ହୃତ୍ପିଣ୍ଡକୁ ରଖନ୍ତୁ ସୁସ୍ଥ
ଏବେ ସାରା ପୃଥିବୀରେ ହୃଦ୍ରୋଗ ହିଁ ସବୁଠାରୁ ବଡ଼ ସମସ୍ୟା ସୃଷ୍ଟି କରିଛି ଏବଂ ଏହା ସବୁଠାରୁ ବଡ଼ ଘାତକ ରୋଗ ଭାବରେ ମଧ୍ୟ ଚିହ୍ନିତ ହୋଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ତଥ୍ୟ ଅନୁଯାୟୀ ପ୍ରତିବର୍ଷ ପ୍ରାୟ ୧କୋଟି ୭୦ ଲକ୍ଷରୁ…
ଜେଏସ୍ଡବ୍ଲ୍ୟୁକୁ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶସ୍ତି ପୁରସ୍କାର
ଭୁବନେଶ୍ୱର,୨୯।୯:ଜେଏସ୍ଡବ୍ଲ୍ୟୁ ଷ୍ଟିଲ୍କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସ୍ପିସିବି)ର ୪୦ତମ ପ୍ରତିଷ୍ଠା ଦିବସ ଅବସରରେ ଜେଏସ୍ଡବ୍ଲ୍ୟୁ ଷ୍ଟିଲ୍କୁ ସମ୍ମାନଜନକ ‘ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶସ୍ତି ପୁରସ୍କାର’ ଦିଆଯାଇଛି। ବିଶେଷକରି ଜେଏସ୍ଡବ୍ଲ୍ୟୁ…
୭ ବର୍ଷ ହେଲା ଫାଉଣ୍ଡେଶନରେ ସୀମିତ ଶ୍ମଶାନ ଗୃହ
ଦଶମନ୍ତପୁର,୨୯ା୯ ( ଅରବିନ୍ଦ ନାୟକ ): ୭ ବର୍ଷ ହେଲାଣି ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗିର୍ଲିଗୁମା ପଞ୍ଚାୟତ ଡକ୍ରିବେଡ଼ା ଗ୍ରାମ ଶ୍ମଶାନରେ ନିର୍ମିତ ଗୃହ ନିର୍ମାଣ କାର୍ଯ୍ୟ କେବଳ ଫାଉଣ୍ଡେଶନରେ ସୀମିତ ରହିଛି। ଏ ବାବଦରେ ଆସିଥିବା ଅର୍ଥ ଆତ୍ମସାତ୍ କରି…
ଭାରତ ବିରୋଧୀ ସ୍ବର ବଦଳାଇଲେ କାନାଡା ପ୍ରଧାନମନ୍ତ୍ରୀ
ଓଟ୍ଟାଓ୍ବା,୨୯।୯: ଭାରତ ଏବଂ କାନାଡା ମଧ୍ୟରେ ଚାଲିଥିବା କୂଟନୈତିକ ବିବାଦରେ ଭାରତ କାନାଡାକୁ କଡ଼ା ଜବାବ ଦେଇଛି। ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜର ହତ୍ୟା ମାମଲାରେ ଭାରତର ସମ୍ପୃକ୍ତି ଥିବା ଅଭିଯୋଗ କରିଥିବା କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏବେ…
ରାଜପଥ କାମ ନେଇ ବାମୁରରେ ଅସନ୍ତୋଷ
ବଇଣ୍ଡା,୨୯।୯(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ୪ ଲେନ କାର୍ଯ୍ୟ ଚାଲୁ ରହିଛି। କିଶୋରନଗର ବ୍ଲକ ବାମୁରଠାରେ ଗୁରୁବାର ରାସ୍ତାର କଂକ୍ରିଟକରଣ କରାଯାଉଥିବାବେଳେ ଅତି ନିମ୍ନମାନର କାମ ହେଉଥିବା ଅଭିଯୋଗ କରିଛନ୍ତି ବାମୁର…
ଭାରତ-କାନାଡା ବିବାଦ ମଧ୍ୟରେ ଆମେରିକାର ବୈଦେଶିକ ସଚିବଙ୍କୁ ଭେଟିଲେ ଏସ ଜୟଶଙ୍କର
ଓ୍ବାଶିଂଟନ୍,୨୯।୯: ନିକଟରେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଖଲିସ୍ତାନୀ ଆତଙ୍କବାଦୀ ନିଜ୍ଜରଙ୍କ ହତ୍ୟାରେ ଭାରତର ସମ୍ପୃକ୍ତ ଥିବା ଅଭିଯୋଗ ଆଣିଥିଲେ। ଏହି ପ୍ରସଙ୍ଗକୁ ନେଇ ଉଭୟ ଦେଶ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ତେବେ ଟ୍ରୁଡୋଙ୍କ ଅଭିଯୋଗକୁ ଭିତ୍ତିହୀନ ତଥା ରାଜନୈତିକ…
