରସ୍ଥିତ ତାଙ୍କ ଘରେ ଗୁଳିକରି ହତ୍ୟା କରାଯାଇଛି। ଏହି ହତ୍ୟା ମାମଲାରେ ହରିୟାଣାରୁ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମୋବାଇଲ୍‌ରୁ ତଥ୍ୟ ଆଧାରରେ ଉଭୟଙ୍କୁ ଗିରଫ…

ବିସିସିଆଇକୁ ନିଜ ମନ କଥା କହିଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୬।୧୨: ନିକଟରେ ବିଶ୍ୱକପ ୨୦୨୩ରେ ଟିମ ଇଣ୍ଡିଆର ପ୍ରଦର୍ଶନକୁ ସମୀକ୍ଷା କରିବା ପାଇଁ ବିସିସିଆଇ ଅଧିକାରୀମାନେ ଏକ ବୈଠକ ଡାକିଥିଲେ। ଏଥିରେ ଭବିଷ୍ୟତ କାର୍ଯ୍ୟକ୍ରମ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଅଧିନାୟକ ରୋହିତ ଶର୍ମା ଏବଂ ମୁଖ୍ୟ କୋଚ ରାହୁଲ ଦ୍ରାବିଡ…

ଦକ୍ଷିଣ ଆଫ୍ରିକା ଗସ୍ତରେ ବାହାରିଲେ ଭାରତୀୟ ଦଳ

ନୂଆଦିଲ୍ଲୀ,୬।୧୨: ଭାରତୀୟ ଦଳ ବୁଧବାର ଦକ୍ଷିଣ ଆଫ୍ରିକା ଗସ୍ତରେ ଯାଇଛି। ଡିସେମ୍ବର ୧୦ରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ ସହିତ ଏହି ମ୍ୟାଚ ଆରମ୍ଭ ହେବ। ଏହା ପରେ ଦିନିକିଆ ଏବଂ ଟେଷ୍ଟ ସିରିଜ ଖେଳାଯିବ। ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?