୬୫ବର୍ଷ ପରେ ବି ମୌଳିକ ସୁବିଧାରୁ ଦୂରରେ
ଭୁବନେଶ୍ୱର,୨୯।୯ (ବନ୍ଦନା ସେଠୀ): ଭୁବନେଶ୍ୱରର ପ୍ରଥମ ହାଟ ଭାବେ ୧୯୫୮ରେ ଆରମ୍ଭ ହୋଇଥିଲା ୧ନଂ. ହାଟ। ସହର ଏବଂ ଆଖପାଖ ଉପକଣ୍ଠ ଅଞ୍ଚଳର ହଜାର ହଜାର ଲୋକ ଏହା ଉପରେ ନିର୍ଭର କରୁଛନ୍ତି। ୧୯୬୨ରେ ଜିଏ ବିଭାଗ ପ୍ରଥମେ ୯୫୨ଜଣ ବ୍ୟବସାୟୀଙ୍କୁ…
ଖଲିସ୍ତାନୀ ଆତଙ୍କବାଦୀ ନିଜ୍ଜର ହତ୍ୟା ଘଟଣାର ଚାଲିଛି ଅନୁସନ୍ଧାନ: କାନାଡା ପୋଲିସ
ଓଟ୍ଟାଓ୍ବା,୨୯।୯: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ଘଟଣାର ତଦନ୍ତ ସମ୍ପର୍କରେ କାନାଡା ପୋଲିସ ଏକ ବିବୃତ୍ତି ଦେଇଛି। ରୟାଲ କାନାଡିୟ ମାଉଣ୍ଟେଡ ପୋଲିସ (ଆରସିଏମପି) କହିଛି ଯେ, ଆତଙ୍କବାଦୀ ନିଜ୍ଜର ହତ୍ୟା ଘଟଣାର ସକ୍ରିୟ ତଦନ୍ତ କରାଯାଉଛି। ନିଷିଦ୍ଧ…
ବର୍ଷାଦିନେ ରାସ୍ତା ପାର୍ଶ୍ୱରୁ ମାଟି ତାଡ଼ି କାମ
ମାହାଙ୍ଗା,୨୯ା୯ (ଯଯାତୀ ସିଂହ): ବର୍ଷାଦିନେ ମାଟି ମିଳିବନି ବୋଲି କୌଣସି ମାଟି ପୋତା କାମ ହୋଇ ନ ଥାଏ। କିନ୍ତୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ନିର୍ମାଣାଧୀନ ରାସ୍ଥାରେ ବର୍ଷାଦିନେ ମାଟି ପୋତା ହେଉଛି। ସରକାର ନିର୍ମାଣାଧୀନ ରାସ୍ତାର ଉଭୟପାର୍ଶ୍ୱରେ ମାଟି…
ବନ୍ଦ ହେଲା ୧ନଂ. ହାଟ
ଭୁବନେଶ୍ୱର,୨୯।୯(ବନ୍ଦନା ସେଠୀ): ୟୁନିଟ୍-୨ ମାର୍କେଟ ବିଲ୍ଡିଂ ପରେ ଏବେ ୧ ନମ୍ବର ହାଟରେ ମାର୍କେଟ ଆସୋସିଏଶନ୍ ଏବଂ ଭେଣ୍ଡିଂଜୋନ୍ ବ୍ୟବସାୟୀଙ୍କ ମଧ୍ୟରେ ବିବାଦ ଦେଖିବାକୁ ମିଳିଛି। ଫୁଟ୍ପାଥ୍ ଉପରେ ଦୋକାନ କରିଥିବା ବ୍ୟବସାୟୀମାନେ ଦୋକାନ ଆୟତ୍ତନର ଦୁଇଗୁଣ ବାହାରକୁ ଜବରଦଖଲ କରି…
ଜରାଜୀର୍ଣ୍ଣ ଅବସ୍ଥାରେ ଭାଗବତ ଟୁଙ୍ଗି
ବେଗୁନିଆ,୨୯ା୯(ହର ପ୍ରସନ୍ନ ପଣ୍ଡା): ଭାଦ୍ରବ ମାସ ଶୁକ୍ଳ ପକ୍ଷ ଇନ୍ଦ୍ରୋତ୍ସବ ପୂର୍ଣ୍ଣିମାରେ ଶ୍ରୀମଦ୍ ଭାଗବତ ଦେବଙ୍କ ଜନ୍ମ। ହିନ୍ଦୁଧର୍ମର ଅଷ୍ଟାଦଶ ପୁରାଣ ମଧ୍ୟରେ ଶ୍ରେଷ୍ଠ ଗ୍ରନ୍ଥ ହେଉଛି ଶ୍ରୀମଦ୍ ଭାଗବତ। ତାଳପତ୍ର ପୋଥିରେ ବର୍ଣ୍ଣିତ ହୋଇଥିବା ଗ୍ରନ୍ଥାବଳୀକୁ ପୂଜାର୍ଚ୍ଚନା ଓ ପାଠ…
ହୋ ଗୀତ ଦେଇଛି ପରିଚୟ
ଯୋଡ଼ା,୨୯ା୯(ମାନସ ମହାନ୍ତି): ପିଲାଟି ବେଳରୁ ଅଭାବ ଅନଟନରେ ଜୀବନ ଯାପନ କରୁଥିଲେ। ମଧ୍ୟବିତ ଓ ବଡ଼ ପରିବାର ହେତୁ ପଢ଼ାରେ ମଧ୍ୟ ସମସ୍ୟା ଉପୁଜିଥିଲା। ମାତ୍ର ପଦ୍ମ ପଙ୍କରୁ ଫୁଟିବା ଭଳି ତାଙ୍କ ପ୍ରତିଭା ମଧ୍ୟ ବହୁ ଦିନ ଲୁଚିପାରି ନ…
Archives


